ବାଲେଶ୍ୱର

ପଶ୍ଚିମବଙ୍ଗରୁ ଅବାଧରେ ଆସୁଛି ଚୋରା ମଦ

ବାଲିଆପାଳ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦର ବନ୍ୟା ଛୁଟିଛି। ପଡ଼ୋଶୀ ପଶ୍ଚିମବଙ୍ଗରୁ ପ୍ରତିଦିନ ଚୋରାରେ ବହୁ ଦେଶୀ, ବିଦେଶୀ ମଦ ଏଠାକୁ ଆଣି ବିକ୍ରି କରାଯାଉଛି। ସେମାନେ ବିଭିନ୍ନ ଗ୍ରାମାଞ୍ଚଳ ରୁଟ୍‌ ଦେଇ ଅବାଧରେ…

ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।…

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍‌ଜୋ ସିଟିରେ ୪ର୍ଥ ଆନ୍ତର୍ଜାତିକ…

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ଝୁମ୍ପୁରା, ୯।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଞ୍ଚଳରେ ରବିବାର ମଧ୍ୟାହ୍ନରେ ବଜ୍ରପାତରେ ବ୍ରହ୍ମାନନ୍ଦ ନାଏକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ବାରିଆ ଥାନା ଅନ୍ତର୍ଗତ ହରିପଶି ଗ୍ରାମର ବ୍ରହ୍ମାନନ୍ଦ ବିଲକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇ…

ଜମିଜମାକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା: ୫ ଗିରଫ

ଧାମନଗର, ୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଖପରପଦା ଗ୍ରାମରେ ଜମିଜମାକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣାରେ ପୋଲିସ ଉଭୟ ପକ୍ଷରୁ ୫ ଜଣଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଡମ୍ବରୁଧର ସେଠୀ,…

ନବନିର୍ବାଚିତ ବିଧାୟକ, ଏମ୍‌ପିଙ୍କୁ ସମ୍ବର୍ଦ୍ଧନା

ବାହାନଗା,୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ସତ୍ୟଭାମା କଲ୍ୟାଣ ମଣ୍ଡପ ପରିସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସମୀକ୍ଷା ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନବନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭା…

ମାଛ ଧରୁଥିବା ବେଳେ ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ବାହାନଗା, ୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଷଠୀ ଗ୍ରାମର ଜଣେ ଯୁବକ ମାଛ ଧରୁଥିବା ବେଳେ ପୋଖରୀରେ ବୁଡି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଷଠୀ ମଙ୍ଗଳାସାହିର ଉପେନ୍ଦ୍ର ମହଲଙ୍କ ପୁଅ ଶୁଭ୍ରଜିତ୍‌(୨୭)। ସୂଚନାଯୋଗ୍ୟ, ଶୁଭ୍ରଜିତ ସାହି ଯୁବକମାନଙ୍କ…

କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ଜନ୍ମମାଟି ଯିବେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ: ସମ୍ବର୍ଦ୍ଧନା ନେଇ ପ୍ରସ୍ତୁତି

ସଜାନଗଡ଼, ୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ରବିବାର ସନ୍ଧ୍ୟାରେ ଜନ୍ମମାଟି ନୀଳଗିରିରେ ପହଞ୍ଚିବେ। ତେବେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ଭାଜପା ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଏ…

ସ୍ମୃତିରେ ନନ୍ଦିନୀ: ୮୮ତମ ଜୟନ୍ତୀ ଅବସରରେ ବାରିପଦାରେ କବିତା ପାଠୋତ୍ସବ

ବାରିପଦା ଅଫିସ,୯।୬- ବାରିପଦା ସହରର ଏକ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ରବିବାର ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀ ପାଳନ କରାଯାଇଛି। ମିଶନ ସାଇନ୍ସ ଏକାଡେମୀ ପରିସରରେ ପାଳିତ ଏହି…

ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପରିବାର ଲୋକଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ…

ଚିକିତ୍ସା ଅବହେଳାରୁ ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ପିଆର୍‌ଏମ୍‌ ମେଡିକାଲ କଲେଜରେ ଉତ୍ତେଜନା; କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖି ଧାରଣା

ବାରିପଦା ଅଫିସ,୯।୬- ମୟୁରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ଜଣେ ନାବଳିକାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଶନିବାର ସକାଳୁ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ନାବାଳିକାଙ୍କ ପରିବାରଲୋକେ…

ବୈତରଣୀରେ ବୁଡ଼ି ୨ ନାବାଳକ ମୃତ

ଆନନ୍ଦପୁର, ୯।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମ ନିକଟ ବୈତରଣୀ ନଦୀ ଘାଟରେ ବୁଡ଼ି ୨ ନାବାଳକଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ପଞ୍ଚୁପଲୀ ଗ୍ରାମର ସଞ୍ଜୟ ପଟ୍ଟନାୟକଙ୍କ ପୁଅ ସମ୍ବିତ (୧୫) ଓ ବାବୁ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?