ବାଲେଶ୍ୱର

ସାନ ମାଛକାନ୍ଦଣା ଡ୍ୟାମ୍‌ରେ କମୁଛି ଜଳସ୍ତର: ପୁରୁଣା ସହରରେ ପାଣି ପାଇଁ ହାହାକାର

କେନ୍ଦୁଝର,୧୪ା୬(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ଦୀର୍ଘଦିନ ହେଲା ଜଳ ସଙ୍କଟ ସମସ୍ୟା ଲାଗି ରହିଛି ା ପାଇପ ଦ୍ୱାରା ଜଳ ଯୋଗାଣ ହୋଇପାରୁ ନାହିଁ ା ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି। ବଡ଼ବଡିଆ ଲୋକେ ବୋରଓ୍ବେଲ ଖୋଳି ନିଜର ଆବଶ୍ୟକତା ଅନୁଯାୟୀ…

ଛେନାପଦୀ ରାସ୍ତାରେ ଜମୁଛି ପାଣି

ହାଟଡିହୀ, ୧୪ା୬ (ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀ ରାସ୍ତାରେ ଅସରାଏ ବର୍ଷା ହେଲେ ପାଣି ଜମୁଛି ା ବିଭିନ୍ନ ଦୃଷ୍ଟି କୋଣରୁ ବ୍ୟବସାୟର ପେଣ୍ଠସ୍ଥଳୀ ଭାବେ ଛେନାପଦୀ ବଜାରଟି ବେଶ ଜଣାଶୁଣା ା ରାସ୍ତାରେ…

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ – ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ତାଙ୍କ ସହ ଫାୟାରମ୍ୟାନ ବିଭୁପ୍ରସାଦ ଜେନାଙ୍କୁ ମଧ୍ୟ ଭିଜିଲାନ୍ସ…

ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା: ଜେଲ ଗଲେ ଅଭିଯୁକ୍ତ

ରୂପ୍‌ସା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଚ୍ଛମନଖୁଣ୍ଟା ଗ୍ରାମର ଅଭିଯୁକ୍ତ ମକରା ଦେହୁରୀଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି ା ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଅଭିଯୋଗରେ ଥାନାଧିକାରୀ ସୁଚନ୍ଦ୍ର ମହାଳିକ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଥିଲେ ା…

ଗ୍ରାମବାସୀଙ୍କ ଧାରଣା ପରେ ଅବରୋଧ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ, ପ୍ରକୃତ ସ୍ଥାନରୁ ଉଚ୍ଛେଦ ହଟାଯାଇ ନ ଥିବାରୁ ଅସନ୍ତୋଷ

ବାହାନଗା, ୧୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚକଜଗନ୍ନାଥପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାମ ଅଧାରେ କାମ ଅଟକିଛି ା କେତେକ ବ୍ୟକ୍ତି ସରକାରୀ ଜମିକୁ ଅବରୋଧ କରି ରଖିଥିବାରୁ ଏହି କାମ ଆଗେଇ ପାରୁନାହିଁ। ଏ…

ସ୍ନାତକ ବିଭାଗ ଟପ୍ପରଙ୍କୁ ବ୍ୟାସକବି ଶିକ୍ଷା ସମ୍ମାନ

ବାଲେଶ୍ୱର ଅଫିସ, ୧୪।୬-ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ସ୍ନାତକ ବିଭାଗରେ ସର୍ବାଧିକ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରମାନଙ୍କୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବ୍ୟାସକବି ସମ୍ମାନ ପ୍ରଦାନ କରାଯାଇଛି। ଗୁରୁବାର ଅପରାହ୍ନରେ ଏକ ଘରୋଇ ହଟେଲ ସମ୍ମିଳନୀ…

ବାଙ୍ଗାଲୋରରେ ଓଡିଆ ଯୁବକଙ୍କ ମୃତ୍ୟୁ

ରୂପ୍‌ସା, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ପୋଡାପଡା ଗ୍ରାମର ସୁଦାମ ଚରଣ ସିଂହଙ୍କର ପୁଅ ସତ୍ୟନାରାୟଣ(୨୧)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଗତ ୯ତାରିଖ ରାତିରେ ସେ ବାଇକ ଯୋଗେ ନିଜ ଭଡା ଘରକୁ ଫେରୁଥିବା ବେଳେ ଅନ୍ୟ…

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା ରୂପ୍‌ସା ଥାନା ରାଉତପଡା ପଞ୍ଚାୟତ ଅନ୍ତର୍ଗତ ବାରହାପାଳ ଗ୍ରାମର ବାପା ଯୋଗେଶ୍ୱର ମହାପାତ୍ର ଓ…

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ ଜିଲାପାଳଙ୍କ ଠାରେ ଫେରାଦ ହୋଇଛନ୍ତି। ଏନେଇ ପୂର୍ବରୁ ସେମାନେ ସ୍ଥାନୀୟ ବିଡିଓଙ୍କ ମଧ୍ୟ ଦୃଷ୍ଟି…

ଦୋକାନରେ କାମ କରୁଛନ୍ତି ଶିଶୁଶ୍ରମିକ, ପ୍ରଶାସନିକ ଅଧିକାରୀଙ୍କ ଅଣଦେଖା

ଆନନ୍ଦପୁର,୧୩ା୬(ସ୍ବ.ପ୍ର.): ଆନନ୍ଦପୁର ଫକୀରମୋହନ ବଜାରରେ ଜଣେ ଶିଶୁଶ୍ରମିକ ପାଣି ବୋହୁଥିବାର ଦେଖିବାକୁ ମିଳିଛି। ଉକ୍ତ ନାବାଳକ ଜଣକ ନିୟମିତ ଭାବେ ପାଣି ବୋହିବା କାର୍ଯ୍ୟଠାରୁ ଆରମ୍ଭ କରି ଦୋକାନରେ ପ୍ଲେଟ୍‌ ଧୋଇବା ଓ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ କରୁଥିବା ଦେଖାଯାଇଛି। ଗୋଟିଏ…

ଆରମ୍ଭ ହେଲା ରଜ ଉତ୍ସବ

ଆନନ୍ଦପୁର,୧୩ା୬(ସ୍ବ.ପ୍ର): ଘଷିପୁରା ଆଦର୍ଶ ସେବାସଂଘ ଆନୁକୂଲ୍ୟରେ ଆୟୋଜିତ ରଜ ଉତ୍ସବ ଗ୍ୟାରେଜ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ସଂଘର ସଭାପତି ଯଜ୍ଞ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଘଷିପୁରାର ବରିଷ୍ଠ ନାଗରିକ କାମପାଳ ମହାରଣା, ମାଗୁଣି ଚରଣ ବେହେରା, ନନ୍ଦକିଶୋର…

ଆଇଓସିଏଲ୍‌ ପାଇପ୍‌ କାଟି ତେଲ ଚୋରି

ବାସୁଦେବପୁର,୧୩ା୬(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ଶୁଙ୍ଗୁଡ଼ା ଗ୍ରାମ ଦେଇ ବିଲ ମଧ୍ୟରେ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ କାଟି ବୁଧବାର ରାତିରେ କେହି ତେଲ ଚୋରି କରି ନେଇଥିବା ଦେଖିବାକୁ ମିଳିଛି। ଗୁରୁବାର ପୂର୍ବାହ୍ନରେ ଏହା ଜଣାପଡ଼ିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?