ବାଲେଶ୍ୱର

ନାଗାଲାଣ୍ଡରୁ ଫେରିଲେ ୭ ନିର୍ଯାତିତ ଶ୍ରମିକ

ନୀଳଗିରି, ୧୭ା୬(ଡି.ଏନ.ଏ.)-ନାଗାଲାଣ୍ଡକୁ ଦାଦନ ଖଟିବାକୁ ଯାଇଥିବା ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବିଭିନ୍ନ ଗାଁର ୭ଜଣ ଶ୍ରମିକ ସୋମବାର ଗଁାକୁ ଫେରିଛନ୍ତି। ସେଠାରେ ସେମାନେ ନିର୍ଯାତନାର ଶିକାର ହେଉଥିବା ଅଭିଯୋଗ ହୋଇଥିଲା। ପ୍ରଶାସନର ହସ୍ତକ୍ଷେପ ପରେ ଶ୍ରମିକମାନେ ଫେରିଥିବା ସ୍ଥାନୀୟ…

ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ

ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ ଧାଡ଼ି ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଇବା ପରେ ଅବକାଶ ନୀତି ବଢ଼ିଥିଲା ।…

ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ

ଭଦ୍ରକ ଅଫିସ, ୧୭।୬ – ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜିଲାରେ କାର୍ଯ୍ୟରତ ଶତାଧିକ ପାଚିକା ସିଆଇଟିୟୁ…

ଦଧିବାମନଜୀଉଙ୍କ ଦେବସ୍ନାନ ନୀତି

ଆନନ୍ଦପୁର,୧୭।୬(ସ୍ବ.ପ୍ର.): ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ନୀତି ମହା ଆଡମ୍ବରରେ ପାଳନ ହେଉଛି। ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ଆନନ୍ଦପୁରର ଆରାଧ୍ୟ ଦେବତା ଦାରୁବ୍ରହ୍ମ ଶ୍ରୀଶ୍ରୀଦଧିବାମନ ଜୀଉ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନ…

ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ

ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ ଜଣେ ବ୍ୟକ୍ତି କୁରାଢ଼ିରେ ହାଣି ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କରିଛନ୍ତି। ମୃତକ…

ସ୍ନାନମଣ୍ଡପରେ ଦର୍ଶନ ଦେଲେ ତିନିଠାକୁର

ବାରିପଦା ଅଫିସ,୧୭।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦା ଜଗନ୍ନାଥ ମନ୍ଦିରରେ ସୋମବାର ଭୋର ୪ଟାରେ ମହାପ୍ରଭୁ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିଥିଲେ। ଭୋର ପ୍ରାୟ ୫ଟାରେ ଗଙ୍ଗାଦେବୀଙ୍କୁ ଆବାହନ ପରେ ମହାପ୍ରଭୁମାନଙ୍କ ସ୍ନାନନୀତି ଆରମ୍ଭ ହୋଇଥିଲା । ତିନି ପୂଜକ ସଂକଳ୍ପ…

ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଏବଂ ସୁଦର୍ଶନ ଦେବ ସ୍ନାନମଣ୍ଡପରେ ବିଜେ କରିଥିଲେ। ଘଣ୍ଟ, ଘଣ୍ଟା, ମହୁରୀ,…

ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୭।୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ…

ବିଭିନ୍ନ ସମସ୍ୟାରେ ଚମ୍ପୁଆ ଉପଡାକଘର: ବଢ଼ୁଛି ଅସନ୍ତୋଷ

ଚମ୍ପୁଆ, ୧୭।୬(ଡି.ଏନ୍‌.ଏ.)- ଚମ୍ପୁଆ ସଦର ମହକୁମାରେ ଥିବା ଉପଡାକଘରେ ଦୀର୍ଘଦିନ ଧରି ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ନୂତନ ପାସ୍‌ବହି ଖୋଲା ନ ଯାଇ ପଡିରହିଥିବା ଦେଖିବାକୁ ମିଳିଛି। ଏ ନେଇ ବର୍ତ୍ତମାନର ପୋଷ୍ଟମାଷ୍ଟର ଲିଙ୍ଗରାଜ ପାତ୍ରଙ୍କୁ ପଚାରିବାରୁ ପୂର୍ବରୁ ଥିବା ପୋଷ୍ଟମାଷ୍ଟରମାନେ…

ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ

କେନ୍ଦୁଝର,୧୭।୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍‌ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ ଅଞ୍ଚଳରେ…

ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା

ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ ଡେଇଁପଡ଼ି ନିଖୋଜ ହୋଇଯାଇଛନ୍ତି। ତାଙ୍କ ଘର ଚାନ୍ଦବାଲି ଥାନା ଅନ୍ତର୍ଗତ ପାଞ୍ଚପଡ଼ା ଗାଁରେ।…

ରେଲୱେ କ୍ରାଇମବ୍ରାଞ୍ଚ ଦ୍ୱାରା ଟିକେଟ ଦଲାଲ ଗିରଫ: ୩ ଲକ୍ଷ ୯୨ ହଜାର ୩୭୦ ଟଙ୍କାର ଟିକେଟ ଜବତ

ବାଲେଶ୍ୱର ଅଫିସ, ୧୭।୬-ବାଲେଶ୍ୱର ରେଳଷ୍ଟେଶନ ଟିକେଟ କାଉଣ୍ଟରରୁ ଜଣେ ଦଲାଲ ବାରମ୍ବାର ଟିକେଟ କାଟିବାକୁ ଯା’ଆସ କରୁଥିବା ଦେଖି ବାଲେଶ୍ୱର ଆରପିଏଫ୍‌ ଏବଂ ଖଡଗପୁର ରେଲୱେ କ୍ରାଇମବ୍ରାଞ୍ଚ ଟିମ୍‌ ମିଳିତ ଭାବେ ଚଢାଉ କରିଥିଲେ। ଦଲାଲଙ୍କୁ ଗିରଫ କରାଯିବା ସହ ତାଙ୍କଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri