ବାଲେଶ୍ୱର

ରାସ୍ତାରୁ ଦଶ ଫୁଟ ତଳକୁ ଖସି ଓଲଟିଲା ଆମ୍ବୁଲାନ୍ସ

ଉଦଳା,୧।୬(ଡି.ଏନ୍‌.ଏ.): ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ୧୦୮ ଆମ୍ବୁଲାନ୍ସ। ମୟୂରଭଞ୍ଜ ଜିଲା ଉଦଳା-କପ୍ତିପଦା ରାସ୍ତା ବାଉଁଶପାଳ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରୁ ଦଶ ଫୁଟ ତଳକୁ ଖସି ପଡ଼ିଥିଲା। ଏଥିରେ ଥିବା ୩ କର୍ମଚାରୀ ଅଳ୍ପକେ…

କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗର ଚଢ଼ାଉ

ବାଲେଶ୍ୱର ଅଫିସ,୧।୬: ବାଲେଶ୍ୱର ସହରରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଶନିବାର ପୂର୍ବାହ୍ନରେ ଫାୟାର ସେଫ୍ଟି ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ୧୦ରୁ ଅଧିକ ଟିମ୍‌ ବିଭିନ୍ନ ସ୍ଥାନରେ ଫାୟାର ସେଫ୍ଟି ନେଇ ତଦାରଖ କରିଛନ୍ତି। ଅପରପକ୍ଷରେ…

ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତଜଣଙ୍କ ହେଲେ…

ପ୍ରକଳ୍ପ ଭବିଷ୍ୟତ ଅନ୍ଧାରରେ : ୪ ବର୍ଷ ହେଲା ମତ୍ସ୍ୟ ଯାଅଁ।ଳ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦୁଝର, ୧।୬(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ମତ୍ସ୍ୟଚାଷର ବିକାଶ ଲାଗି ଭିତ୍ତିଭୂମି ଥିଲେ ମଧ୍ୟ ଏହାର ସଦୁପଯୋଗ କରାଯାଉ ନାହିଁ ା ଜିଲାରେ ଚାଷୀଙ୍କୁ ପ୍ରୋତ୍ସାହନ ଓ ସୁବିଧା ଯୋଗାଇବା ଲକ୍ଷ୍ୟରେ ପାଟଣା ବ୍ଲକର ମୂଷାଖୋରୀ, ତେଲକୋଇ, ଘଷିପୁରା ବ୍ଲକର ମଛାଳୋ, କେନ୍ଦୁଝର ସହରରେ…

ଭଙ୍ଗା ଯାଉନି ବିପଦସଙ୍କୁଳ ସ୍କୁଲ ଗୃହ

ତିହିଡ଼ି, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୁବେରା ପଞ୍ଚାୟତ ଇଟାଗଡ଼ି ପ୍ରାଥମିକ ସ୍କୁଲ ପରିସରରେ ଥିବା ଏକ ପୁରାତନ ସ୍କୁଲ ଗୃହ ବିପଦସଙ୍କୁଳ ହୋଇପଡ଼ିଛି। ଉକ୍ତ ଗୃହକୁ ଭଙ୍ଗାଯିବା ପାଇଁ ସ୍କୁଲ ପରିଚାଳନା କମିଟି ସଭାପତି…

ଏବେଠୁ ଚଳଚଞ୍ଚଳ ସାବିତ୍ରୀଆଡ଼ି

ବନ୍ତ, ୧।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତ ତୋଟାସାହିରେ ଥିବା ସାବିତ୍ରୀଆଡ଼ି ପୀଠ ଚଳଚଞ୍ଚଳ ହୋଇଉଠିଛି। ଆଉ ୨ ଦିନ ପରେ ସାବିତ୍ରୀ ଓଷା। ପ୍ରତିବର୍ଷ ସାବିତ୍ରୀ ବ୍ରତ ଦିନ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ…

