ସୁସଜ୍ଜିତ ପଟୁଆରରେ ବାହାରିଲେ ଶଙ୍କର
ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଗାନ୍ଧୀ ସ୍ମୃତିଭବନ ପ୍ରାଙ୍ଗଣରେ ବୁଧବାର ସନ୍ଧ୍ୟାରେ ବାହାଘର ଉତ୍ସବକୁ ଅତିଥିମାନେ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିବା ପରେ ମଙ୍ଗଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଚିତ୍ରାଙ୍କନ, ହୁଳହୁଳି, ଶଙ୍ଖଫୁଙ୍କା ଓ ଲୋକନୃତ୍ୟ ପ୍ରତିଯୋଗିତା କରାଯାଇଥିଲା। ଗୁରୁବାର…
ଏଫ୍ଏମ୍ ବିଶ୍ୱବିଦ୍ୟାଳୟ: ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ପାଇଁ ପ୍ରଶିକ୍ଷଣ ଶିବିର
ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ସମଗ୍ର ରାଜ୍ୟରେ ପ୍ରଚଳିତ ପସନ୍ଦ ଆଧାରିତ ସାଧାରଣ ପାଠ୍ୟ ଖସଡ଼ାର ସଶକ୍ତିକରଣ ଓ ନୂତନୀକରଣ ଏବଂ ସାଧାରଣ ପାଠ୍ୟ ଖସଡ଼ା ଆଧାରରେ ପ୍ରଚଳିତ ପରୀକ୍ଷା ପଦ୍ଧତିର ସୁପରିଚାଳନା ଉପରେ ଦୁଇଦିନିଆ ପ୍ରଶିକ୍ଷଣ ଶିବିର…
ପୋଲିସକୁ ଅଟକ ରଖିଲେ ଗ୍ରାମବାସୀ
ବାହାନଗା, ୩୧ା୫(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ତାଳକୁରୁଣିଆଁ ଗ୍ରାମର ବାସିନ୍ଦା ଗୋପାଳପୁର ଫାଣ୍ଡିର ଜଣେ କନଷ୍ଟେବଳଙ୍କୁ ଅଟକ ରଖିଛନ୍ତି। ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ସମ୍ପୃକ୍ତ କନଷ୍ଟେବଳଙ୍କୁ ଛାଡିବେ ନାହିଁ ବୋଲି ଗ୍ରାମବାସୀ ଅଡି…
ଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶିତ: ସାହିତ୍ୟ ସମ୍ମାନରେ ଅନୁପମା ଟପ୍ପର
ଖଇରା, ୩୦।୫(ଡି.ଏନ.ଏ.)-ପୁରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ଉପଶାସ୍ତ୍ରୀ ଓ ଶାସ୍ତ୍ରୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଶାସ୍ତ୍ରୀ (+୩)ରେ ଖଇରା ବ୍ଲକ ଅଧୀନ ଅଲିପୁର ଶ୍ୟାମରାଈ ସଂସ୍କୃତ ମହାବିଦ୍ୟାଳୟ ଶେଷବର୍ଷ ଛାତ୍ରୀ ଅନୁପମା ମହାରଣା ସାହିତ୍ୟ ସମ୍ମାନରେ ଟପ୍ପର ହୋଇଛନ୍ତି।…
ଜିଆର୍ଏସ୍ଙ୍କୁ ଆକ୍ରମଣ ଘଟଣା: ଦମ୍ପତି ଗିରଫ
ବାସୁଦେବପୁର, ୩୦।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଅରଣ୍ଡୁଆ ପଞ୍ଚାୟତ କିଆପଡ଼ା ଗ୍ରାମର ଜିଆର୍ଏସ୍ ଲମ୍ବୋଦର ଦାସଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ଆକ୍ରମଣକାରୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ ଗ୍ରାମର ହେମନ୍ତ ବେହେରା ଓ ତାଙ୍କ…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସିଆଇଟିୟୁର ବିକ୍ଷୋଭ
