ବାଲେଶ୍ୱର

ଠେଲାପେଲା ବେଳେ ବୃଦ୍ଧଙ୍କ ଜୀବନ ଗଲା: ୨ ଗିରଫ

ବୈଶିଙ୍ଗା,୧୫ା୬- ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟସ୍ଥ ହାତୀଝୁରି ପଞ୍ଚାୟତ କମାରସାହିରେ ଶୁକ୍ରବାର ଅପରାହ୍ନରେ ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଜଣଙ୍କର ଜୀବନ ଯାଇଛି। ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ଲାଗିବାରୁ ସେଠାରେ ଥିବା ଗୋବିନ୍ଦ ବିନ୍ଧାଣୀ(୬୦) ମାଟି…

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍‌ଘାଟନ କରିଥିଲେ ା ଆୟୋଜିତ…

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି। ଖାଦ୍ୟ ଅଭାବରୁ ହାତୀପଲ ଜନବସତିମୁହଁା ହେଉଥିବା କୁହାଯାଉଛି। ଗୁରୁବାର ସନ୍ଧ୍ୟାରେ ଜଙ୍ଗଲକୁ ଲାଗି ରହିଥିବା…

ଦ୍ରୁତଗତିରେ ଗାଡ଼ି ଚାଳନା କାଳ ହେଲା: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ବାଲେଶ୍ୱର ଅଫିସ/ରସାଳପୁର(ଡି.ଏନ.ଏ), ୧୪।୬-ବାଲେଶ୍ୱର ସହର ନିକଟସ୍ଥ ଚାନ୍ଦିପୁର ରାସ୍ତାରେ ଶୁକ୍ରବାର ଅପରାହ୍ନ ସାଢେ ୨ଟା ବେଳେ ଏକ ସଡକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ରୂପସା ଥାନା କେନ୍ଦୁଦାଙ୍ଗୀରି ଗ୍ରାମର ଭକ୍ତବନ୍ଧୁ ସିଂ (୨୬), ନୀଳଗିରି ବରହମପୁର…

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା

ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍‌ଘାଟନ କରିଥିଲେ। ଆୟୋଜିତ ସଭାରେ…

ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା

ତିହିଡ଼ି, ୧୪।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ ନେଇ ଭାଜପା ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଆସନ୍ତା…

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ। ତେବେ ଗଛ ଡାଳ ଭାଙ୍ଗିଯିବାରୁ ସ୍ତ୍ରୀ ବଞ୍ଚିଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର…

ବଗଲା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ଟ୍ରାନ୍ସଫର୍ମର

ବାରିପଦା ଅଫିସ,୧୪।୬: ବାଲେଶ୍ୱର ଜିଲା ବାରିପଦା ସହରର ବଗଲା ମାର୍କେଟ ତଥା ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରରେ ଶୁକ୍ରବାର ହଠାତ ନିଆଁ ଲାଗି ଯାଇଛି। ଫଳରେ ଏହା କଡରେ ଥିବା ଉଠା ଦୋକାନୀମାନେ ଭୟଭୀତ ହୋଇ ଦୋକାନ ଛାଡି…

୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ

କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି। ଏହା ଅଧୀନରେ ଥିବା ଜିଲାର ୧୫ ଶାଖାରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ କଳାବ୍ୟାଜ…

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରାଯାଇଛି। ସୂଚନା ମୁତାବକ ଖୁଣ୍ଟା…

କାଠଭାଡ଼ିରୁ ୧ ନାଗୁଣୀ, ୫୫ ଅଣ୍ଡା ଉଦ୍ଧାର

ଭଣ୍ଡାରିପୋଖରୀ,୧୪।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନେରଡ଼ା ପଞ୍ଚାୟତ ଡାହାଲା ଗ୍ରାମର ସୂର୍ଯ୍ୟମଣି ରାଉତଙ୍କ ବାଡ଼ିରେ ଥିବା କାଠଭାଡ଼ିରେ ସାପ ଥିବା ଶୁକ୍ରବାର ଜଣାପଡ଼ିଥିଲା। ଖବର ଦିଆଯିବା ପରେ ଭଦ୍ରକ ସାପ ଧରାଳି ସେକ ମିର୍ଜା ପହଞ୍ଚି ପାଞ୍ଚ ଫୁଟ ଲମ୍ବର…

ବନସ୍ତେ ଡାକିଲା ଗଜ…

ଉତ୍ସବ ମୁଖର କେନ୍ଦୁଝର ଆଦିବାସୀ ଅଧ୍ୟୁଷିତ କେନ୍ଦୁଝରର ସଂସ୍କୃତି ସହ ରଜ ଓତଃପ୍ରୋତ ଭାବେ ଜଡ଼ିତ। ଏଥିଲାଗି ପିଲାଠୁ ବୁଢ଼ାଯାଏ ସମସ୍ତଙ୍କ ମନରେ ଭରିଥାଏ ଉନ୍ମାଦନା।ନୂଆ ବସ୍ତ୍ର ପିନ୍ଧି ପିଠାପଣା ଖାଇ ଦୋଳି ଖେଳି ଓ ନାଚଗୀତ କରି ରଜ ପାଳିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?