ବେଆଇନ ବାଲି ଚାଲାଣ: ବିପଦରେ ତଟବର୍ତ୍ତୀ ଅଞ୍ଚଳ
ବଡ଼ସାହି,୨୭ା୫(ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାଳବଙ୍ଗ ନଦୀରୁ ବେଆଇନ ଭାବେ ବାଲି ଉତ୍ତୋଳନ ଦିନକୁ ଦିନ ବଢିଚାଲଛି। ଏହାକୁ ପ୍ରଶାସନ ରୋକି ପାରୁ ନ ଥିବାରୁ ସରକାର ବହୁ ରାଜସ୍ବ ହରାଉଛନ୍ତି ା ବେଆଇନ ବାଲି ଚାଲାଣ ଯୋଗୁଁ ନଦୀପଠା କ୍ଷୟ…
କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ଚିନ୍ତା
ବାଲେଶ୍ୱର ଅଫିସ, ୨୭।୫-ଗୁଜୁରାଟର ସୁରଟ ଜିଲା ଅନ୍ତର୍ଗତ ସୁରଥନା ଅଞ୍ଚଳର ଏକ ଘରୋଇ କୋଚିଂ ସେଣ୍ଟରରେ ଗତ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ୨୦ଜଣ ଛାତ୍ରୀଛାତ୍ର ମୃତ୍ୟୁବରଣ କରିବା ପରେ ବାଲେଶ୍ୱର ଜିଲାରେ ଚାଲିଥିବା କୋଚିଂ ସେଣ୍ଟରରେ ନିରାପତ୍ତା ବ୍ୟବସ୍ଥା ନେଇ ପ୍ରଶ୍ନ…
୧୨ ଫୁଟର ଅଜଗର ଉଦ୍ଧାର
ଭଦ୍ରକ ଅଫିସ, ୨୬।୫ – ଭଦ୍ରକ ସହର ଉପକଣ୍ଠ ରାନ୍ଦିଆ ପୋଲ ତଳୁ ରବିବାର ସକାଳେ ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ରାନ୍ଦିଆ ଗ୍ରାମର ରାଧାନାଥ ସ୍ବାଇଁ ସକାଳୁ ଫୁଲ ତୋଳିବାକୁ ଯିବା ସମୟରେ ସାପଟି ଜାଲରେ ଫସିଯାଇଥିବା…
ଚାକିରି କରାଇଦେବା ନଁାରେ ଟଙ୍କା ଆଦାୟ ଅଭିଯୋଗ: ୨ ଯୁବକ ଗିରଫ
ତିହିଡ଼ି, ୨୬।୫ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ କେତେକ ଅଞ୍ଚଳର ଯୁବତୀ ଏବଂ ମହିଳାଙ୍କୁ ପଞ୍ଚାୟତସ୍ତରରେ ଚାକିରି କରାଇଦେବା ନଁାରେ ଟଙ୍କା ଆଦାୟ କରାଯାଉଛି। ଏ ସମ୍ପର୍କରେ ଶନିବାର ତିହିଡ଼ି ଥାନାରେ ଅଭିଯୋଗ ହେବା ପରେ ପୋଲିସ…
ଅଂଶୁଘାତରେ ଚାଷୀଙ୍କ ପ୍ରାଣ ଗଲା
ଝୁମ୍ପୁରା, ୨୬।୫ (ଡି.ଏନ.ଏ.)- କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡା ଗ୍ରାମରେ ୨୩ ତାରିଖ ମଧ୍ୟାହ୍ନ ସମୟରେ ଅଂଶୁଘାତରେ ଆକ୍ରାନ୍ତ ହୋଇଥିବା ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲ୍ୟାଣ କୁମାର ପ୍ରଧାନ(୫୫ବର୍ଷ)। ସେ ବଳଦ ଚରାଇବାକୁ ବିଲକୁ…
ଭାଲୁ ପାଇଁ ବନ ବିଭାଗ ନାକେଦମ
ଚମ୍ପୁଆ, ୨୬।୫(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧୀନ ସାନନେଉଳି ଗ୍ରାମ ନିକଟକୁ ଚାଲି ଆସିଥିବା ଏକ ଭାଲୁ ଲାଗି ବନ ବିଭାଗକୁ ନାକେଦମ୍ ହେବାକୁ ପଡିଛିି। ରବିବାର ସକାଳେ ଗାଁ ଲୋକେ ପ୍ରଥମେ ଭାଲୁକୁ ଦେଖି ଘଉଡାଇବା…
ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ
କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରାଯାଇଛି। ଜିଲା ଅଗ୍ନିସେବା ଅଧିକାରୀ ଶଶାଙ୍କ ମହାପାତ୍ରଙ୍କ ନେତୃତ୍ୱରେ ଏହି ଯାଞ୍ଚ ଆରମ୍ଭ ହୋଇଛି…
ଡାହାଣୀ ସନ୍ଦେହ : ମହିଳାଙ୍କୁ ମାଡ଼ ମାରି ବିଷ୍ଠା ଖୁଆଇଲେ
ଢେଙ୍କିକୋଟ, ୨୬।୫(ଡି.ଏନ୍.ଏ.)- ଡାହାଣୀ ସନ୍ଦେହ ଭଳି ଅନ୍ଧବିଶ୍ୱାସକୁ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅଧୀନ ଆମ୍ବୁଆପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ବୁଧବାର ଅପରାହ୍ନରେ ଉଲଗ୍ନ କରି ମାରଧର କରିବା ସହ ବିଷ୍ଠା ଖୁଆଇବା ଭଳି ଅମାନବୀୟ କାଣ୍ଡ ଘଟିଛି। ଘଟଣା…
ପାନୀୟଜଳ ପ୍ରକଳ୍ପ ଅକାମୀ : ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ହଇରାଣ
ତେଲକୋଇ, ୨୬।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନ ଏସ.ଏନ.ପୁରଗୋଡା ରେ ପାନୀୟଜଳ ସମସ୍ୟା ଉକତ୍ଟ ରହିଛି । ଦୀର୍ଘ ୫ବର୍ଷ ପୂର୍ବରୁ ହୋଇଥିବା ଓଭରହେଡ ଟାଙ୍କି ସମେତ ବିଭିନ୍ନ ଗ୍ରାମକୁ ସ୍ବଜଳଧାରା ଯୋଜନା ବିଫଳ ହୋଇଛି । ସ୍ବଜଳଧାରା ଯୋଜନାରେ ଏହି ପଞ୍ଚାୟତ ମୁଖ୍ୟାଳୟରେ…
କଲଭର୍ଟରେ ପିଟି ହୋଇ ନାବାଳିକା ମୃତ
ପାଟଣା/କେନ୍ଦୁଝର, ୨୬।୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ଗମ୍ଭାରୀଆ ହାଟଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ସ୍କୁଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବାରୁ ଜଣେ ନାବାଳିକାଙ୍କର ମୃତ୍ୟୁ ଘଟିଛି। ନାବାଳିକା ଜଣକ ହେଉଛନ୍ତି କେନ୍ଦେଇ ପଶି ଗ୍ରାମର ନୀଳମଣି…
ଗୃହିଣୀ ହାତରେ ବନ୍ଧୁକ
ଭଦ୍ରକ ଅଫିସ, ୨୬।୫ – ଯେଉଁ ନାରୀ ହାତରେ ରୋଷେଇ କରି ଚାରିକାନ୍ଥ ମଧ୍ୟରେ ସୀମିତ ରହେ ସେହି ନାରୀ ବି ବନ୍ଧୁକ ଚାଳନା କରି ପ୍ରତିଭା ଦେଖାଇଥାଏ। ଏଭଳି ଜଣେ ଅନନ୍ୟ ପ୍ରତିଭା ହେଉଛନ୍ତି ରୁକ୍ମିଣୀ ଲାହା(୩୬)। ଘର ଭଦ୍ରକ…
ମଡେଲିଂରୁ ଅଭିନୟ : ଯୁବପ୍ରତିଭା ସୌମ୍ୟରଞ୍ଜନ
ବାରିପଦା ଅଫିସ,୨୬।୫- ପାଠପଢ଼ା ସହିତ ଜଣେ ସଫଳ ଅଭିନେତା ହେବାକୁ ପିଲାଦିନୁ ସେ ସ୍ବପ୍ନ ଦେଖିଥିଲେ। ଏହି ସ୍ବପ୍ନକୁ ସାକାର କରିବା ଲାଗି ସେ ନିରନ୍ତର ପ୍ରୟାସ କରି ଆସିଥିଲେ। ପାଠ ପଢା ପରେ ପ୍ରଥମେ କ୍ୟାମେରାରେ ନିଜ ଫଟୋ ଉଠାଇ…
Archives


