ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ
ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍ କାଟ୍ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ ପଡୁଛି। ବିଭିନ୍ନ ସମୟରେ ଲୋ- ଭୋଲଟେଜ୍ ସମସ୍ୟା ଯୋଗୁ ୱାର୍ଡଗୁଡିକରେ ବଲ୍ବ ଜଳୁଥିଲେ…
ଆର୍ଆଇଙ୍କୁ ମାଡ଼ ମାରି ଜଣେ ଗିରଫ
ଢେଙ୍କିକୋଟ, ୩ା୬(ଡି.ଏନ୍.ଏ.) -ଘଟଗାଁ ତହସିଲ ଅଧୀନ ପିପିଳିଆ ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର ଥିବା ଜଣାପଡ଼ିଛି। ପୋଲିସ ସୂଚନା ଅନୁଯାୟୀ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ପଞ୍ଚାୟତ ମଣ୍ଡାଟାଙ୍ଗର ଗ୍ରାମରେ ଜଣେ ବ୍ୟକ୍ତି…
ଅନେକଙ୍କୁ ଦେଇଛି ରୋଜଗାର: ଭୋଗରାଇ ଆଳୁଦମ୍
ଭୋଗରାଇ, ୩।୬(ପ୍ରଦୀପ ଦାସ)-ବାଲେଶ୍ୱର ଜିଲାରେ ଆଳୁଦମ୍ ଓ ଆଳୁକଷାର ପ୍ରସିଦ୍ଧି ରହିଛି। ସକାଳ ଓ ସନ୍ଧ୍ୟାରେ ଲୋକେ ମୁଢ଼ି ସହିତ ଆଳୁକଷା ବା ଆଳୁଦମ୍ ଖାଇବାକୁ ଅଧିକ ପସନ୍ଦ କରନ୍ତି। ଏହା ଅଞ୍ଚଳରେ ଏକ ସ୍ବତନ୍ତ୍ର ଖାଦ୍ୟ ରୁଚିର ପରିଚୟ ସୃଷ୍ଟି…
ଡମ୍ପର ଚାପାରେ ନାବାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ଉତ୍ତେଜନା
ଯୋଡ଼ା, ୩।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କେମେସି ଗଣେଶ ମନ୍ଦିର ଛକଠାରେ ରବିବାର ଅପରାହ୍ନରେ ଏକ ଡମ୍ପର ଚାପାରେ ଆକାଶ ପୂର୍ତ୍ତି(୮) ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାକୁ କେନ୍ଦ୍ର କରି ତୀବ୍ର ଉତ୍ତେଜନା ପ୍ରକାଶ…
ବଜ୍ରପାତରେ ମହିଳା ମୃତ
ଆନନ୍ଦପୁର,୩। ୬(ସ୍ବ.ପ୍ର.)- ଘସିପୁରା ଥାନା ଧକୋଠା ନାହାଗୁଣା ଗ୍ରାମରେ ବଜ୍ରପାତ ଘଟି ସରସ୍ବତୀ ପାତ୍ର ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ମହିଳା ଜଣଙ୍କ ନିଜ ମେଲା ଚାଳିଆ ଘରେ ରୋଷେଇ କରୁଥିବା ସମୟରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟିଥିଲା। ଏଥିରେ…
ଦେବଦମ୍ପତିଙ୍କ ନିର୍ବନ୍ଧ ସମ୍ପନ୍ନ
ପାଟଣା ,୩।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା-ଶଙ୍କର ଶିବ ମନ୍ଦିରରେ ଆସନ୍ତା ୭ ତାରିଖରେ ଶୀତଳଷଷ୍ଠୀ ତିଥିରେ ମାତା ପାର୍ବତୀ ଓ ଶିବଙ୍କ ବିବାହ ଲାଗି ରବିବାର ଅପରାହ୍ନରେ ନିର୍ବନ୍ଧ ସମ୍ପନ୍ନ ହୋଇଛି। ମନ୍ଦିର ପ୍ରାଙ୍ଗଣରେ ପୂଜକ ଅରୁଣ…
ପାଣିରେ ବୁଡ଼ି ନାବାଳିକା ମୃତ
କେନ୍ଦୁଝର, ୩ା୬(ଡି.ଏନ୍.ଏ.)-କେନ୍ଦୁଝର ସଦର ଥାନା ପଦ୍ମପୁର ମେଗା ନର୍ସରୀ ନିକଟରେ ଥିବା ପୋଖରୀରେ ରବିବାର ଅପରାହ୍ନରେ ବୁଡିଯାଇ ଜଣେ ୭ବର୍ଷ ଶିଶୁକନ୍ୟାଙ୍କର ମୃତ୍ୟୁ ଘଟିଛି। ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ କିଛି ଲୋକ ମେଗା ନର୍ସରୀ ନିକଟ ପୋଖରୀରେ ଗାଧୋଉଥିବାବେଳେ…
ସାବିତ୍ରୀ ବଜାର: ଦରଦାମ୍ ଅନିୟନ୍ତ୍ରିତ
ଭଦ୍ରକ ଅଫିସ, ୩।୬ – ଆଜି ସାବିତ୍ରୀ ବ୍ରତ। ବ୍ରତଧାରୀମାନେ ସାବିତ୍ରୀଙ୍କୁ ପୂଜା କରି ନିଜ ସ୍ବାମୀଙ୍କ ମଙ୍ଗଳ କାମନା କରିଥାନ୍ତି। ଏଥିଲାଗି ସେମାନେ ସାବିତ୍ରୀଙ୍କୁ ପୂଜାର୍ଚ୍ଚନା କରି ବିଭିନ୍ନ ଫଳ ସମର୍ପଣ କରିଥାନ୍ତି। ଏବର୍ଷ ସାବିତ୍ରୀ ପୂଜା ବାଜାରରେ ବିଭିନ୍ନ…
ବୋରିଂ ହେବାର ବର୍ଷେ ବିତିଲାଣି: ଅଧାରେ ଅଟକିଛି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ
ବାହାନଗା, ୩।୬(ଅରୂପ କୁମାର ଦାସ)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କରଞ୍ଜାବିନ୍ଧା ଗ୍ରାମରେ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ଲାଗି ପ୍ରଶାସନ ତରଫରୁ ଏକ ବୋରିଂ କରାଯାଇଥିଲା। ତାହା ହେବାର ବର୍ଷେ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇନାହିଁ। ଫଳରେ…
ଲୋ-ଭୋଲ୍ଟେଜ ସମସ୍ୟା ଅନୁଧ୍ୟାନ
ଚମ୍ପୁଆ,୨ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଚନ୍ଦ୍ରଶେଖରପୁର ପଞ୍ଚାୟତର ଲକ୍ଷ୍ମୀପଶି ଅଞ୍ଚଳରେ ଦୀର୍ଘଦିନ ଧରି ଲୋ-ଭୋଲ୍ଟେଜ ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ପ୍ରତିକାର କରାଯାଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଏ ନେଇ ଗ୍ରାମବାସୀ…
ଚମ୍ପୁଆକୁ ପଶିଲେ ୪ ଝାଡ଼ଖଣ୍ଡ ହାତୀ
ଚମ୍ପୁଆ,୨ା୬(ଡି.ଏନ.ଏ)- ଦୀର୍ଘଦିନ ବ୍ୟବଧାନ ପରେ କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନକୁ ଝାଡ଼ଖଣ୍ଡ ହାତୀପଲ ଚାଲି ଆସିଛନ୍ତି। ଉକ୍ତ ପଲରେ ଦୁଇ ମାଈ ଓ ୨ ଅଣ୍ଡିିରା ହାତୀ ଅଛନ୍ତି। ଝାଡଖଣ୍ଡରୁ ଆସିଥିବା ହାତୀପଲ ବୈତରଣୀ ପାର ହୋଇ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲକୁ…
ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀଙ୍କ ପଞ୍ଚଲିଙ୍ଗେଶ୍ୱର ଗସ୍ତ:‘ପୀଠର ବିକାଶ ଲାଗି ସାମୂହିକ ସହଯୋଗ ଲୋଡା’
ସଜନାଗଡ଼, ୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ପୀଠକୁ ରବିବାର ସଂସ୍କୃତି, ପର୍ଯ୍ୟଟନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତ କରିଥିଲେ। ସେଠାରେ ଦଳୀୟ କର୍ମୀ ଓ ସମର୍ଥକ ଉପସ୍ଥିତ ରହି ମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ମନ୍ତ୍ରୀ…
Archives


