ବୃତ୍ତି ପରୀକ୍ଷା ପାଇଁ ୪ ଛାତ୍ର ମନୋନୀତ
ହାଟଡ଼ିହୀ,୮।୬(ଡି.ଏନ୍.ଏ.): ନରେନ୍ଦ୍ରନାଥ ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ପରିଚାଳିିତ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚଣ୍ଡିଆବିରଞ୍ଚିପୁରସ୍ଥିତ ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲର ୪ ଜଣ ଛାତ୍ର ବୃତ୍ତି ପରୀକ୍ଷା ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ କୌଶୁଭ ପଣ୍ଡା, ଶୁଭମ ଶାଶ୍ୱତ ସେନାପତି, ଆଦିତ୍ୟ…
ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ
ରୂପ୍ସା,୮।୬(ଡି.ଏନ୍.ଏ): ବାଲେଶ୍ବର ଜିଲା ରୂପ୍ସା ଥାନା ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମର ଜଣେ ମହିଳାଙ୍କ ଗାଁ ପୋଖରୀରେ ବୁଡ଼ି ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ବିଧବା ମହିଳା ଶ୍ରୀମତୀ ସିଂ(୬୦)। ଶ୍ରୀମତୀ ଗାଧୋଉଥିବାବେଳେ ଅସାବଧାନତାବଶତଃ ଗୋଡ଼ ଖସିଯାଇଥିଲା। ଗ୍ରାମବାସୀ ତାଙ୍କୁ ପୋଖରୀରୁ…
ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ, ୫ ଦିନରେ ଗଲାଣି ୩ ଜୀବନ
କେନ୍ଦୁଝର, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ଶନିବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡିନାହିଁ। ବାଇକ ନମ୍ବର (ଓଡି୦୯-ସି୦୧୨) ହୋଇଥିବା ବେଳେ ଗାଡ଼ି ମାଲିକଙ୍କ ନାମ ଆରଟିଓ ତଥ୍ୟ…
ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ
ତିହିଡ଼ି, ୮।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ପାଳିଆବିନ୍ଧା ଅଞ୍ଚଳର ଜଣେ ୮ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ପାଳିଆ ଜେନାସାହି ଗ୍ରାମର ନିରଞ୍ଜନ ଜେନା ନାମକ ଯୁବକଙ୍କୁ ଶୁକ୍ରବାର ଗିରଫ କରିଛି। ଏ…
ମନ ମୋହିଲା ଲୌକିକ ପରମ୍ପରା: ବୈଦିକ ରୀତିରେ ସରିଲା ଦେବଦମ୍ପତିଙ୍କ ବିବାହ
ଆରଡ଼ି, ୮।୬ (ଡି.ଏନ.ଏ.) – ଭଦ୍ରକ ଜିଲାର ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିରେ ଶୁକ୍ରବାର ପବିତ୍ର ଶୀତଳଷଷ୍ଠୀ ପର୍ବରେ ଦେବଦେବ ମହାଦେବ ଓ ଜଗତଜନନୀ ମାତା ପାର୍ବତୀଙ୍କ ବିବାହ ଉତ୍ସବରେ ଲୌକିକ ପରମ୍ପରା ଓ ସଂସ୍କୃତିର ଝଲକ ଦେଖିବାକୁ ମିଳିଥିଲା। ବିଭିନ୍ନ…
ଅଟୋ-ବାଇକ୍ ଧକ୍କା, ସରପଞ୍ଚଙ୍କ ମୃତ୍ୟୁ
ଭୋଗରାଇ, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ କମର୍ଦ୍ଦା ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ସେଠୀ (୪୮) ଶୁକ୍ରବାର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ ଏହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। କମର୍ଦ୍ଦା ସରପଞ୍ଚ ଏକ ବାଇକ୍ ଯୋଗେ ଚନ୍ଦନେଶ୍ୱରରୁ ଘରକୁ…
ପରିବେଶ ରକ୍ଷା ଲାଗି ସଚେତନତା ଉପରେ ଗୁରୁତ୍ୱ : ନୀଳଗିରି ଏନଏସିକୁ ମଡ଼େଲ୍ ଭାବେ ଗ୍ରହଣ
ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବର୍ଜ୍ୟବସ୍ତୁ ପରିଚାଳନା କମିଟିର ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ବୈଠକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଶୁକ୍ର୍ରବାର ଅନୁଷ୍ଠିତ ହୋଇଯାଇଛି ା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତ୍ରିଲୋଚନ ପ୍ରଧାନ ଏଥିରେ ଅଧ୍ୟକ୍ଷତା କରିବା…
ପରିବେଶ ଆଇନ ଉଲ୍ଲଂଘନ: ବାଲିଉତ୍ସ ପରିଦର୍ଶନ କଲେ ଉଚ୍ଚ କର୍ତ୍ତୃପକ୍ଷ
ଜଳେଶ୍ୱର, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ମହମ୍ମଦନଗରପାଟଣା ପଞ୍ଚାୟତ ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣା (କ, ଖ, ଗ ଓ ଘ) ୪ଟି ବାଲି ଉତ୍ସକୁ ଶୁକ୍ରବାର ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ନିର୍ଦ୍ଦେଶକ ଡ. କେ ମୂରଲୀ, ଏମପିଆର୍କ୍ୟୁ…
ପଣପଣା ସମବାୟ ସମିତି ଆଗରେ ଚାଷୀଙ୍କ ଧାରଣା
ବାହାନଗା, ୮।୬(ଡି.ଏନ.ଏ.)-ବିକ୍ରି ହୋଇଥିବା ଧାନର ପ୍ରାପ୍ୟ ପାଇଁ ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତି ଆଗରେ ଶୁକ୍ରବାର ଚାଷୀମାନେ ଧାରଣା ଦେଇଥିଲେ। ୧୫ ଦିନ ପରେ ଚାଷୀମାନଙ୍କୁ ଟଙ୍କା ଦିଆଯିବ ବୋଲି ସମିତି ସମ୍ପାଦକ ପ୍ରତିଶ୍ରୁତି ଦେବା ପରେ ଧାରଣା…
ବୀମାରାଶି ଫେରାଇବାକୁ ଖାଉଟି ଅଦାଲତଙ୍କ ନିର୍ଦ୍ଦେଶ
ସିମୁଳିଆ, ୭।୬(ଡି.ଏନ.ଏ.)-ବିଭିନ୍ନ ବୀମାଧାରୀ କମ୍ପାନୀ ନାନା ପ୍ରକାର ପ୍ରଲୋଭନ ଦେଖାଇ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥାନ୍ତି। ଉପଭୋକ୍ତାମାନଙ୍କୁ ଟଙ୍କା ଫେରସ୍ତର ସମୟ ଆସିଲେ ନାନା ପ୍ରକାର ନୀତିନିୟମ ଦେଖାଇ ଥାଆନ୍ତି ା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ସୁଙ୍ଗୁଡା ଅଞ୍ଚଳର ୪୫ ବର୍ଷୀୟା…
କୁଲଡ଼ିହା ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ଼ ନିଲମ୍ବିତ
ସଜନାଗଡ଼, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କୁଲଡ଼ିହା ଅଭୟାରଣ୍ୟରେ ଗତ ୫ତାରିଖରେ ଏକ ଦନ୍ତାହାତୀର ମୃତଦେହ ମିଳିଥିଲା। ହାତୀର ମୃତ୍ୟୁକୁ ନେଇ ବନବିଭାଗ କୌଣସି ଟେର୍ ନ ପାଇବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା। ଏହି ପରିପ୍ରେକ୍ଷୀରେ ବନବିଭାଗର ଡିଏଫ୍ଓ ବିଶ୍ୱରାଜ ପଣ୍ଡା…
ବର୍ଷାଦିନ ପୂର୍ବରୁ ହେଉ ରାସ୍ତା ନିର୍ମାଣ: ଜିଲାପାଳଙ୍କୁ ଭେଟିଲେ ଇଟାଗଡ଼ି ଗଁ। ଲୋକେ
ତିହିଡ଼ି, ୭।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କୁବେରା ପଞ୍ଚାୟତ ଅଧୀନ ଇଟାଗଡ଼ି ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଯେଉଁ ରାସ୍ତା ଅଛି ତାହାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଫଳରେ ଗ୍ରାମବାସୀ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର…
Archives


