ବାଲେଶ୍ୱର

ଡିକି ଭାଙ୍ଗି ୨ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୧୧।୬(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୪ନଂ ଓ୍ବାର୍ଡ ଲକ୍ଷ୍ମୀବଜାରସ୍ଥିତ ଏକ ଜଳଖିଆ ଦୋକାନ ଆଗରେ ଥିବା ଏକ ବାଇକ୍‌ର ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୨ ଲକ୍ଷ ଟଙ୍କା ଲୁଟିନେଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ନନ୍ଦିପଦା ଥାନା ବେତିରା ଗ୍ରାମର…

ମୌକାର ଫାଇଦା ଉଠାଉଛନ୍ତି ଚୋରା ବାଲି ଚାଲାଣକାରୀ: ତହସିଲଦାର ଦୃଷ୍ଟି ଆକର୍ଷଣ ପାଇଁ ସାଧାରଣରେ ଦାବି

ଆନନ୍ଦପୁର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁ ମରାମତି ନିମନ୍ତେ ସ୍ଥାନୀୟ ପୂର୍ତ୍ତ ବିଭାଗ ଦ୍ୱାରା ଏକ ଅସ୍ଥାୟୀ ରାସ୍ତା ବନ୍ୟା ସୁରକ୍ଷା ବନ୍ଧରୁ ନଦୀର ମଧ୍ୟ ଭାଗକୁ କରାଯାଇଛି। ଏହି ରାସ୍ତାର ଫାଇଦା ଉଠାଉଛନ୍ତି ଚୋରା ବାଲି ଚାଲାଣକାରୀ ମାଫିଆମାନେ।…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ବାଲେଶ୍ୱର ଅଫିସ, ୧୧।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ଜାମୁଝାଡିଠାରେ ମଙ୍ଗଳବାର କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୩୨ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ…

ବୈତରଣୀ ସେତୁ ମରାମତି କାର୍ଯ୍ୟ ଆରମ୍ଭ: ୧୨ରୁ ସେତୁ ଉପରେ ଯାତାୟାତ ବନ୍ଦ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଦୀର୍ଘଦିନର ଅପେକ୍ଷା ପରେ କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ମରାମତି କାର୍ଯ୍ୟ ଆରମ୍ଭ ପାଇଁ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଛି। ଏ ନେଇ ଆନନ୍ଦପୁର ଉପଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ଏକ ଜରୁରୀ ବୈଠକ ମଙ୍ଗଳବାର ଅନୁଷ୍ଠିତ…

ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀ

ବାଲେଶ୍ୱର ଅଫିସ,୧୧।୬: ବାଲେଶ୍ୱର ଜିଲା ସହକାରୀ ପରିସଂଖ୍ୟାନ ଅଧିକାରୀଙ୍କ ଘରେ ମଙ୍ଗଳବାର ଜିଲା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସରକାରୀ ପରସଂଖ୍ୟାନ ଅଧିକାରୀ ପରମେଶ୍ୱର ରାଉତଙ୍କ ଘର ସମେତ ଏକକାଳୀନ ୪ ସ୍ଥାନରେ ଚଢ଼ାଉ କରାଯାଇଛି। ଆୟବହିର୍ଭୂତ ଅଭିଯୋଗରେ ଏହି ଚଢ଼ାଉ…

କଳା ଦେଖାଇଛି ବାଟ

ସଂଗ୍ରାମୀ ଧରଣୀଧରଙ୍କ ତୈଳଚିତ୍ର, ଓଡ଼ିଆରେ ‘ମାଣିକ’ ଚଳଚ୍ଚିତ୍ର ନିର୍ମାଣ କରି ଏକଦା ଚର୍ଚ୍ଚାକୁ ଆସିଥିଲେ ବହୁମୁଖୀ ପ୍ରତିଭାସମ୍ପନ୍ନ କଳାକାର ରଘୁ ପିଲାଇ। ପରିଣତ ବୟସର ନୂଆ ମୋଡ଼ରେ ଆଜି ବି ହାର ନ ମାନି ସେ ରଙ୍ଗ, ତୂଳୀ ଓ କାନ୍‌ଭାସରୁ…

ସହାୟତା ଅପେକ୍ଷାରେ ଅସହାୟା ଲକ୍ଷ୍ମୀ

କେନ୍ଦୁଝର,୧୧ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ଲକ୍ଷ୍ମୀ ମୁଣ୍ଡା ନାମ୍ନୀ ଜଣେ ଅସହାୟା ମହିଳା ରୋଗଗ୍ରସ୍ତ ହୋଇ ଭୋକ ଉପାସରେ ଦିନ କାଟୁଛନ୍ତି। ସ୍ବାମୀ ମୁନା ମୁଣ୍ଡାଙ୍କ ଦେହାନ୍ତ ପରେ ସେ ଏକୁଟିଆ ହୋଇଯାଇଛନ୍ତି। ୨ ଶିଶୁଙ୍କ ସହ ବହୁ ଦୁଃଖ…

ଘର ଭାଙ୍ଗିଲା ହାତୀ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବନପାଳଙ୍କ ଅଧୀନରେ ଥିବା ବେଲଦା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବରେ ଦୁଇ ଜଣ ବ୍ୟକ୍ତିଙ୍କର ଘର ଭାଙ୍ଗିଥିବା ଜଣାପଡିଛି ା ଯୋଡା ବନପାଳ ପିଅନ ନାଏକଙ୍କ ସୂଚନାନୁଯାୟୀ ଜଣାପଡିଛି ଯେ, ରବିବାର ରାତ୍ରି ପ୍ରାୟ…

ଅବ୍ୟବସ୍ଥାରେ ପୁରାତନ ଶିକ୍ଷାନୁଷ୍ଠାନ

ବାସୁଦେବପୁର, ୧୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଅଟଳ ବିହାରୀ ହାଇସ୍କୁଲ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ଶୈକ୍ଷିକ ବାତାବରଣ ଦିନକୁ ଦିନ ନଷ୍ଟ ହୋଇଯାଉଛି। ଶିକ୍ଷାନୁଷ୍ଠାନରେ ଅବ୍ୟବସ୍ଥା ଯୋଗୁ ବିଦ୍ୟାଳୟର ସୁନାମ ହ୍ରାସ ପାଉଥିବା ବେଳେ…

ଶିମିଳିପାଳରୁ ୩ ଶିକାରୀ ଗିରଫଦେଶୀ ବନ୍ଧୁକ ଜବତ

ଉଦଳା,୧୧ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଶିମିଳିପାଳ କୋର ଏରିଆରେ ରବିବାର ବିଳମ୍ବିତ ରାତିରେ ବନବିଭାଗ ଏବଂ ଏସଟିଆର ଟିମ୍‌ ମିଳିତ ଚଢାଉ କରି ୩ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଗିରଫ ଶିକାରୀମାନେ ହେଲେ ଫୁଲବାଡିଆ…

ଛାତ୍ରୀ ନିଖୋଜ ଘଟଣା:ବିବାହ ପାଇଁ ମନା କରିବାରୁ ତଣ୍ଟି ଚିପି ହତ୍ୟା

ବସ୍ତା, ୧୧।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଗ୍ରାମର ଜଣେ କଲେଜ ଛାତ୍ରୀ ୪ ମାସ ଧରି ନିଖୋଜ ହେବା ଘଟଣାର ସୋମବାର ଗୁମର ଖୋଲିଛି। ସମ୍ପୃକ୍ତ ଛାତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଛି। ସେ ବିବାହ କରିବାକୁ ରାଜି…

ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ ୮୨୨ଜଣ ପରୀକ୍ଷା ଦେଇଥିଲେ। ପ୍ରଥମ ଶ୍ରେଣୀରେ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?