ଜଜାଙ୍ଗ ଖଣିରେ ବିଦ୍ରୋହସହସ୍ରାଧିକ ଶ୍ରମିକ ବନ୍ଦ କଲେ ଖଣିବ୍ୟାପକ ପୋଲିସଫୋର୍ସ ମୁତୟନ
ଯୋଡ଼ା, ୨୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ ଖଣିରେ ବର୍ଦ୍ଧିତ ଦରମା ପ୍ରଦାନ ଦାବୀରେ ସୋମବାର ସହସ୍ରାଧିକ ଶ୍ରମିକ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଉକ୍ତ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକ ବିଦ୍ୟାଧର ପାତ୍ର, ରତ୍ନାକର ହଂସ, ଗଣେଶ ପାତ୍ର ପ୍ରମୁଖ…
ଦବୁଛି ସୌରଚାଳିତ ଗଭୀର ନଳକୂପଅଭିଯୋଗ ପରେ ମଧ୍ୟ ମରାମତି ହେଉନି
ଝୁମ୍ପୁରା, ୨୭।୫(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଜଙ୍ଗଲାଞ୍ଚଳରେ ଅବସ୍ଥିତ ବସନ୍ତପୁର ପଞ୍ଚାୟତର ଜଡିପଦା ସାହିରେ ଥିବା ସୋଲାର ସିଷ୍ଟମର ଗଭୀର ନଳକୂପର ଏକ ପାର୍ଶ୍ୱ ଦବିବାରେ ଲାଗିଛି। ଗଭୀର ନଳକୂପରୁ ପାଇପ ଯୋଗେ ସୋଲାର ସିଷ୍ଟମ ପଏଣ୍ଟଗୁଡିକ ପାଇଁ ସଂଯୋଗ ହୋଇଥିବା ପାଇପ…
ଠିଆ ହୋଇଥିବା ଟ୍ରକ୍କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍ : ୧୫ ଆହତ
ସୋର, ୨୭।୫(ଡି.ଏନ.ଏ.)-ସୋର ଥାନା ୧୬ନଂ. ଜାତୀୟ ରାଜପଥ ଛଅପୋଲିଆଠାରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ସୋମବାର ଭୋର୍ ସମୟରେ ପ୍ରଧାନ ନାମକ…
ସମୟର ଆହ୍ବାନକୁ ସାମନା କରିବୁ-ସତ୍ୟଶିବ
ଭୋଗରାଇ, ୨୭।୫(ଡି.ଏନ.ଏ.)-ନିର୍ବାଚନରେ ପରାଜୟ ବରଣ କରି କଂଗ୍ରେସ ପକ୍ଷରୁ ମାନସ ମନ୍ଥନ ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ପରାଜିତ ପ୍ରାର୍ଥୀ ସତ୍ୟଶିବ ଦାସ କହିଛନ୍ତି, ସମୟର ଆହ୍ବାନକୁ ଗ୍ରହଣ କରି ଲକ୍ଷ୍ୟ ସାଧନ…
ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା
ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ। ତାଙ୍କୁ ଏକ ବିଷଧର ସାପ କାମୁଡ଼ି ଦେଇଥିଲା। ତାଙ୍କୁ ଚିକିତ୍ସା ନିମନ୍ତେ ପରିବାର ଲୋକେ…
ମଡ଼େଲିଂରେ ରିଷିତା, ଶାଶ୍ୱତ ପ୍ରଥମଭାଗ ନେଲେ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ
ବାଲେଶ୍ୱର ଅଫିସ, ୨୭।୫- ବାଲେଶ୍ୱର ଜିଲା ରେମୁଣାସ୍ଥିତ ନୋସି ଉତ୍କଳା ମଞ୍ଚରେ ଏକ ଭିନ୍ନ ଧରଣର ର଼୍ୟାମ୍ପ ଶୋ’ (ଗ୍ଲାମର ଲେନ୍) ଅନୁଷ୍ଠିତ ହୋଇଯାଇଛି। ଏହି ଶୋ’ରେ ବାଲେଶ୍ୱର ଜିଲାରୁ ୫୦ରୁ ଊର୍ଦ୍ଧ୍ୱ ପିଲା ଭାଗ ନେଇଥିଲେ। ଅତିଥି ଭାବେ ଦି…
ଜମି ଚିହ୍ନଟ ଦାବିରେ ଭୂମିହୀନଙ୍କ ଧାରଣା
ବନ୍ତ, ୨୭।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଷେଣ୍ଢତୀରା ପଞ୍ଚାୟତ ବରପଦା ଗ୍ରାମରେ ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ମିଳିଛି। ହେଲେ ଜମି ଚିହ୍ନଟ ହୋଇପାରୁ ନ ଥିବାରୁ ସେମାନେ ଘର କରିପାରୁ ନାହାନ୍ତି। ତୁରନ୍ତ ଜମି…
ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
କେନ୍ଦୁଝର,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅଧୀନ ଜଙ୍ଘିରା ପଞ୍ଚାୟତ ବାହୁଟିଆ ଗ୍ରାମସ୍ଥ ଏକ ପୋଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ବୈଲୋଚନ ବେହେରା(୩୫)। ତାଙ୍କ ଘର ହୁଣ୍ଡା ପଞ୍ଚାୟତ ତଅଁଳାହତା ଗ୍ରାମର…
ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର
ହାଟଡ଼ିହୀ, ୨୭ା୫ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ ବ୍ୟକ୍ତି ଗତ ୨୧ ତାରିଖ ରାତିରେ ଜୋର ଜବରଦସ୍ତ ଘରେ ପଶି ଅପହରଣ…
ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନ ବଞ୍ଚାଇଥିବା ୧୯ ମହାନ ବ୍ୟକ୍ତି ସମ୍ବର୍ଦ୍ଧିତ
କେନ୍ଦୁଝର,୨୭ା୫(ସ୍ବ.ପ୍ର.): ଦୁର୍ଘଟଣାଗ୍ରସ୍ତ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇବାରେ ସହାୟକ ହୋଇଥିବା ୧୯ ଜଣ ମହାନ ବ୍ୟକ୍ତିଙ୍କୁ କେନ୍ଦୁଝର ଏସ୍ପି ଜୟନାରାୟଣ ପଙ୍କଜ ସୋମବାର ୨ ହଜାର ଟଙ୍କା ପୁରସ୍କାର ଦେବା ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ…
ଗ୍ୟାସ୍ ଲିକ୍ରୁ ଜଳିଗଲା ଅଙ୍ଗନବାଡ଼ି କେନ୍ଦ୍ର : ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର
ବାସୁଦେବପୁର,୨୭ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତର ଗଦେଇବିନ୍ଧା ମହାଳିକ ସାହି ଅଙ୍ଗନବାଡ଼ି କେନ୍ଦ୍ରରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ଅଙ୍ଗନବାଡ଼ି କେନ୍ଦ୍ରଟି ସମ୍ପୂର୍ଣ୍ଣ ଜଳିଯାଇଛି। ରୋଷେଇ ପାଇଁ ଗ୍ୟାସ ଲଗାଯାଉଥିବାବେଳେ ଗ୍ୟାସ ଲିକ୍ ହୋଇ ଏହି ଅଘଟଣ ଘଟିଛି।…
ମଦମୃତ୍ୟୁକୁ ମାସେ ପୂରିନି: ଅବାଧରେ ଚାଲିଛି ଚୋରାମଦ କାରବାର
ଭଦ୍ରକ ଅଫିସ, ୨୭।୫ – ନିର୍ବାଚନ ସମୟରେ ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣା ସାରା ରାଜ୍ୟରେ ଚଳହ ସୃଷ୍ଟି କରିଥିଲା। ବିଷାକ୍ତ ମଦପିଇ ପୀରହାଟ ଓ ଚାନ୍ଦବାଲି ଅଞ୍ଚଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ହେଲେ ପ୍ରଶାସନ ବର୍ତ୍ତମାନ ସୁଦ୍ଧା କେତେଜଣ…
Archives


