ପାଣି ପାଇଁ ୬୦ ପରିବାର ହନ୍ତସନ୍ତ
ରୂପସା, ୧୫।୩: ଗ୍ରୀଷ୍ମ ଋତୁ ଆରମ୍ଭ ନ ହେଉଣୁ ଦେଖାଗଲାଣି ଜଳକଷ୍ଟ। ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଭୂତଳ ଜଳସ୍ତର ହ୍ରାସ ପାଉଥିବାରୁ ଅଧିକାଂଶ ନଳକୂପ ଅଚଳ ହୋଇପଡୁଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ...
ପିଲାକୁ ଧରି ସ୍ତ୍ରୀ ପ୍ରେମିକ ସହ ଫେରାର
ଜଳେଶ୍ୱର, ୧୫ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ନିଜ ପିଲାଙ୍କୁ ସାଙ୍ଗରେ ନେଇ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିବା ଚର୍ଚ୍ଚାର...
ପଛଚକା ତଳେ ଲୁଚିଥିଲେ, ଚଢ଼ିଗଲା ଟ୍ରାକ୍ଟର
ବାହାନଗା,୧୪ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତ ବେଗୁନିଆ ଗ୍ରାମରେ ଘର ସାମ୍ନାରେ ଛିଡା ହୋଇଥିବା ଟ୍ରାକ୍ଟର ଚକତଳେ ଚାପି ହୋଇ ଟ୍ରାକ୍ଟର ମାଲିକଙ୍କ ୩ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ସୋମବାର ରମେଶ ଚନ୍ଦ୍ର ବେହେରାଙ୍କ...
ବାଲେଶ୍ୱରରୁ ଚାନ୍ଦିପୁର ଚାଲିଲା ‘କ୍ରୁଜ୍’
ବାଲେଶ୍ୱର ଅଫିସ, ୧୪।୩: ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀର ବାଲିଘାଟ ନିକଟରେ ଏକ ସୁସଜ୍ଜିତ ଓ ବିଳାସପୂର୍ଣ୍ଣ ଲଞ୍ଚ ‘କ୍ରୁଜ୍’ର ଶୁଭ ଉଦ୍ଘାଟନ ହୋଇଛି। ଏହି ଲଞ୍ଚ ପ୍ରତିଦିନ ଅପରାହ୍ନ ୪ଟାରେ ବାଲିଘାଟଠାରୁ ଚାନ୍ଦିପୁର ପର୍ଯ୍ୟନ୍ତ ଯାତ୍ରା କରିବ। ପର୍ଯ୍ୟଟକଙ୍କ ନଦୀ...
ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର
ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା...
ଜେସିବି ଲଗାଇ ଖୋଳିଦେଲେ ଗ୍ରାମବାସୀ
ଖଇରା,୧୪।୩(ଡି.ଏନ.ଏ.):ବାଲେଶ୍ୱରରୁ କେନ୍ଦୁଝରକୁ ସଂଯୋଗ କରୁଥିବା ପଦୁନା-ତାଳକୁରୁଆ, ଦୋମୁହାଁଣି ଆର୍ଡି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଗତ ୧ବର୍ଷ ଧରି ବିଭିନ୍ନ ଗ୍ରାମର ଅଧିବାସୀ ଜିଲାପାଳ, ନିର୍ବାହୀ ଯନ୍ତ୍ରୀଙ୍କଠାରେ ବାରମ୍ବାର ଅଭିଯୋଗ କରିଆସୁଛନ୍ତି । କଂକ୍ରିଟ ଓ ପିଚୁ...
ଯୁକ୍ତ୨ ପାସ୍ କରାଇବା ନାଁରେ ଟଙ୍କା ଠକେଇ
ବାଲେଶ୍ୱର ଅଫିସ, ୧୪ା୩:ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମାର୍କ ବଢ଼ାଇବା ଓ ପାସ୍ କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଲକ୍ଷ ଟଙ୍କା ଲୁଟୁଥିବା ବାଲେଶ୍ୱର ସଦର ଥାନା ଖାନ୍ନଗର ଅଞ୍ଚଳର ପ୍ରଦୀପ ଦାସ ନାମକ ଯୁବକଙ୍କୁ ପୋଲିସ ଗିରଫ କରି...
ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର
ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା...
ଟଙ୍କା ହେରଫେର : ପୋଷ୍ଟମାଷ୍ଟର ଅଟକ
ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଆମ୍ବଡ଼ିହା ନିକଟ ବାହାଳ ପୋଷ୍ଟଅଫିସରେ ପୋଷ୍ଟମାଷ୍ଟର ସୁନୀଲ ପଣ୍ଡା ଅଧକୋଟିରୁ ଊଦ୍ଧର୍ବ ଟଙ୍କା ହେରଫେର କରିଥିବା ନେଇ ଗ୍ରାହକମାନେ ପୋଷ୍ଟ ଅଫିସରେ ଅଟକ ରଖିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି। ପାଖାପାଖି ୧୦ଖଣ୍ଡ...
ଗୋରୁ ଖାଉଛନ୍ତି ମୋ ଛତୁଆ
ଭୋଗରାଇ, ୧୩ା୩(ଡି.ଏନ.ଏ.): ରାଜ୍ୟ ସରକାର ଶିଶୁ, ପ୍ରସୂତି ଓ ଗର୍ଭବତୀଙ୍କ ସୁସ୍ବାସ୍ଥ୍ୟ ପାଇଁ ପୁଷ୍ଟିଯୁକ୍ତ ଖାଦ୍ୟ ଛତୁଆ, ଲଡ଼ୁ ଓ ସୁଜି ଆଦି ସୁଷମ ଖାଦ୍ୟସାମଗ୍ରୀ ବିନା ଶୁଳ୍କରେ ସମନ୍ବିତ ଶିଶୁ ମହିଳା ବିକାଶ ବିଭାଗକୁ ସୁଚାରୁ ରୂପେ ବଣ୍ଟନ...
ଜଳୁଛି କୁଲଡ଼ିହା, ଦେବଗିରି
ନୀଳଗିରି/ସୋର, ୧୩।୩(ସ୍ବ.ପ୍ର./ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଓ ସୋର ତହସିଲ ଅଧୀନ ଦେବଗିରି ପାହାଡ଼ରେ ନିଆଁ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି ବନବିଭାଗ। ଆଜକୁ ୩ଦିନ ହେବ ନିଆଁ ଲାଗି କୁଲଡ଼ିହା ଅଭୟାରଣ୍ୟ...
ଲିଭୁନି ନିଆଁ, ବର୍ଷା ଭରସା
ବାରିପଦା ଅଫିସ,୧୨।୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଜଳୁଛି। ନିଅଁା ଓ ଧୂଅଁାରେ ପରିବେଶ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଭୟାରଣ୍ୟକୁ ଧ୍ୱଂସ କରିବା ପାଇଁ ଯୋଜନାକାରୀଙ୍କ ବିରୋଧରେ ବିଭାଗ ନୀରବଦ୍ରଷ୍ଟା ସାଜିଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ମିଳିଥିବା...