ବାଲେଶ୍ୱର

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ବାଲେଶ୍ୱରରୁ ରେମୁଣା ଓ ଏନଏଚ-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।…

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ ହୋଇଗଲାଣି ଫେରିବାର ନାଁ ନାହିଁ। ତିନି ଝିଅ ଓ ରୋଗିଣା ସ୍ତ୍ରୀ କଥା ଯେମିତି…

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ…

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬ ମିଟର ରହିଥିବା ବେଳେ ରବିବାର ସକାଳ ୬ ଟା…

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ ଜାଲରେ ଇଲିସି ଧରାପଡୁଛନ୍ତି। ମାଛ ଖାଉଥିବା ଲୋକଙ୍କ ଇଲିସି ପ୍ରତି ଦୁର୍ବଳତା ରହିଥିବାବେଳେ ସମୁଦ୍ରରେ…

ସୁଭଦ୍ରା ଯୋଜନା ଫର୍ମ ପାଇଁ ଯାଉଥିଲେ ମହିଳା, ପଛପଟୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଭୋଗରାଇ, ୯l୯ (ପ୍ରଦୀପ ଦାସ): ସୁଭଦ୍ରା ଯୋଜନାର ଆବେଦନ ଫର୍ମ ଲାଗି ରାସ୍ତାରେ ଯାଉଥିବାବେଳେ ଜଣେ ମହିଳାଙ୍କ ଜୀବନ ଯାଇଛି। ପଛପଟରୁ ପରିବା ବୋଝେଇ ବାଇକ ଆରୋହୀ ଜୋରରେ ଧକ୍କା ଦେବାରୁ ମହିଳା ଛିଟିକି ପଡିଥିଲେ। ରାସ୍ତାରେ ପଡିଯିବାରୁ ମୁଣ୍ଡଫାଟି ରକ୍ତସ୍ରାାବ…

ଚମକ ହରାଉଛି ଶାମୁକା

ସମୁଦ୍ରରେ ଜୁଆର ଆସିଲେ କୂଳକୁ ଭାସିଆସେ ଶାମୁକା। ଜୁଆର ଫେରିଗଲେ ଆଉ ସେହିସବୁ ଶାମୁକା ବେଳାଭୂମିରେ ପଡ଼ିରହେ। ସକାଳର ସୂର୍ଯ୍ୟକିରଣରେ ଶାମୁକା ସବୁ ଚକ୍‌ ଚକ୍‌ କରି ଚମକି ଉଠେ। ଏଭଳି ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ସେଇ ମୁହୂର୍ତ୍ତକୁ ପର୍ଯ୍ୟଟକମାନେ…

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବାଲିଆପାଳ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ଅଧୀନ ରେମୁ-୨ ଅଙ୍ଗନଓ୍ବାଡି…

ତନିସ୍କ ପକ୍ଷରୁ ବାରିପଦାରେ ଭବ୍ୟ ଷ୍ଟୋରର ଶୁଭାରମ୍ଭ

ବାରିପଦା,୬ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ଟାଟାର ଅଂଶ ତଥା ଭାରତର ସର୍ବବୃହତ୍‌ ଗହଣା ଖୁଚୁରା ବ୍ରାଣ୍ଡ୍‌ ତନିସ୍କ ପକ୍ଷରୁ ଓ ୧୭ତମ ମୟୂରଭଞ୍ଜ ଜିଲା ବାରିପଦାରେ ଏହାର ଭବ୍ୟ ଷ୍ଟୋରର ଶୁଭାରମ୍ଭ କରାଯାଇ କମ୍ପାନି ନିଜ ଖୁଚୁରା ଉପସ୍ଥିତିର ବିସ୍ତାର କରିଛି ।…

ମଦ ବୋଝେଇ ସ୍କର୍ପିଓରେ ନିଆଁ ଲଗାଇ ଦେଲେ ଲୋକେ

ସିମୁଳିଆ,୫।୯(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୨କି.ମି. ଦୂର ୧୬ନମ୍ବର ଜାତୀୟ ରାଜପଥର ଭଗିଆ ଗାଁ ନିକଟରେ ଗୁରୁବାର ରାତିରେ ଏକ ମଦ ବୋଝେଇ ସ୍କର୍ପିଓ କାରକୁ ଲୋକ ନିଆଁ ଲଗାଇ ଜାଳି ଦେଇଛନ୍ତି। ଅପରପକ୍ଷେ ସିମୁଳିଆ ପୋଲିସ କାରରେ…

ସୁଭଦ୍ରା ଯୋଜନା: ଶେଷ ମୁହୂର୍ତ୍ତରେ ଆଧାର ସଂଶୋଧନ ପାଇଁ ଜନସେବା କେନ୍ଦ୍ରରେ ବିଶୃଙ୍ଖଳା

ସୋର,୪।୯(ଜନ୍ମେଜୟ ମିଶ୍ର): ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍ ଯୋଜନା ‘ସୁଭଦ୍ରା ଯୋଜନା’ ଶହ ଶହ ମହିଳାଙ୍କୁ ଆଧାର କାର୍ଡ ଅପଡେଟ୍ / ସଂଶୋଧନ କରିବା ପାଇଁ ଆଧାର ସେବା କେନ୍ଦ୍ର କିମ୍ବା ଜନସେବା କେନ୍ଦ୍ରକୁ ଦୌଡ଼ିବାକୁ ବାଧ୍ୟ କରିଛି। ଶେଷ ମୁହୂର୍ତ୍ତରେ ଜନସେବା…

୩ ମାସ ତଳେ କରିଥିଲେ ବିବାହ, ଘରୁ ମିଳିଲା ଝୁଲନ୍ତା ମୃତଦେହ: ନବବଧୂଙ୍କ ବାପା ଆଣିଲେ ସାଂଘାତିକ ଅଭିଯୋଗ

ଖଇରା,୩।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଗଡପୋଖରୀ ପଞ୍ଚାୟତ ଅଧୀନ ତେନ୍ତଳାଗଡିଆ ଗ୍ରାମରେ ମାତ୍ର ୩ ମାସ ତଳେ ବିବାହ କରିଥିବା ଜଣେ ନବବଧୂଙ୍କ ମୃତଶରୀରକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯିବା ଘଟଣା ସମଗ୍ର ଖଇରା ଅଞ୍ଚଳରେ ଆଲୋଡନ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri