ବାଲେଶ୍ୱର

ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା

ଖଇରା,୨୦।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁପାରୀ ଷ୍ଟେଟ୍‌ ବ୍ୟାଙ୍କ ଶାଖାର କର୍ମଚାରୀ ରାଜେଶ ବେହେରା(୩୮)। ରାଜେଶଙ୍କ...

ନିଖୋଜ ଯୁବକଙ୍କ ଦଗ୍ଧ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ବାରିପଦା ଅଫିସ,୨୦।୫: ଗୁରୁବାରଠାରୁ ନିଖୋଜ ଥିବା ରାକେଶ ନାୟକ ନାମକ ଜଣେ ଯୁବକଙ୍କ ଦଗ୍ଧ ମୃତଦେହକୁ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କେନ୍ଦୁମୁଣ୍ଡି ଗ୍ରାମ ନିକଟସ୍ଥ ନାଳ ନିକଟରୁ ରବିବାର ପୋଲିସ ଉଦ୍ଧାର କରିଛି। ସୁପରିକଳ୍ପିତ ଯୋଜନାକ୍ରମେ ତାଙ୍କୁ...

ଖୋଜିଲେ ମିଳିବ ବାଟ

ପଦ୍ମପୁର, ୨୦।୫(ଡି.ଏନ.ଏ.)- ଜଣେ ଗୃହିଣୀ ହୋଇଥିଲେ ବି ତାଙ୍କ ଇଚ୍ଛାଶକ୍ତି ଓ ଅଧ୍ୟବସାୟ ଆଗରେ ହାର୍‌ ମାନିଛି ଦାରିଦ୍ର୍ୟ। ପରିଶ୍ରମ ଓ ଚେଷ୍ଟା ତାଙ୍କୁ କରିଛି ସ୍ବାବଲମ୍ବୀ। ଧୂପକାଠି ପ୍ରସ୍ତୁତ କରି ସେ ଜଣେ ଗୃହିଣୀରୁ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି।...

ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା

ହାଟଡିହୀ, ୨୦। ୫(ଡି.ଏନ୍‌.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ଥାଇ ନ ଥିଲା...

ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ ଆଶ୍ରୟ ନେଇଥିଲେ। ସ୍ଥାନୀୟ ସାମାଜିକ କର୍ମୀ ପୋଲିସକୁ ସୂଚନା ଦେବା ପରେ ପୋଲିସ...

ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ

ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା ଯୋଗୁଁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି...

୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ...

ଓଡ଼ିଆ ସାହିତ୍ୟରେ ଅଳଙ୍କାର ଅତୁଳନୀୟ

ବାଲେଶ୍ୱର ଅଫିସ, ୨୦।୫- ଓଡ଼ିଆ ଭାଷା ସାହିତ୍ୟରେ ଆରମ୍ଭରୁ ଏଯାଏ ଅନେକ ପରୀକ୍ଷା ନିରୀକ୍ଷା ହୋଇଆସିଛି। ସୃଜନଶୀଳ ସ୍ରଷ୍ଟାମାନେ ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନି ଚାଳନାକରି ସାରସ୍ବତ ଭଣ୍ଡାରକୁ ସମୃଦ୍ଧ କରିଛନ୍ତି। ଆଗରୁ ଭାଷାଭିତ୍ତିକ କବିତା ‘ଏକପଦୀ’ ରଚିତ ହେଉଥିଲା।...

ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍‌

ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍‌ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ରାଜପଥ ସମ୍ପ୍ରସାରଣ ପ୍ରକଳ୍ପରେ ଚରମ୍ପାଠାରେ ଏହି ପୋଲ ନିର୍ମାଣ ସ୍ଥାନ...

ଖରିଫ ଧାନ ବିହନର ମୂଲ୍ୟ ବଢିଲା:ବିହନ ନିଗମ ଓ ଜିଲାକୃଷି ବିଭାଗ କଥାରେ ରହୁନି ତାଳମେଳ

ଭୋଗରାଇ, ୧୯।୫(ଡି.ଏନ.ଏ.)-ବାଲେଶ୍ୱରସ୍ଥିତ ଓଡ଼ିଶା ବିହନ ନିଗମ ପକ୍ଷରୁ ଏଥର ୨ଶହ ଟଙ୍କା ଦର ବଢାଇ ବିହନ ବିକ୍ରି କରାଯାଉଛି। ରବିବାର କେତେକ ଡିଲର ନିଗମ ଡିପୋରୁ ପୂର୍ବ ନିର୍ଦ୍ଧରିତ ଦର ୧୮ଶହ ଟଙ୍କା ପରିବର୍ତ୍ତେ ୨ହଜାର ଟଙ୍କା ଦେଇ ବିହନ...

୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା

ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର...

ମାଛ ଧରିବାକୁ ଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମ ଉପରସାହିର ଜଣେ ବ୍ୟକ୍ତି ଶନିବାର ପୂର୍ବାହ୍ନରେ ଘର ନିକଟ ବୈତରଣୀ ଘାଟକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ନିଖୋଜ ବ୍ୟକ୍ତି ହେଉଛନ୍ତି ଉକ୍ତ ଗ୍ରାମର ତ୍ରିଲୋଚନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri