ନାହାସୋଲ ଜଙ୍ଗଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ବାରିପଦା ଅଫିସ,୧୫।୬: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇଡିହି ପଞ୍ଚାୟତ ନାହାସୋଲ ଜଙ୍ଗଲରୁ ଶନିବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ସ୍ବାସ୍ଥ୍ୟାବସ୍ଥା ଠିକ୍ ନ ଥିବାରୁ ତାକୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର…
୩ ଝିଅଙ୍କୁ ହତ୍ୟା କରି ବାପାଙ୍କ ଆତ୍ମହତ୍ୟା
କେନ୍ଦୁଝର/ ଆନନ୍ଦପୁର,୧୫ା୬( ସ୍ବ.ପ୍ର.) :କେନ୍ଦୁଝର ଜିଲା ଆନନ୍ଦପୁର ଥାନାଠାରୁ ୪୦ କି.ମି. ଦୂର ଉଲିିବସା ଗ୍ରାମର ଏକ ଘରୁ ଶୁକ୍ରବାର ୩ରୁ ୯ ବର୍ଷ ବୟସର ମା’ ଛେଉଣ୍ଡ ୩ ଶିଶୁକନ୍ୟାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ଏହି ୩ ଝିଅଙ୍କୁ…
ଘର ଘର ବୁଲି ସଂଗ୍ରହ ହେବ ବର୍ଜ୍ୟବସ୍ତୁ : କୃଷିବିଜ୍ଞାନ କେନ୍ଦ୍ରରେ ପ୍ରକ୍ରିୟାକରଣ
ଭଦ୍ରକ ଅଫିସ, ୧୫।୬ – ଆଉ ଡଷ୍ଟବିନ୍ରେ କେହି ଅଳିଆ ପକାଇବେ ନାହିଁ। ଘର ଘର ବୁଲି ପୌରପାଳିକାର ସଫେଇ କର୍ମଚାରୀ ବର୍ଜ୍ୟବସ୍ତୁ ସଂଗ୍ରହ କରିବେ। ପ୍ରତି ଘର ନିକଟରେ ହ୍ବିସିଲ ମାରି ସେମାନଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେଇ ଦୁଇଟି…
ଧାନ ବିକିଲେ, ପ୍ରାପ୍ୟ ପାଇଲେନି
ବନ୍ତ, ୧୫।୬ (ଡି.ଏନ.ଏ.) – ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ବନ୍ତ ଶାଖା ଅଧୀନ ଚାଇଁପୁର ସେବା ସମବାୟ ସମିତିରେ ବହୁ ଚାଷୀ ଧାନ ବିକ୍ରୟ କରି ଏଯାଏ ପ୍ରାପ୍ୟ ପାଇନାହାନ୍ତି। ଫଳରେ ଦୁଇମାସ ଧରି ସେମାନେ ହତାଶା ମଧ୍ୟରେ କାଳାତିପାତ…
ଅସୁରକ୍ଷିତ ନଦୀତଟ : ସୋନ ନଦୀରେ ଲୀନ ହେବ ୨୧ ଗାଁ
କପ୍ତିପଦା,୧୫ା୬(ଡି.ଏନ୍.ଏ) ଆଗକୁ ବଷର୍ର୍ା ଦିନ ଆସୁଥିତ୍ବାରୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକେ ନାନା ଆଶଙ୍କା ମଧ୍ୟରେ ରହିଛନ୍ତି। ବର୍ଷା ହେଲେ ବନ୍ୟା ଭୟ ଓ ଧନ ଜୀବନ ସୁରକ୍ଷା ଚିନ୍ତା ନଦୀକୂଳବାସୀଙ୍କୁ ଅଧିକ ମାତ୍ରାରେ ଘାରିଛି…
ଠେଲାପେଲା ବେଳେ ବୃଦ୍ଧଙ୍କ ଜୀବନ ଗଲା: ୨ ଗିରଫ
ବୈଶିଙ୍ଗା,୧୫ା୬- ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟସ୍ଥ ହାତୀଝୁରି ପଞ୍ଚାୟତ କମାରସାହିରେ ଶୁକ୍ରବାର ଅପରାହ୍ନରେ ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଜଣଙ୍କର ଜୀବନ ଯାଇଛି। ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ଲାଗିବାରୁ ସେଠାରେ ଥିବା ଗୋବିନ୍ଦ ବିନ୍ଧାଣୀ(୬୦) ମାଟି…
ସୁନ୍ଦରପୁର ରଜ ମହୋତ୍ସବ ଉଦ୍ଘାଟିତ
ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍ଘାଟନ କରିଥିଲେ ା ଆୟୋଜିତ…
ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ
ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି। ଖାଦ୍ୟ ଅଭାବରୁ ହାତୀପଲ ଜନବସତିମୁହଁା ହେଉଥିବା କୁହାଯାଉଛି। ଗୁରୁବାର ସନ୍ଧ୍ୟାରେ ଜଙ୍ଗଲକୁ ଲାଗି ରହିଥିବା…
ଦ୍ରୁତଗତିରେ ଗାଡ଼ି ଚାଳନା କାଳ ହେଲା: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ
ବାଲେଶ୍ୱର ଅଫିସ/ରସାଳପୁର(ଡି.ଏନ.ଏ), ୧୪।୬-ବାଲେଶ୍ୱର ସହର ନିକଟସ୍ଥ ଚାନ୍ଦିପୁର ରାସ୍ତାରେ ଶୁକ୍ରବାର ଅପରାହ୍ନ ସାଢେ ୨ଟା ବେଳେ ଏକ ସଡକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ରୂପସା ଥାନା କେନ୍ଦୁଦାଙ୍ଗୀରି ଗ୍ରାମର ଭକ୍ତବନ୍ଧୁ ସିଂ (୨୬), ନୀଳଗିରି ବରହମପୁର…
ସୁନ୍ଦରପୁର ରଜ ମହୋତ୍ସବ ଉଦ୍ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା
ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍ଘାଟନ କରିଥିଲେ। ଆୟୋଜିତ ସଭାରେ…
ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା
ତିହିଡ଼ି, ୧୪।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ ନେଇ ଭାଜପା ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଆସନ୍ତା…
ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ
ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ। ତେବେ ଗଛ ଡାଳ ଭାଙ୍ଗିଯିବାରୁ ସ୍ତ୍ରୀ ବଞ୍ଚିଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର…
Archives


