ଶିକ୍ଷକଙ୍କୁ ତାଲା ପକାଇଲେ ଅଭିଭାବକ
ନୀଳଗିରି,୨୯।୬: ବାଲେଶ୍ୱର ଜିଲା ନୀଳଗିରି ଥାନା ରାଉଳଖୁଣ୍ଟା ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ପ୍ରତିବାଦରେ ଶନିବାର ସ୍କୁଲରେ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଅଭିଭାବକ ଆନ୍ଦୋଳନ କରିଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ସ୍କୁଲ ପରିସର ଅପରିଷ୍କାର ରହୁଥିଲା। ଏନେଇ ଅଭିଭାବକଙ୍କ ମହଳରେ ଅସନ୍ତୋଷ…
ପାଣିଟାଙ୍କି କାନ୍ଥ ଭୁଶୁଡ଼ି ଛାତ୍ରଙ୍କ ଜୀବନ ଗଲା
ବାଲେଶ୍ୱର,୨୮ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅଧୀନ ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଅନ୍ତେବାସୀ ଉପରେ ପାଣିଟାଙ୍କି ଭୁଶୁଡ଼ି ପଡ଼ିବାର ଶୁକ୍ରବାର ପୂର୍ବାହ୍ନରେ ଜଣେ ଛାତ୍ରଙ୍କ ଜୀବନ ଯାଇଛି। ଛାତ୍ର ଜଣକ ହେଲେ ନାରାୟଣ ଟୁଡୁ(୧୦)।…
ବାପାଙ୍କୁ ମାରି ମାଟି ତଳେ ପୋତିଥିଲେ ପୁଅ, ନିଖୋଜ ଥିଲେ ମା’ ଚମ୍ପାବତୀ, ୬ ଦିନ ପରେ ଘରକୁ ଫେରିଲେ
ଖଇରା,୨୪ା୬(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଗରସଙ୍ଗ ଗ୍ରାମରୁ ୬ଦିନ ତଳୁ ନିଖୋଜ ଥିବା ଚମ୍ପାବତୀ ବେହେରା(୭୦) ହଠାତ୍ ସୋମବାର ସକାଳେ ଘରକୁ ଫେରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ସୋମବାର ସକାଳେ ଏକ ଅଟୋ ଚମ୍ପାଙ୍କୁ…
ଫଡ଼ିଘର ମରାମତିରେ ଅନିୟମିତତା, ଶ୍ରମିକଙ୍କୁ ମିଳୁନି ଡିଏସ୍ ଟଙ୍କା
ଲୋଇସିଂହା,୨୩ା୬(ସୁଶାନ୍ତ ବାରିକ): କେନ୍ଦୁପତ୍ର ସଂଗ୍ରହ କରିବା ଇତିମଧ୍ୟରେ ଦେଢ଼ମାସ ବିତି ଗଲାଣି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା କେନ୍ଦୁପତ୍ର ରେଞ୍ଜ ଅଧୀନରେ କାର୍ଯ୍ୟରତ ଶ୍ରମିକଙ୍କୁ ପାଉଣା ମିଳିପାରିନାହିଁ। ପାଉଣା ପାଇଁ ଶ୍ରମିକମାନେ ରେଞ୍ଜ ଅଫିସକୁ ବାରମ୍ବାର ଦଉଡ଼ି ନୟାନ୍ତ ହେଉଥିଲେ ସୁଦ୍ଧା…
ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍ ପାଇଁ ସଂଘର୍ଷ
ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ…
କଣ୍ଟେନରକୁ ପିଟି ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମତେ ୪ ଗୁରୁତର
ରୂପସା, ୨୩।୬(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥର ରୂପସା ଥାନା ଅନ୍ତର୍ଗତ ଏବଂ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଏକ…
ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍
ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଥିବା ଉପରେ ଜିଲାପାଳ ଆଶିଷ ଠାକରେ ସୂଚନା…
ମା’-ବାପାଙ୍କୁ ହତ୍ୟା କରି ପୋତିଦେଲା ପୁଅ
ସିମୁଳିଆ,୨୨।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍ନାକୁ ଆସିଛି। ବାରି ପଛପଟୁ ଦୁର୍ଗନ୍ଧ ହେବା…
ବାଲେଶ୍ୱରରେ କର୍ଫ୍ୟୁ କଟକଣା କୋହଳ, ଆଜିଠୁ ଇଣ୍ଟରନେଟ ସେବା ଉପଲବ୍ଧ
ଭୁବନେଶ୍ୱର,୨୨।୬: ବାଲେଶ୍ୱରରେ ସ୍ଥିତି ସ୍ବାଭାବିକ ହେଉଛି। ଆଜିଠୁ ଲିଜ ଲାଇନ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ। ହେଲେ ମୋବାଇଲରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଅନ୍ୟପଟେ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ ଥାନା…
ବାଲେଶ୍ୱରରେ ଆହୁରି କୋହଳ ହେଲା କର୍ଫ୍ୟୁ; ଏଣିକି ସକାଳ ୫ରୁ ଦିନ ୨ ଯାଏ…
ବାଲେଶ୍ୱର,୨୧।୬: ଧିରେ ଧିରେ ସ୍ବାଭାବିକ ହେଉଛି ବାଲେଶ୍ୱର ସ୍ଥିତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ଶନିବାରଠାରୁ ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ ରହିବ। ତେବେ ସହଦେବଖୁଣ୍ଟା ଏବଂ ଟାଉନ୍ ଥାନା ଅଞ୍ଚଳରେ ଏହି…
ବାଲେଶ୍ଵରରେ ସ୍ଥିତି ସମୀକ୍ଷା କଲେ ଡିଜିପି ଅରୁଣ ଷଡଙ୍ଗୀ
ବାଲେଶ୍ଵର,୨୦।୬(ମାନସ ବିଶ୍ୱାଳ): ଡିଜିପି ଅରୁଣ ଷଡଙ୍ଗୀ ସନ୍ଧ୍ୟା ୭.୩୦ ମିନିଟରେ ବାଲେଶ୍ଵର ପହଞ୍ଚି ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ପରିସରରେ ଡିଜିପିଙ୍କ ସମୀକ୍ଷା ବୈଠକରେ ଆଇଜି ଦୀପକ କୁମାର , ଏଡିଆଇଜି ବି ଯୁଗଳ କିଶୋର ,…
ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ ନିଷ୍ପତ୍ତି
ବାଲେଶ୍ୱର,୨୦।୬: ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ କରାଯିବ। ଏହି ସମୟରେ ଲୋକେ ଆବଶ୍ୟକ ଜିନିଷପତ୍ର କିଣାକିଣି…
Archives