ବାଲେଶ୍ୱର ଅଫିସ,୩୦ା୫: ସିଆଇଟିୟୁର ପ୍ରତିଷ୍ଠା ଦିବସରେ ସିଆଇଟିୟୁର ଶ୍ରମିକ ସଂଗଠନ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିଛନ୍ତି। ସର୍ବନିମ୍ନ ମଜୁରୀ ଲାଗୁ, ସାମାଜିକ ସୁରକ୍ଷା, ପାଚିକା/ସହାୟିକାମାନଙ୍କର ପୂର୍ବ ବକେୟା ଦରମା, ଅଙ୍ଗନବାଡ଼ି କେନ୍ଦ୍ରକୁ ନିୟମିତ ଚାଉଳ…
ପୂର୍ବତନ ପ୍ରଶାସକଙ୍କ ଦେହାନ୍ତ
ଧାମନଗର,୩୦ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ବଙ୍କିମ ଚନ୍ଦ୍ର ରାଉତଙ୍କର ୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ମେଡିକାଲରେ ଗୁରୁବାର ଦେହାନ୍ତ ହୋଇଯାଇଛି । ସେ ପୂର୍ବରୁ ତହସିଲଦାର ଏବଂ ବିଡିଓ ଭାବେ କାର୍ଯ୍ୟ କରିଥିଲେ।…
୩ ମହଲାରୁ ଖସି ଯୁବକଙ୍କ ଜୀବନ ଗଲା : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭଦ୍ରକ ଅଫିସ,୩୦ା୫: ସ୍ଥାନୀୟ ନୂଆବଜାରସ୍ଥିତ ଏକ ନର୍ସିଂହୋମ୍ରେ ସୁଇପର ଭାବେ କାମ କରୁଥିବା ମହେଶ୍ୱର ଦାସ(୩୫)ଙ୍କ କୌଣସି କାରଣରୁ ୩ ମହଲାରୁ ଖସିପଡ଼ି ମୃତ୍ୟୁ ଘଟିଛି। ସୂଚନା ମୁତାବକ, ମହେଶ୍ୱରଙ୍କ ଘର କୁପାରୀ ଅଞ୍ଚଳରେ ହୋଇଥିବା ବେଳେ ତାଙ୍କର ସ୍ତ୍ରୀ ଓ…
ସର୍ପ ଦଂଶନରେ ଯୁବକଙ୍କ ଗଲା ଜୀବନ
ପାଟଣା,୩୦।୫ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦମାହୁଦା ପଞ୍ଚାୟତ ଜାହିରା ସାହିରେ ସାପ କାମୁଡିଥିବା ଯୁବକଙ୍କ ବୁଧବାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଖଗେଶ୍ୱର ବିରୁଆ(୨୨)। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଖଗେଶ୍ୱର ଘରେ ଶୋଇଥିବାବେଳେ ତାଙ୍କୁ ସାପ…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି
ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟାଟା ଏସି ଭୁବନେଶ୍ୱରରୁ ମୟୁରଭଞ୍ଜ ଜିଲାର ଜଶିପୁର ବଜାରକୁ ୱାସିଙ୍ଗ ମେସିନ…
ପଞ୍ଚାୟତ ସଭା ଚାଲିଥିବା ବେଳେ ତଡ଼ା ଖାଇଲେ ସରପଞ୍ଚଙ୍କ ସ୍ବାମୀ
ଆନନ୍ଦପୁର,୩୦।୫: ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପଞ୍ଚାୟତର ସଭା ଚାଲିଥିବା ବେଳେ ସରପଞ୍ଚଙ୍କ ସ୍ବାମୀଙ୍କୁ ତଡ଼ା ଖାଇବାକୁ ପଡ଼ିଛି। ସୂଚନାଯୋଗ୍ୟ, ମହିଳା ସରପଞ୍ଚଙ୍କ ଅନୁପସ୍ଥିତିରେ ତାଙ୍କ ସ୍ବାମୀଙ୍କ ଦାରା ଚାଲିଥିବା ସଭାକୁ ପଞ୍ଚାୟତ ପ୍ରତିନିଧି ବିରୋଧ…
ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ
ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ଓ ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ…
Archives


