ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ
ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଟେମ୍ପୋ ଡ୍ରାଇଭର ବଡ଼ବିଲ…
ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ
ତିହିଡ଼ି,୨୫ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି ଜବତ…
ଆସନ୍ତା ୩୧ ପର୍ଯ୍ୟନ୍ତ କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍ ବାତିଲ
କେନ୍ଦୁଝର,୨୫।୫(ସ୍ବ.ପ୍ର.): ରେଳପଥ ଦୋହରିକରଣ ଲାଗି କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍କୁ ଶନିବାରଠାରୁ ବାତିଲ କରାଯାଇଛି। ଏଥିସହ ଭୁବନେଶ୍ୱରରୁ କେନ୍ଦୁଝର ଫାଷ୍ଟ ପାସେଞ୍ଜର ଟ୍ରେନ୍ ମଧ୍ୟ ବାତିଲ ହୋଇଥିବା ଜଣାପଡ଼ିଛି। ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବାତିଲ ରହିବ ବୋଲି ପୂର୍ବତଟ…
ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା
ହାଟଡ଼ିହୀ, ୨୫।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ ଘର ହାଟଡ଼ିହୀ ବ୍ଲକ ମରୈଗାଁ ପଞ୍ଚାୟତ ଶଙ୍ଖଣା ଗ୍ରାମରେ। ହାଟଡ଼ିହୀ ଏବଂ ଆନନ୍ଦପୁର ଅଞ୍ଚଳରେ…
ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର
ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ହେଉଛନ୍ତି ଈଶ୍ୱର ମହାନ୍ତଙ୍କ ସ୍ତ୍ରୀ ଅହଲ୍ୟା ମହାନ୍ତ,(୪୬)। ସୂଚନା ଅନୁଯାୟୀ ଅହଲ୍ୟା ଘରଠାରୁ ୧୦୦ମିଟର…
ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’
ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି ବିଧାୟକ ପୂର୍ବରୁ କ୍ରମାଗତ ଭାବେ ଦ୍ୱିତୀୟ ଥର…
୨ ଚନ୍ଦନ ଗଛ ଚୋରି
କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଚନ୍ଦନ ଗଛ ଚୋରି ସମସ୍ତଙ୍କୁ ଚକିତ କରିଛି। ପୋଲିସ ଅଭିଯୋଗ ପାଇବା ପରେ…
ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ
ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ ଖପରାଖାଇ ୧୩ ନଂ ଓାର୍ଡର ସୁଦର୍ଶନ ନାୟକ।…
ଅଂଶୁଘାତରେ ଯୁବକ ମୃତ
ହାଟଡିହୀ,୨୪।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗ୍ରାମର ଶ୍ରୀକାନ୍ତ ଜେନା(୩୫) ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଶୁକ୍ରବାର ଶ୍ରୀକାନ୍ତ ନିଜ ବିଲରେ କାମ କରୁଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ।…
କଂଗ୍ରେସକୁ ହରାଇ ଦ୍ୱିତୀୟ ଥର ପାଇଁ ବସ୍ତାରେ ବିଧାୟକ ହେଲେ ନିତ୍ୟାନନ୍ଦ
ବସ୍ତା,୨୪।୫(ସ୍ବ.ପ୍ର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଚଳିତ ନିର୍ବାଚନର ଫଳାଫଳ ଶୁକ୍ରବାର ସକାଳେ ପ୍ରକାଶ ପାଇଛି । ଗୁରୁବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଭୋଟ ଗଣତି ଚାଲିଥିଲେ ମଧ୍ୟ ଚୂଡ଼ାନ୍ତ ଫଳାଫଳ ବାହାରିପାରି ନ ଥିଲା । ତେବେ ଶୁକ୍ରବାର ସକାଳେ…
ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା
ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଦଳୀୟ କର୍ମୀଙ୍କଠାରୁ ଆରମ୍ଭକରି ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ ଉଭୟ…
କଂଗ୍ରେସକୁ ହରାଇ ୨ୟ ଥର ବିଧାୟକ ହେଲେ ଭାଗୀରଥି
ହାଟଡିହୀ, ୨୪।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଚଳିତ ବର୍ଷ ବିଧାୟକ ପଦ ପାଇଁ ହୋଇଥିଲା ଜୋରଦାର ଟକ୍କର। ବିଜେଡିର ଭାଗୀରଥି ସେଠୀ, କଂଗ୍ରେସର ଜୟଦେବ ଜେନା ଓ ଭାଜପାର ଆଲୋକ ସେଠୀଙ୍କ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହୋଇଥିଲା। ମୋଟ ୮ଜଣ…
Archives


