ଜଗନ୍ନାଥପୁର ଛକରେ ଇ-ରିକ୍ସାକୁ ଧକ୍କା ଦେଲା କାର୍, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚାଳକଙ୍କୁ…
ଭୋଗରାଇ, ୩ l୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ଜଗନ୍ନାଥପୁର ଛକଠାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ କାର ସହିତ ଇ-ରିକ୍ସା ମୁହାଁମୁହିଁ ଧକ୍କା ହେବାରୁ ରିକ୍ସା ଚାଳକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ…
ଇଚ୍ଛାମୃତ୍ୟୁ ଦାବି ନେଇ ଧାରଣାରେ ବସିଲେ ଦିବ୍ୟାଙ୍ଗ ଯୁବତୀ, ଏହି କାରଣ ପାଇଁ…
ବାଲେଶ୍ୱର, ୨।୩( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଇଚ୍ଛାମୃତ୍ୟୁ ଦାବି ନେଇ ଧାରଣାରେ ବସିଲେ ଦିବ୍ୟାଙ୍ଗ ଯୁବତୀ। ବାଲେଶ୍ୱର ଜିଲା ନୋତିପାଟଣା ଗ୍ରାମର ଚମ୍ପାବତୀ ପଣ୍ଡା ନାମକ ଦିବ୍ୟାଙ୍ଗ ଯୁବତୀ ଧାରଣାରେ ବସିଛନ୍ତି । ଜାଗାବାଡି ସମସ୍ୟା ନେଇ…
ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…
ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଅଭିଯୋଗ…
ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ, କନ୍ୟା ନାବାଳିକା ସନ୍ଦେହ
ବାଲେଶ୍ବର, ୨୮।୨( ବାଞ୍ଛାନିଧି ଦେ) : ବାଲେଶ୍ୱର ସହଦେବଖୁଣ୍ଟା ଥାନାରେ ବର କନିଆ ଅଟକ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ । ଏହି ଥାନା ଅନ୍ତର୍ଗତ ତେଲେଙ୍ଗାସାହି ଅଞ୍ଚଳର ଜଣେ ଯୁବକ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ
ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗୂହାଳିପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି।…
ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ
ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ ପରିବେଶ ମଞ୍ଜୁରୀ ନିମନ୍ତେ ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ…
ବଢ଼ିଲା ପିଲା ଚୋରି ସନ୍ଦେହ: ମା’ଙ୍କ ହାବୁଡ଼ରେ ପଡ଼ି ଥାନାକୁ ଗଲେ ବୃଦ୍ଧା
ବାଲେଶ୍ୱର,୨୬।୨(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଟାଉନ ଥାନା ଅଧୀନ ନୁରୁପୁର ରୋଡ଼ରେ ଗୁରୁବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଅପହରଣ ଉଦ୍ୟମ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଛାତ୍ରୀଙ୍କ ମା’ ସ୍ଥାନୀୟ ଲୋକଙ୍କୁ ଜଣାଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ମା’,…
ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ
ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ ଶ୍ବଶୁର ଗୁରୁତର ହୋଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି…
ଟ୍ରେନ୍ରୁ ଖସି ପଡ଼ିଥିଲେ କିନ୍ନର
ଜଳେଶ୍ୱର, ୨୫।୨(ନବୀନ ସାହୁ): ଟ୍ରେନ୍ରୁ ଖସିପଡ଼ି ଜଣେ କିନ୍ନରଙ୍କ ଅକାଳ ବିୟୋଗ ଘଟିଛି। ମୃତକ ଜଣକ ହେଉଛନ୍ତି ଜଳେଶ୍ୱର ଥାନା ଅଧୀନ ରାଜପୁର ବସ୍ତିର ସଲମା କିନ୍ନର(୩୫)। ଗତ ସୋମବାର ଦିନ ପ୍ରାୟ ୨ଟା ବେଳେ ସଲମା ୧୨୮୭୬ ନଂ. ଅପ୍…
କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ଲକ୍ଷରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜଳିପୋଡି ପାଉଁଶ
ବାଲେଶର, ୨୫।୨( ବାଞ୍ଛାନିଧି ଦେ ): କଦଳୀ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ବାଲେଶ୍ୱର ସହଦେବଖୁଣ୍ଟା ଥାନା ଫାଣ୍ଡି ଛକ ନିକଟ ଏକ କଦଳୀ ଗୋଦାମରେ ନିଆଁ ଲାଗି ୫ ଲକ୍ଷର ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର…
ଅନ୍ୟଜଣଙ୍କ ଆଡମିଟ୍ କାର୍ଡ ନେଇ ଆସିଥିଲେ ପରୀକ୍ଷା ଦେବାକୁ: ନାଁ ଲେଖିବାକୁ କହିବାରୁ…
ବାହାନଗା,୨୩। ୨(ଅରୂପ କୁମାର ଦାସ ):ମାଟ୍ରିକ ପରୀକ୍ଷାର ୪ର୍ଥ ଦିନ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଦଶମ ଛାତ୍ରୀଛାତ୍ରମାନେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ସେହିପରି ସଂସ୍କୃତ ବିଦ୍ୟାଳୟଗୁଡ଼ିକରେ ମଧ୍ୟ ଏକସମୟରେ ପରୀକ୍ଷା କରାଯାଉଛି। ସୋମବାର ସଂସ୍କୃତ ଛାତ୍ରୀଛାତ୍ର ମାନଙ୍କର…
ମାଟ୍ରିକ ପରୀକ୍ଷା ଦେବାକୁ ଯାଉଥିବାବେଳେ ପିଟିଲା ପଲସର: ୨ ଛାତ୍ରୀ ଗୁରୁତର
ବାହାନଗା, ୨୩।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଉଚ୍ଚ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବା ପାଇଁ ଯାଉଥିବା ୨ ଜଣ ଛାତ୍ରୀଙ୍କର ବାଇକ ଦୁର୍ଘଟଣା ଘଟିଛି। ଗୁରୁତର ହୋଇ ଚିକିତ୍ସା୍ୟାଳୟରେ ଚିକିତ୍ସିତ ହେଉଛନ୍ତି। ସୋମବାର ମାଟ୍ରିକ…
Archives