କାଠ ଦେବ ନାହିଁ ବନ ବିଭାଗ : ଅଧାରୁ ଅଟକିଛି ରଥ ନିର୍ମାଣ

ଉଦଳା,୧ା୬ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ରଥଯାତ୍ରା ପାଇଁ କାଠ ଅଭାବରୁ ରଥ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ଏ ନେଇ ହଜାର ହଜାର ଜଗନ୍ନାଥପ୍ରେମୀଙ୍କ ମନରେ ହତାଶ ଭାବ ସୃଷ୍ଟି ହୋଇଛି। ରୀତିନୀତି…

‘ସୁସ୍ଥ ଜୀବନ ଲାଗି ତମାଖୁ ବର୍ଜନ କର’

ବାଲେଶ୍ୱର ଅଫିସ, ୧ା୬-ବାଲେଶ୍ୱର ଫକୀରମୋହନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ବିଶ୍ୱ ତମାଖୁ ବର୍ଜନ ଦିବସ ଜାତୀୟ ସେବା ଯୋଜନା ତରଫରୁ ଶୁକ୍ରବାର ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ମିନତି ସେଠୀ ଏହାକୁ ଉଦ୍‌ଘାଟନ କରି ସୁସ୍ଥ ଜୀବନଯାପନ ପାଇଁ ତମାଖୁ…

ଧସୁଛି ରାସ୍ତା, ଆଡ଼ିବନ୍ଧ: ବିପଦରେ ୪ ଗାଁ

ବାଲେଶ୍ୱର ଅଫିସ, ୧।୬-ବୁଢ଼ାବଳଙ୍ଗ ନଦୀଗର୍ଭକୁ ଧସି ପଡୁଛି ଆଡ଼ିବନ୍ଧ ସହ ରାସ୍ତା। ବିପଦରେ ୪ଖଣ୍ଡ ଗଁାର ବାସିନ୍ଦା। ଜିଲା ଗ୍ରାମ୍ୟ ଉନ୍ନୟନ ଓ ଜଳସେଚନ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଦୀର୍ଘ ୭ ବର୍ଷ ଧରି ରାସ୍ତା ଓ ଆଡିବନ୍ଧର ସୁରକ୍ଷା…

ନିମ୍ନମାନର ରାସ୍ତା ନିର୍ମାଣକୁ ବିରୋଧ: ଠିକାଦାରଙ୍କୁ ଘେରିଲେ ଗ୍ରାମବାସୀ

ବନ୍ତ, ୩୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଡତିରା ପଞ୍ଚାୟତ ପରମାନନ୍ଦପୁରଠାରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ରାସ୍ତାକାମକୁ ବିରୋଧ କରି ଶୁକ୍ରବାର ଗ୍ରାମବାସୀ ସମ୍ପୃକ୍ତ ଠିକାଦାରଙ୍କୁ ଘେରିଥିଲେ। ଏହି ରାସ୍ତା ଉପରେ…

ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଗିରଫ

ଭୋଗରାଇ,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା କମର୍ଦା ଥାନା ଅଧୀନ କମର୍ଦା ବଜାରରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଜଣେ ସ୍ବାମୀ ସ୍ତ୍ରୀଙ୍କୁ ଧାରୁଆ ଛୁରୀରେ ଆକ୍ରମଣ କରି ହତ୍ୟା କରିଥିବା ସୂଚନା ମିଳିଛି।…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ପୂରିଲା ୪ ମାସ : ସରକାରୀ ମାନ୍ୟତା ପାଇନି ମୟୂରଭଞ୍ଜ ଆୟୁର୍ବେଦିକ କଲେଜ

ବାରିପଦା ଅଫିସ,୩୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜାନୁୟାରୀ ୩୦ ତାରିଖରେ ବାରିପଦା ଗସ୍ତରେ ଆସିଥିଲେ। ସେହି ସମୟରେ ବାରିପଦା ତକତପୁରସ୍ଥିତ ମୟୂରଭଞ୍ଜ ଆୟୁର୍ବେଦିକ କଲେଜକୁ ସରକାର ନିଜ ହାତକୁ ନେବାକୁ ବିଚାର କରୁଥିବା ଘୋଷଣା କରିଥିଲେ। ଇତିମଧ୍ୟରେ ୪ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?