ସାହି ଗଣ୍ଡଗୋଳ : ୨ ଭାଇଙ୍କୁ ହତ୍ୟା
କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍ ହୋଇ ୨ ଭାଇଙ୍କୁ ହତ୍ୟା କରାଯାଇଛି। ସାହି ଗଣ୍ଡଗୋଳକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ…
ଜବରଦଖଲ ଉଚ୍ଛେଦ : ପାତରଅନ୍ତରକୁ ବିରୋଧ କଲେ ବ୍ୟବସାୟୀ
ଆନନ୍ଦପୁର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଜନଗହଳିପୂର୍ଣ୍ଣ ବ୍ରିଜଛକରେ ପୌରପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଗୁରୁବାର ତ୍ୱରାନ୍ବିତ ହୋଇଛି। ପୂର୍ବରୁ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସାୟୀମାନଙ୍କୁ ୨୪ ଘଣ୍ଟିିଆ ନୋଟିସ୍ ଦିଆଯାଇଥିଲା। ନୋଟିସ ପାଇବା ପରେ ବ୍ୟବସାୟୀମାନେ ଦୁଇଦିନ ଧରି…
ନବନିର୍ବାଚିତ ଏମ୍ପି ଏବଂ ବିଧାୟକଙ୍କ ପାଟଣା ଗସ୍ତ : ଲୋକଙ୍କ ନିକଟତର ହେବାକୁ କର୍ମୀଙ୍କୁ ପରାମର୍ଶ
ପାଟଣା,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ଅଞ୍ଚଳକୁ ନବନିର୍ବାଚିତ ପାଟଣା ବିଧାୟକ ଜଗନ୍ନାଥ ନାଏକ ଓ ଏମ୍ପି ଚନ୍ଦ୍ରାଣୀ ମୁର୍ମୁ ଗସ୍ତ କରିଛନ୍ତି। ନିର୍ବାଚିତ ହେବା ପରେ ଏହା ତାଙ୍କର ପ୍ରଥମ ପାଟଣା ଗସ୍ତ। ବ୍ଲକର ଖିରେଇଟାଙ୍ଗିରୀ ଠାରୁ ବିଧାୟକ…
ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ
ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ…
୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର
ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ ତଳକୁ ଖସିପଡିଛି। ଉକ୍ତ ଟ୍ରକର ଡ୍ରାଇଭର ଓ ହେଲପର ଫେରାର ଥିବାବେଳେ ସେହି ଗାଡ଼ିରେ…
ଦୁଇ ଟନ୍ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ: ଜଣେ ଗିରଫ
ପଦ୍ମପୁର,୬।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମରା ବନ୍ଦରରୁ କୋଇଲା ପରିବହନ ହେଉଥିବା ବେଳେ ବ୍ୟାପକ ଚୋରା ଚାଲାଣ ହୋଇଛି। ଗୁରୁବାର ସକାଳୁ ତିହିଡି ଅଞ୍ଚଚଳର ଏକ ପିକ୍ଅପ୍ ଭ୍ୟାନ ଦୃତ ଗତିରେ ଆସୁଥିବା ବେଳେ ସାବରଙ୍ଗ ଫାଣ୍ଡି ପୋଲିସ ଗାଡିକୁ ଅଟକାଇଥିଲେ। ଯାଞ୍ଚ…
ବିପଦସଙ୍କୁଳ ଅବସ୍ଥାରେ ଜହ୍ନେଇ ନାଳ ପୋଲ
ପାଟଣା, ୬।୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ପଞ୍ଚାୟତ କିଆପଡା ହନୁମାନ ଛକ ରାସ୍ତାର ଜହ୍ନେଇ ନାଳ ଉପରେ ଥିବା ପୋଲଟି ଭାଙ୍ଗି ଯାଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ଭଙ୍ଗା ପୋଲ ଉପରେ କିଆପଡା ଓ ଏହାର ଆଖପାଖ…
ଗ୍ରାହକଙ୍କୁ ଟାଣୁଛି ଜ୍ଞାନେନ୍ଦ୍ରଙ୍କ ବିରିଚକୁଳି ଆଳୁଦମ୍
କେନ୍ଦୁଝର, ୬ା୬(ଡି.ଏନ୍.ଏ.)-କେନ୍ଦୁଝର ଜିଲା ସଦର ମହକୁମାରେ ବିଭିନ୍ନ ସ୍ଥାନରେ ଅନେକ ପ୍ରକାର ଜଳଖିଆ ତିଆରି ହୋଇ ବିକ୍ରି ହେଉଛି। ତେବେ ଗ୍ରାହକମାନଙ୍କ ମନମୋହୁଛି କଲେଜରୋଡରେ ଠେଲାଗାଡିରେ ବିକ୍ରି ହେଉଥିବା ବିରିଚକୁଳି ଓ ଆଳୁଦମ୍। ସେ ହେଲେ ଡମ୍ବୋ ଗ୍ରାମର ଜ୍ଞାନେନ୍ଦ୍ର ସାହୁ।…
ଅବହେଳିତ ଅବସ୍ଥାରେ ହଦଗଡ଼ ପର୍ଯ୍ୟଟନସ୍ଥଳୀ
ହାଟଡିହୀ, ୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ହଦଗଡ଼ ପର୍ଯ୍ୟଟନ ସ୍ଥଳୀ ସାରା ଓଡ଼ିଶାରେ ବେଶ୍ ଖ୍ୟାତ। ଶାଳନ୍ଦୀ ଡ୍ୟାମ, ହସ୍ତୀ ଅଭୟ୍ୟାରଣ୍ୟ ଓ ବଣ ପାହାଡ଼ ଘେରା ପ୍ରାକୃତିକ ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହି ସ୍ଥାନଟିର ପରିବେଶ ଅତ୍ୟନ୍ତ…
ଅଂଶୁଘାତରେ ଜଣେ ମୃତ
ଢେଙ୍କିକୋଟ, ୬।୬(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ମୁଦ୍ରାବେଡା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ଅଂଶୁଘାତରେ ସୁପେଇ ମୁଣ୍ଡା (୪୭)ନାମକ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ ସୁପେଇ ଘରଠାରୁ ୧ କି.ମି. ଦୂର ଚାଲିକି ଯିବାବେଳେ ତାଙ୍କର…
ସଙ୍କଟରେ ଆଦିବାସୀଙ୍କ ପାରମ୍ପରିକ ଜୀବିକା -ଶାଳମଞ୍ଜିିର ଅଭାବୀ ବିକ୍ରି: ବେପାରୀ ମାଲାମାଲ
ତେଲକୋଇ, ୬।୬(ଡି.ଏନ.ଏ.)-ତ୍ରୁଟିପୂର୍ଣ୍ଣ ସରକାରୀ ନୀତି ଯୋଗୁ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଶାଳମଞ୍ଜି, ମହୁଲ ଓ କେନ୍ଦୁପତ୍ର ଭଳି ବିଭିନ୍ନ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଆଗରୁ ଗରିବ ଆଦିବାସୀ ଜଙ୍ଗଲରୁ ବନଜାତ ଦ୍ରବ୍ୟ ସଂଗ୍ରହ କରି…
ଅପମୃତ୍ୟୁ ହେଲା ହତ୍ୟା ମାମଲା
ଖୁଣ୍ଟା, ୬ା୬(ଡି.ଏନ୍.ଏ)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧିନ ଗୋଡିସାହି ଗ୍ରାମର ଜନୈକ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ଏକ ଅପମତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଏହା ହତ୍ୟା ମାମଲାକୁ ପରିବର୍ତ୍ତନ ହୋଇଛି। ଏଥିନେଇ ଖୁଣ୍ଟା ଥାନାରେ…

