ବାଲେଶ୍ୱର

ପାଟଣା ବିଧାନସଭାରେ ବିଜେଡିର ବାଜିମାତ: ପ୍ରାର୍ଥୀ ଜଗନ୍ନାଥ ନାଏକ ୭୭୯୬ ଖଣ୍ଡ ଭୋଟରେ ବିଜୟୀ

ପାଟଣା, ୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ଏସ୍‌ଟି ସଂରକ୍ଷିତ ନିର୍ବାଚନମଣ୍ଡଳୀ ପାଇଁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରେ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ରାତି ୯ଟାରେ ଶେଷ ହୋଇଛି। ଭୋଟ ଗଣତି ପାଇଁ ମୋଟ ୧୦୩ ସରକାରୀ କର୍ମଚାରୀ…

ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ ୧୫୭୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଏହି ଆସନଟି ବାଲେଶ୍ୱର ରାଜନୀତିର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…

ବାଲେଶ୍ୱର ବିଧାନସଭା : ବିଜେଡି ୬, ଭାଜପା ୨

ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲାର ୮ଟି ବିଧାନସଭା କ୍ଷେତ୍ରରୁ ୬ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ୨ଟି ଆସନରୁ ଭାଜପା ବିଜୟଲାଭ କରିଥିବାର ଜଣାପଡ଼ିଛି। ଜଳେଶ୍ୱରରୁ ବିଜେଡ଼ି ପ୍ରାର୍ଥୀ ଅଶ୍ବିନୀ ପାତ୍ର ୩୫୭୪୬ , ଭୋଗରାଇରୁ ବିଜେଡି ପ୍ରାର୍ଥୀ ଅନନ୍ତ ଦାସ…

କାଜୁ ତୋଳିବାକୁ ଆସି ଯୁବକଙ୍କ ଜୀବନ ଗଲା

ପାଟଣା,୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ଗ୍ରାମର ଅଭିମନ୍ୟୁ ପାତ୍ର ନାମକ ଜଣେ ବ୍ୟକ୍ତି ଗାଁରେ ଥିବା ନିଜ କାଜୁ ପଡିଆକୁ ଗୁରୁବାର କାଜୁ ତୋଳିବାକୁ ଯାଇ ଅସୁସ୍ଥ ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦୟପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।…

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେଇଥିବା ନେଇ ନାୟକାଣିଡିହୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୮୧/୧୯)…

ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ତେଲକୋଇ,୨୪।୫(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳ ଦେଇ ପ୍ରବାହିତ ସାମାକୋଇ ନଦୀ ଗଣ୍ଡରୁ ଗଣେଶ୍ୱର ଧୀବର (୬୩) ନାମକ ଜଣେ ବ୍ୟକ୍ତିଙ୍କର ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି। ସେ ବୁଧବାର ନଦୀ ପାର ହୋଇ ଘରକୁ ଫେରୁଥିବା ବେଳେ ଗଣ୍ଡରେ…

ତଲସରା ନିର୍ବାଚନ ମଣ୍ଡଳୀରେ ଭାଜପାର ବାଜିମାତ:ଭୁଶୁଡ଼ିଲା କଂଗ୍ରେସ ଗଡ଼

ବଡ଼ଗାଁ/ ସବ୍‌ଡେଗା, ୨୪-୫(ଡି.ଏନ.ଏ):ସୁନ୍ଦରଗଡ଼ ଜିଲା ତଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ବାଜିମାତ କରିଛି । କଂଗ୍ରେସର ଗଡ ଭାବେ ରହି ଆସିଥିବା ଏହି ନିର୍ବାଚନ ମଣ୍ଡଳୀରେ ଭୋଟର କଂଗ୍ରେସ ଓ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏଠାରେ କଂଗ୍ରେସର ଗଡ଼ ଭୁଶୁଡ଼ି…

ସଞ୍ଜୀବ, ପ୍ରଫୁଲ୍ଲ, ବ୍ୟୋମକେଶ ବିଜୟୀ

ଭଦ୍ରକ ଅଫିସ,୨୪।୫: ଭଦ୍ରକ ସଂସଦୀୟ କ୍ଷେତ୍ର ଅଧୀନ ୫ ବିଧାନସଭା ଆସନ ମଧ୍ୟରୁ ଭଦ୍ରକ ସଦର, ଚାନ୍ଦବାଲି ଏବଂ ଭଣ୍ଡାରିପୋଖରୀ ଆସନର ଫଳାଫଳ ପ୍ରକାଶ ପାଇଛି। ଭଦ୍ରକ ସଦରରେ ବିଜେଡି ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଡ.…

ମୟୂରଭଞ୍ଜ ଜିଲାରେ ନିର୍ବାଚନ ଫଳାଫଳ: ଭାଜପା ୬, ବିଜେଡି ୩ ବିଧାନସଭା ଆସନରେ ବିଜୟୀ

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଏହି ଜିଲାର ୯ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ବାରିପଦା, ବାଙ୍ଗିରିପୋଷି, ମୋରଡା,…

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ ପାଇଛନ୍ତି।…

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କ ଠାରୁ ଅଧିକ ୨୫, ୫୦୫ ଭୋଟ ପାଇ ବିଜୟଲାଭ କରିଥିବା ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri