ଆରମ୍ଭ ହେଲା ‘ଗୁଞ୍ଜନ’: ନାଚ, ଗୀତ ସାଙ୍ଗକୁ ଟେରାକୋଟା ଶିକ୍ଷା
ବାଲେଶ୍ୱର ଅଫିସ, ୬।୬-ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟ ନେଇ ବାଲେଶ୍ୱରର ଏକ ସାମାଜିକ ଅନୁଷ୍ଠାନ ‘ଫାମାସ’ ପକ୍ଷରୁ ଷ୍ଟେଶନ ରାସ୍ତାରେ ଥିବା ଏକ ଘରୋଇ ସ୍କୁଲ ପରିସରରେ ଆରମ୍ଭ ହୋଇଛି ‘ଗୁଞ୍ଜନ-୨୦୧୯’ ଏବଂ ଟେରାକୋଟା ପ୍ରଶିକ୍ଷଣ ଶିବିର।…
ଦୁର୍ଦ୍ଦାନ୍ତ ଅପରାଧୀ ଟିଟୁଙ୍କ ସହଯୋଗୀ କୁଶଲ ଗିରଫ
ବଡବିଲ, ୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ଦୁର୍ଦ୍ଦାନ୍ତ ଅପରାଧୀ ଟିଟୁ ଓରଫ୍ ସୁନୀଲ ପାତ୍ରଙ୍କ ସହଯୋଗୀ କୁଶଲ ଓରଫ ବାବୁ କେନ୍ଥ୍୍କୁ ଗିରଫ କରିଛି। ସେ ମାଟକାମବେଡା ଅଞ୍ଚଳରେ ରହୁଥିବା ପୋଲିସ କହିଛି। ଟିଟୁଙ୍କ ନାମରେ ୧୫ରୁ…
ମୋବାଇଲ ଚୋରି: ଜଣେ ଗିରଫ
ବଡବିଲ, ୫।୬(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରୀ ଘଟଣାରେ ସଞ୍ଜୟ ମହାନ୍ତ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ତାଙ୍କ ଘର ବାକଲ ହଟିଂ ଅଞ୍ଚଳରେ।…
କୁଲଡ଼ିହାରୁ ହାତୀର ମୃତଦେହ ଉଦ୍ଧାର: ହତ୍ୟା ପରେ ଦାନ୍ତ କାଟି ନିଆଯାଇଥିବା ସନ୍ଦେହ
ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟର ଭାଲୁବସା ନିକଟରେ ବୁଧବାର ପୂର୍ବାହ୍ନରେ ଦନ୍ତାହାତୀର ମୃତଦେହ ପଡିଥିବା ଦେଖି ବନ କର୍ମଚାରୀମାନେ ଉଦ୍ଧାର କରିଥିଲେ। ହାତୀର ଦୁଇଦାନ୍ତ ନ ଥିବା ବେଳେ ତାହାର ମୃତ୍ୟୁ ଦୁଇଦିନ ପୂର୍ବରୁ ହୋଇଥିବା…
ବିଦ୍ୟୁତ୍ ବିଭ୍ରାଟ ପ୍ରତିବାଦରେ ରାସ୍ତାରୋକୋ
କପ୍ତିପଦା,୫ା୬(ଡି଼.ଏନ୍.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍ ବିଭ୍ରାଟ ପ୍ରତିବାଦରେ ମଙ୍ଗଳବାର ରାତି ୮ଟାରେ କପ୍ତିପଦା-ବାଲେଶ୍ୱର ଗୋଲୋଇ ଛକ ଠାରେ କଷିଗଡିଆ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହେବା ସହିତ ଲୋକେ ବହୁ ଅସୁବିଧାର…
ପାଟଣାରେ ମୁସଲିମ ଭଉଣୀଭାଇଙ୍କ ଇଦ୍ ପର୍ବ ପାଳିତ
ପାଟଣା,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟଠାରେ ବୁଧବାର ସଂଖ୍ୟାଲଘୁ ମୁସଲିମ ଭଉଣୀଭାଇଙ୍କୁ ନେଇ ଇଦ୍ ପର୍ବ ପାଳିତ ହୋଇଯାଇଛି। ଏକ ମାସ ଧରି ଚାଲିଥିବା ଏହି ପର୍ବର ରମଜାନ ମାସର ଅନ୍ତିମ ଦିନରେ ମଙ୍ଗଳବାର ସାରେ ଇଦ୍ର ଜହ୍ନ ଦେଖିବା ପରେ…
ବଡ଼ବିଲ ଥାନା ଅଞ୍ଚଳରୁ ମୋବାଇଲ ଚୋରି ଘଟଣା: ଅଭିଯୁକ୍ତ ଗିରଫ, ୩ ମୋବାଇଲ ଜବତ
ବଡ଼ବିଲ,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ବାକଲ ହଟିଂ ଅଞ୍ଚଳର ସଞ୍ଜୟ ମହାନ୍ତ।…
ସାହାସପୁରାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ନମାଜ ପାଠ
ବାହାନଗା,୫।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ସାହାସପୁରା ଗ୍ରାମରେ ପବିତ୍ର ଇଦ-ଉଲ-ଫିତର୍ ପାଳନ କରାଯାଇଛି। ଏହି ଅବସରରେ ଗ୍ରାମର ମୁସଲିମ ଭାଇମାନଙ୍କ ଦ୍ବାରା ଦୁଇ ଗୋଷ୍ଠୀ ମଧ୍ୟରେ ଭିନ୍ନଭିନ୍ନ ସ୍ଥାନରେ ସମୂହ ନମାଜ ପାଠ କରାଯାଇଛି। ନସିମ ଗୋଷ୍ଠୀ ତରଫରୁ ଇଦ୍ଘା ପଡିଆରେ…
କେନ୍ଦୁଝରରେ ଇଦ୍ ପର୍ବ ପାଳିତ
କେନ୍ଦୁଝର, ୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ମୁସଲମାନଙ୍କ ପର୍ବ ଇଦ୍ ଧୂମ୍ଧାମରେ ପାଳିତ ହୋଇଯାଇଛି। ଭାଇଚାରାର ଏହି ପର୍ବରେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ସକାଳୁ ବିଭିନ୍ନ ମସ୍ଜିଦ୍ରେ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନକରି ଶୁଭେଚ୍ଛା ଜଣାଇଛନ୍ତି। ସ୍ଥାନୀୟ…
ନଗରଭବନଠାରେ ବିଶ୍ୱ ପରିବେଶ ଦିବସ ପାଳିତ: ପ୍ରକୃତିବନ୍ଧୁମାନଙ୍କୁ ପୁରସ୍କାର ପ୍ରଦାନ
କେନ୍ଦୁଝର,୫।୬( ସ୍ବ.ପ୍ର.): କେନ୍ଦୁଝର ଜିଲା ନଗରଭବନଠାରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଡିଏଫ୍ଓ ସନ୍ତୋଷ ଯୋଶୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଡା. ଭକ୍ତ ଚରଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ…
ରକ୍ତଭଣ୍ଡାର ରକ୍ତ ଶୂନ୍ୟ
ଚମ୍ପୁଆ, ୫ା୬(ଡି.ଏନ.ଏ.)-ଜରୁରିକାଳୀନ ଚିକିତ୍ସାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ରେଡକ୍ରସ ରକ୍ତ ଭଣ୍ଡାରର ସମସ୍ୟା ବଢିବାରେ ଲାଗିଛି। ଅନେକ ସମୟରେ ଏହି ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହେଉଛି। ଚମ୍ପୁଆ ଉପଖଣ୍ଡରେ ରକ୍ତଜନିତ ସମସ୍ୟାର ଦୂରୀକରଣ ପାଇଁ…
ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ
କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି ଆନ୍ତରିକତା ଥିବା ମନେ ହେଉନାହିଁ ା କେନ୍ଦୁଝର ଜିଲାର ଜଳବାୟୁ ଓ ଜଳାଭାବକୁ ଦେଖିଲେ…

