ବାଲେଶ୍ୱର

ରାସ୍ତାରୁ ବାଡ଼ ହଟାଇଲେ ତହସିଲଦାର

ଖଇରା,୧୭।୩(ଡି.ଏନ.ଏ.): ବାଲେଶ୍ୱର ଜିଲାର ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ତୁଡିଗଡିଆ-ଆନନ୍ଦପୁର ଭାୟା ମାଖନପୁର ରାସ୍ତାକୁ ମେଦିନପୁର ଗ୍ରାମ ନିକଟ ଦେଇ ଯାଇଥିବା ରାସ୍ତାକୁ ଜଣେ ବ୍ୟକ୍ତି ନିଜର ବୋଲି ଦାବି କରି ୨ପାର୍ଶ୍ୱରେ ବାଡ ବସାଇ...

ଷ୍ଟିୟରିଂ ଛାଡ ଆନ୍ଦୋଳନ ପ୍ରଭାବ: ଅଭାବ ପଡିଲାଣି ପେଟ୍ରୋଲ

ବାଲେଶ୍ୱର ଅଫିସ ୧୬।୩: ଓଡ଼ିଶା ଡ୍ରାଇଭର ମହାସଂଘ ବନ୍ଦ ଡାକରାକୁ ସମ୍ମାନ ଜଣାଇ ଗୁରୁବାର ମଧ୍ୟ ପୁରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି। ତାର ପ୍ରଭାବ ଏବେ ବିଭିନ୍ନ ପେଟ୍ରୋଲ ଟ୍ୟାଙ୍କରେ ଦେଖିବାକୁ ମିଳିଛି। ଟାଙ୍କିରେ...

ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା: ଚିକିତ୍ସା ଅଭାବରୁ ଶିଶୁପୁତ୍ର ମୃତ୍ୟୁ ଅଭିଯୋଗ

ବାଲେଶ୍ବର ଅଫିସ ୧୫।୩: ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟ ଶିଶୁ ବିଭାଗରେ ବୁଧବାର ସକାଳେ ଉତ୍ତେଜନା ଦେଖିବାକୁ ମିଳିଛି। ଚିକିତ୍ସାର ଅବହେଳା ଯୋଗୁ ୭ମାସର ଶିଶୁପୁତ୍ର ମୃତ୍ୟୁବରଣ କରିଥିବା ନେଇ ପରିବାରଲୋକେ ଅଭିଯୋଗ ଆଣିଛନ୍ତ। ସୂଚନାଯୋଗ୍ୟ, ବାଲେଶ୍ବର ବସ୍ତା ଅଞ୍ଚଳର...

୩ ମାସରେ ୧୨୮୯ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା ଅଫିସ,୧୫।୩: ଶିମିଳିପାଳ ଅଭୟାରଣ୍ୟରେ ମାସ ମାସ ଧରି ନିଅଁା ଜଳିବା ଦ୍ୱାରା ଜିଲାବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ମଙ୍ଗଳବାର ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ୍‌ ତଥ୍ୟ ଅନୁସାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର...

ପାଣି ପାଇଁ ୬୦ ପରିବାର ହନ୍ତସନ୍ତ

ରୂପସା, ୧୫।୩: ଗ୍ରୀଷ୍ମ ଋତୁ ଆରମ୍ଭ ନ ହେଉଣୁ ଦେଖାଗଲାଣି ଜଳକଷ୍ଟ। ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଭୂତଳ ଜଳସ୍ତର ହ୍ରାସ ପାଉଥିବାରୁ ଅଧିକାଂଶ ନଳକୂପ ଅଚଳ ହୋଇପଡୁଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ...

ପିଲାକୁ ଧରି ସ୍ତ୍ରୀ ପ୍ରେମିକ ସହ ଫେରାର

ଜଳେଶ୍ୱର, ୧୫ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଚିକିତ୍ସା ଲାଗି ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ନିଜ ପିଲାଙ୍କୁ ସାଙ୍ଗରେ ନେଇ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିବା ଚର୍ଚ୍ଚାର...

ପଛଚକା ତଳେ ଲୁଚିଥିଲେ, ଚଢ଼ିଗଲା ଟ୍ରାକ୍ଟର

ବାହାନଗା,୧୪ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତ ବେଗୁନିଆ ଗ୍ରାମରେ ଘର ସାମ୍ନାରେ ଛିଡା ହୋଇଥିବା ଟ୍ରାକ୍ଟର ଚକତଳେ ଚାପି ହୋଇ ଟ୍ରାକ୍ଟର ମାଲିକଙ୍କ ୩ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ ହୋଇଛି। ସୋମବାର ରମେଶ ଚନ୍ଦ୍ର ବେହେରାଙ୍କ...

ବାଲେଶ୍ୱରରୁ ଚାନ୍ଦିପୁର ଚାଲିଲା ‘କ୍ରୁଜ୍‌’

ବାଲେଶ୍ୱର ଅଫିସ, ୧୪।୩: ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀର ବାଲିଘାଟ ନିକଟରେ ଏକ ସୁସଜ୍ଜିତ ଓ ବିଳାସପୂର୍ଣ୍ଣ ଲଞ୍ଚ ‘କ୍ରୁଜ୍‌’ର ଶୁଭ ଉଦ୍‌ଘାଟନ ହୋଇଛି। ଏହି ଲଞ୍ଚ ପ୍ରତିଦିନ ଅପରାହ୍ନ ୪ଟାରେ ବାଲିଘାଟଠାରୁ ଚାନ୍ଦିପୁର ପର୍ଯ୍ୟନ୍ତ ଯାତ୍ରା କରିବ। ପର୍ଯ୍ୟଟକଙ୍କ ନଦୀ...

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା...

ଜେସିବି ଲଗାଇ ଖୋଳିଦେଲେ ଗ୍ରାମବାସୀ

ଖଇରା,୧୪।୩(ଡି.ଏନ.ଏ.):ବାଲେଶ୍ୱରରୁ କେନ୍ଦୁଝରକୁ ସଂଯୋଗ କରୁଥିବା ପଦୁନା-ତାଳକୁରୁଆ, ଦୋମୁହାଁଣି ଆର୍‌ଡି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଗତ ୧ବର୍ଷ ଧରି ବିଭିନ୍ନ ଗ୍ରାମର ଅଧିବାସୀ ଜିଲାପାଳ, ନିର୍ବାହୀ ଯନ୍ତ୍ରୀଙ୍କଠାରେ ବାରମ୍ବାର ଅଭିଯୋଗ କରିଆସୁଛନ୍ତି । କଂକ୍ରିଟ ଓ ପିଚୁ...

ଯୁକ୍ତ୨ ପାସ୍‌ କରାଇବା ନାଁରେ ଟଙ୍କା ଠକେଇ

ବାଲେଶ୍ୱର ଅଫିସ, ୧୪ା୩:ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମାର୍କ ବଢ଼ାଇବା ଓ ପାସ୍‌ କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଲକ୍ଷ ଟଙ୍କା ଲୁଟୁଥିବା ବାଲେଶ୍ୱର ସଦର ଥାନା ଖାନ୍‌ନଗର ଅଞ୍ଚଳର ପ୍ରଦୀପ ଦାସ ନାମକ ଯୁବକଙ୍କୁ ପୋଲିସ ଗିରଫ କରି...

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri