କୋଇଲା ଅନ୍ଲୋଡ ବେଳେ ଶ୍ରମିକ ଗୁରୁତର: ଟ୍ରେନ ଚଳାଚଳ ବନ୍ଦ
ବାହାନଗା,୨୮।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡାସ୍ଥିତ ରେଳଷ୍ଟେଶନରେ ଲୋପ୍ଲାଇନରେ କୋଇଲା ବୋଝେଇ ଟ୍ରେନରୁ ମଙ୍ଗଳବାର ଶ୍ରମିକମାନେ କୋଇଲା ଅନ୍ଲୋଡ କରୁଥିଲେ। ଏହି ସମୟରେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ସେ ହେଲେ ନଈଛଣପୁର ଗ୍ରାମର ଉମେଶ ମଲ୍ଲିକ…
ଅନାହାରରେ ଅସହାୟ ବୃଦ୍ଧ ଦମ୍ପତି ସାହି ପଡିଶାଙ୍କ ଭରସାରେ ବିତୁଛି ଦିନ
ତେଲକୋଇ,୨୮।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଶିବନାରାୟଣପୁର ଗୋଡା ପଞ୍ଚୟତ ଅଧୀନ ଗୁଣ୍ଡୁରୁ ଗ୍ରାମରେ ଭୂୟାଁ ଜନଜାତିର ଏକ ଅସହାୟ ବୃଦ୍ଧ ଦମ୍ପତି ଏବେ ଭୋକ ଉପାସରେ ଦିନ ବିତାଉଛନ୍ତି। ଗ୍ରାମର ଲୋକେ ମୁଠେ ଦେଲେ ପେଟକୁ ଦାନା ଯାଉଛି । ସମ୍ପତି…
ଦେଶୀ ଆମ୍ବ ଏବେ ଅଲୋଡ଼ା
କେନ୍ଦୁଝର,୨୮।୫(ସ୍ବ.ପ୍ର.)-ଏକଦା କେନ୍ଦୁଝର ଜିଲାର ଦେଶୀ ଆମ୍ବର ଅଧିକ ଚାହିଦା ରହିଥିଲା। ଆଦିବାସୀମାନେ ବଣ ପାହାଡ଼ ବୁଲି ଏହାକୁ ସଂଗ୍ରହ କରୁଥିଲେ। ଏଣୁ ଜିଲାରୁ ଦେଶୀ ଆମ୍ବ ବାହାର ଅଞ୍ଚଳକୁ ବିକ୍ରି ପାଇଁ ପଠାଯାଉଥିଲା । ଏବେ କଳମୀ ବା ହାଇବ୍ରିଡ ଆମ୍ବ…
ସୁବିଧାଠାରୁ ବହୁ ଦୂରରେ ଯୋଡ଼ା ବସ୍ଷ୍ଟାଣ୍ଡ
0ଯୋଡ଼ା,୨୮।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହର ବସ୍ଷ୍ଟାଣ୍ଡର ସ୍ଥିତି ଦିନକୁ ଦିନ ସଙ୍ଗିନ ହୋଇପଡ଼ୁଥିବା ବେଳେ ଏହି ବସ୍ଷ୍ଟାଣ୍ଡ ପ୍ରତି ଯୋଡ଼ା ପୌରପାଳିକା କିମ୍ବା ଜିଲା ପ୍ରଶାସନ କାହାର ମଧ୍ୟ ନଜର ପଡ଼ୁ ନାହିଁ। ରାଜ୍ୟକୁ ସର୍ବାଧିକ ଖଣି ରାଜସ୍ବ ଦେଉଥିବା ତଥା…
ରାସ୍ତାକଡ଼ରେ ଡିମିରି ଫଳର ପସରା
କେନ୍ଦୁଝର,୨୮।୫(ସ୍ବ.ପ୍ର.)-ବନବାସୀ ବର୍ଷ ତମାମ ଜଙ୍ଗଲ ଉପରେ ନିର୍ଭର କରି ବିଭିନ୍ନ ପ୍ରକାରର ଫଳମୂଳ ଓ କୋଳି ଆଦି ସଂଗ୍ରହ କରିଥାନ୍ତି। ଖରାଦିନେ ଗଛରେ ଡିମିରି ଫଳ ପାଚିଥାଏ। ଏହାର ଔଷଧୀୟ ଗୁଣ ଥିବାରୁ ବନବାସୀମାନେ ଏହାକୁ ସଂଗ୍ରହ କରି ବିକ୍ରିବଟା କରିଥାନ୍ତି।…
ସରୁନି ସ୍ଲୁଇସ୍ ଗେଟ୍ କାମ, ମୁକୁଳା ନଦୀବନ୍ଧ
ଆରଡ଼ି, ୨୮।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକର କୁଳସାହି ନିକଟ ବୈତରଣୀ ନଦୀବନ୍ଧରେ ୮ ମାସ ତଳେ ଆରମ୍ଭ ହୋଇଥିବା ସ୍ଲୁଇସ୍ ଗେଟ୍ ନିର୍ମାଣ କାର୍ଯ୍ୟ ଅଦ୍ୟାବଧି ସରି ନାହିଁ। ଏହି ନିର୍ମାଣ କାର୍ଯ୍ୟ ଲାଗି କଟାଯାଇଥିବା ପ୍ରାୟ…
ଘାତ ପ୍ରତିଘାତରେ ଝଲସିଛି ପ୍ରତିଭା
ବନ୍ତ, ୨୮।୫ (ଡି.ଏନ.ଏ.) – ପିଲାଟି ବେଳୁ ବହୁ ଘାତପ୍ରତିଘାତ ମଧ୍ୟରେ ସଂଗ୍ରାମ କରି ନିଜ ପ୍ରତିଭାର ବିକାଶ ପାଇଁ କାର୍ଯ୍ୟ କରିଆସୁଛନ୍ତି ଜଳଧର। ହାରମୋନିୟମ ସାଙ୍ଗକୁ ତବଲା ବାଦନରେ ସେ ବେଶ୍ ଧୂରୀଣ। ଏଥିସହ କଣ୍ଠର ଯାଦୁ ଦେଖାଇ ସମସ୍ତଙ୍କୁ…
ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ:ମୁଖ୍ୟ ଅଭିଯୁକ୍ତ ଗିରଫ
ଭଦ୍ରକ ଅଫିସ, ୨୮।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା ଓରଫ୍…
ରଥ ପାଇଁ ମିଳିଲାନି ନୂଆ କାଠ
ବାରିପଦା ଅଫିସ,୨୮।୫- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ କରିଥିବା ବାରିପଦା ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ୩ ରଥ ନିର୍ମାଣ ଲାଗି ୪୦ରୁ ଊର୍ଦ୍ଧ୍ୱ କାରିଗର ଲାଗିଛନ୍ତି। ରଥଯାତ୍ରାକୁ ଆଉ ଅଳ୍ପଦିନ ବାକିଥିବାରୁ ସେମାନେ ଦିନରାତି କାର୍ଯ୍ୟ କରୁଛନ୍ତି।…
ସେକ୍ସ ର଼୍ୟାକେଟ: ବାଂଲାଦେଶୀ ମହିଳା ଅଟକ
ବାଲିଆପାଳ, ୨୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ରେମୁ ଛକ ନିକଟ ଏକ ଘରେ ସେକ୍ସ ର଼୍ୟାକେଟ ଚାଲିଥିବା ଖବର ପାଇ ରବିବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ଜଣେ ବାଂଲାଦେଶୀ ମହିଳାଙ୍କୁ ପୋଲିସ ଉଦ୍ଧାର କରିଛି।…
ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ବ୍ୟବସାୟୀ ଗିରଫ
ସୋର, ୨୮ା୫(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମର ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ସୋର ପୋଲିସ ରବିବାର ଜଣେ ବ୍ୟବସାୟୀ ଭଦ୍ରକରୁ ଗିରଫ କରିଛି। ଏହି ଗ୍ରାମର ସୁରେଶ ଗାୟନ୍ ଉକ୍ତ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ସଂପୃକ୍ତ ମହିଳା ସୋର ଥାନାରେ…
କନିଅଆଁ ଟୁସୁଙ୍କ ନୌବିହାର ମନମୋହିଲା
ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା, ରୋଷଣିରେ ଚାରିଦିଗ ଦୁଲୁକାଇ ବର ବେଶ ହୋଇ ଆସିବେ ଶଙ୍କର। ଏହି ବିବାହ ଉତ୍ସବ…
Archives


