ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%
କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ...
କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଗିରଫ
କେନ୍ଦୁଝର, ୨୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍ କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଟାଉନ ଥାନା ପୋଲିସ ହାତରେ ମଙ୍ଗଳବାର ଧରାପିଡ଼ିଛନ୍ତି। ସେ ହେଲେ କ୍ରିଷ୍ଣା ଲୋହାର। ତାଙ୍କ ଘର ଟାଉନ ଥାନା ଗମ୍ଭାରୀଆରେ ବୋଲି ଜଣାପଡିଛି।...
ବଜ୍ରପାତରେ ୪ ଗୋରୁ ମୃତ
କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ରାଇକଳା ପଞ୍ଚାୟତ ସଣ୍ଡିଆପୋଷି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଭଦ୍ରୁ ନାଏକଙ୍କର ୩ଟି ଗାଈ ଏବଂ ଶରତ ନାଏକଙ୍କର ଗୋଟିଏ ବଳଦ ପ୍ରାଣ ହରାଇଛନ୍ତି। ତେବେ ଗାଈ, ବଳଦଙ୍କୁ ହରାଇ ଚାଷୀଙ୍କ...
ସରକାରଙ୍କ ଆଇନକୁ ବେଖାତିର : ଦିନ ୧୧ଟା ପରେ ବି ଚାଲିଛି ନିର୍ମାଣ କାର୍ଯ୍ୟ
ଚମ୍ପୁଆ/ଯୋଡ଼ା, ୨୧ା୫(ଡି.ଏନ୍.ଏ.): ଦିନକୁ ଦିନ ତାପମାତ୍ରା ବଢ଼ି ୪୧ ଡିଗ୍ରୀ ଅତିକ୍ରମ କରିସାରିଲାଣି। ଗୁଳୁଗୁଳି ସାଙ୍ଗକୁ ଟାଣଖରା ଏବେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ପାରଦ ବୃଦ୍ଧି ଓ ଅଂଶୁଘାତ ସମ୍ଭାବନାକୁ ଏଡ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।...
ବଜ୍ରପାତରେ ଜଳିଗଲା ଗଛ
ପାଟଣା, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ଘଟିଛି। ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବେଗରେ ପବନ ବହିବା ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ବଡ଼ ବଡ଼ ବହୁ...
ଖରାରେ ସିଝୁଛି ପାଲଟପୁର
ଆରଡ଼ି, ୨୧।୫(ଡି.ଏନ.ଏ.) – ଜାରି ରହିଛି ତାତି। ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଲୋକେ ଘରେ ରହିପାରୁ ନାହାନ୍ତି କି ବାହାରକୁ ବାହାରି ପାରୁନାହାନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର...
ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା
ରୂପ୍ସା, ୨୧।୫(ଡି.ଏନ୍.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି। ପ୍ରତିକୂଳ ପରିସ୍ଥିତିରେ ଚାଷୀ ରବି ଧାନ ଅମଳ କରି ଅଭାବୀ ବିକ୍ରିର...
ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ
କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ରୋଗୀ ଆସୁଛନ୍ତି। କିନ୍ତୁ ଡାକ୍ତରଙ୍କ ଚାମ୍ବର...
୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ଚେସ୍ ଚାମ୍ପିୟନଶିପ୍ ଜାତୀୟସ୍ତରକୁ ଗଲେ ସାଇନା, ଅଙ୍କିତା, ଦେବୀପ୍ରସାଦ, ଅନୁବ୍ରତ
ବାଲେଶ୍ୱର ଅଫିସ, ୨୦।୫-ବାଲେଶ୍ୱର ଜିଲା ଚେସ୍ ଆସୋସିଏଶନ ପକ୍ଷରୁ ଆୟୋଜିତ ୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ଚେସ୍ ଚାମ୍ପିୟନଶିପ୍ ସୋମବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୮ଟି ଜିଲାରୁ ବାଳିକା ବିଭାଗରେ ୧୬ ଓ ବାଳକ ବିଭାଗରେ ୫୬ ମୋଟ ୭୨ଜଣ...
ବେଆଇନ ସର୍ଭିସିଂ ସେଣ୍ଟର ଲାଗି ସୁନା ନଦୀ ପ୍ରଦୂଷିତ
ଯୋଡ଼ା, ୨୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଏକ ବେଆଇନ ସର୍ଭିସିଂ ସେଣ୍ଟର କରି ଲକ୍ଷ ଲକ୍ଷ ଲିଟର ପାଣି ନିଜ କାରବାରରେ ବ୍ୟବହାର କରିବା ସହିତ ସୁନା ନଦୀର ଜଳ ପ୍ରଦୂଷିତ କରୁଥିବା ଅଭିଯୋଗ ହୋଇଛି। ଯୋଡ଼ା ପୌରପାଳିକାର ୱାର୍ଡ...
ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା
ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ ମହିଳା ସୋମବାର ଏସ୍ପିଙ୍କ ନିକଟରେ ପହଞ୍ଚି ଚୋରାମଦ ବିକ୍ରି ସମ୍ପର୍କରେ ଅଭିଯୋଗ ଜଣାଇଛନ୍ତି।...
ଟିପ୍ପର ଓଲଟିଲା : ଚାଳକ ଗୁରୁତର
କେନ୍ଦୁଝର,୨୦ା୫(ସ୍ବ.ପ୍ର.):ପଳାଶପଙ୍ଗା-ବାମେବାରୀ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଯାତାୟାତ ଅସୁରକ୍ଷିତ ହୋଇପଡୁଛି। ସୋମବାର ଏକ ଟିପ୍ପର ମଲଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି।...
Archives


