ବିଲ ଭିତରକୁ ଓଲଟି ପଡ଼ିଲା ବୋଲେରୋ
କୋଳିମାଟି,୧୯ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ରହିଥିବା ଗୋହିରା ଛକ ଉଭରବ୍ରିଜ ପଛକୁ ରବିବାର ପୂର୍ବାହ୍ନରେ ଘଟଗାଁ ପଟରୁ ଆସୁଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡ଼ିଛି। ସୂଚନା...
ପାଟଣାର ପୂର୍ବତନ ବିଧାୟକ ରାମରାୟ ଗୁରୁତର
ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା ବାର୍ଦ୍ଧକ୍ୟ ଜନିତ ରୋଗର ଶିକାର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା...
୧୩ ଦିନରେ ହାଟଡ଼ିହୀ ଅଞ୍ଚଳର ୩ଜଣଙ୍କୁ ମାରିଲାଣି ହାତୀ: ଖୋଜିଖୋଜି ନାକେଦମ ହେଲାଣି ବନବିଭାଗ
ହାଟଡ଼ିହୀ,୧୯।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଞ୍ଚଳରେ ୧୩ ଦିନ ମଧ୍ୟରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବନବିଭାଗ ଓ ପ୍ରଶାସନ ଲାଗି ଏହା ଚିନ୍ତାର କାରଣ ପାଲଟିଲାଣି।...
ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍ଏଚ୍ଆର୍ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି
ହାଟଡ଼ିହୀ,୧୯।୫(ଡି.ଏନ୍.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ମଧ୍ୟ କୁଶଟିକିରି ଗ୍ରାମର ଖୁଖା ଖଣ୍ଡେଇ(୫୪)ଙ୍କର ମଧ୍ୟ...
ମୟୂରଭଞ୍ଜର ୫ ବୁଥ୍ରେ ଚାଲିଛି ସାନି ମତଦାନ
ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍-ଭୁଗୁଡ଼ାକଟା, ୧୯ନଂ ବୁଥ୍-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍ ନଂ-୨୪୮-ଅଠାପଡ଼ା, ବଡ଼ସାହି ବ୍ଲକର ୧୬୬ନଂ ବୁଥ୍-ଖନୁଆ(୨) ଏବଂ ବାଙ୍ଗିରିପୋଷୀ ବିଧାନସଭା ନିର୍ବାଚନମଣ୍ଡଳୀର...
ଅନ୍ୟ ଜାତିରେ ବିବାହ କରିଥିବାରୁ ସାମାଜିକ ବାସନ୍ଦ: ଗଛମୂଳେ ଆଶ୍ରୟ ନେଇଛନ୍ତି ବାପା,ଝିଅ
ଢେଙ୍କିକୋଟ,୧୯ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମନୋହରପୁର ପଞ୍ଚାୟତ ଖଜୁରି ଜିଆଣି ଗାଁ ା ସେହି ଗାଁର ନାଭ ନାୟକଙ୍କ ସାନପୁଅ ବାଇଧର (୪୨) ଗତ ୧୫ ବର୍ଷ ହେବ ଘର ଛାଡ଼ି ରୋଜଗାର ଅନ୍ବେଷଣରେ ରାଜ୍ୟ ବାହାରକୁ ଚାଲିଯାଇଥିଲେ।...
ଜଜାଙ୍ଗ ଖଣିରେ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ: ଡକାୟତି ଉଦ୍ୟମ, ୪ ଗିରଫ
ଯୋଡ଼ା, ୧୯।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ ଖଣିର ରେଳ ସାଇଡିଂରେ କାର୍ଯ୍ୟରତ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରି ଡକାୟତି ଉଦ୍ୟମ ଅଭିଯୋଗରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗୁରୁବାର ବିଳମ୍ବିତ ରାତିରେ ଉକ୍ତ ରେଳସାଇଡିଂରେ କାର୍ଯ୍ୟରତ ସୁରକ୍ଷାକର୍ମୀ ପ୍ରେମନାଥ...
କାମରେ ଲାଗୁନି ସ୍ଲଟର ହାଉସ
କେନ୍ଦୁଝର, ୧୯ା୫ (ସ୍ବ.ପ୍ର.)-କେନ୍ଦୁଝର ସହରରେ ଏଣେତେଣେ ମାଂସ ଓ ମାଛ ଦୋକାନ ଖୋଲିଥିବାରୁ ସହରର ପରିବେଶ ପ୍ରଦୂଷିତ ହେବାକୁ ଲାଗିଛି ା ଏହାର ପ୍ରତିକାର କରିବା ସହ ସହ ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସହର...
ଆଖଣ୍ଡଳମଣିଙ୍କ ପାଇଁ ଆସିଲା ଲଗ୍ନ ଚିଟାଉ
ଆରଡ଼ି, ୧୯।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଉତ୍ସବମୁଖର ରହିଥିଲା। ଆସନ୍ତା ଜୁନ୍ ୭ ତାରିଖରେ ଦେବଦେବ ମହାଦେବଙ୍କ ବିବାହ ସକାଶେ ଲଗ୍ନ ଧରା କାର୍ଯ୍ୟକ୍ରମ ଥିବାରୁ ସେବାୟତ ଓ ଭକ୍ତ ଉତ୍ସାହିତ...
ସରିଲା ଲଗ୍ନଧରା: ୩୦ରେ ଟୁସୁ – ଶଙ୍କରଙ୍କ ବିବାହ
ବାଲେଶ୍ୱର ଅଫିସ, ୧୯।୫-ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ପକ୍ଷରୁ ଚଳିତବର୍ଷ ଟୁସୁ ଓ ଶଙ୍କରଙ୍କର ଲଗ୍ନଧରା ଶ୍ୟାମସୁନ୍ଦର ମନ୍ଦିର ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଶହେରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ରହି କନ୍ୟାକୁ ଆଶୀର୍ବାଦ...
ନାବାଳିକା ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ୍
ବାଲେଶ୍ୱର ଅଫିସ, ୧୯।୫(ଡି.ଏନ.ଏ.)-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ସ୍ବତନ୍ତ୍ର ବିଚାରପତି ପୋକ୍ସୋ ଅଜନ୍ତା ଷଡଙ୍ଗୀ ଶନିବାର ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦଣ୍ଡସ୍ବରୂପ ଦୋଷୀଙ୍କୁ ୧୦ ବର୍ଷ ଜେଲ୍ ସହ ୫ ହଜାର...
ବାରମ୍ବାର ଘଟୁଛି ଦୁର୍ଘଟଣା, ଅସୁରକ୍ଷିତ ଖଣି ଅଞ୍ଚଳ
କେନ୍ଦୁଝର, ୧୮ା୫ (ସ୍ବ.ପ୍ର.)-ସରକାରଙ୍କ ଓଡିଶା ଖଣି ନିଗମ ଅଧୀନ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏହା ଅସୁରକ୍ଷିତ ହୋଇପଡ଼ିଛି। ଉପଯୁକ୍ତ ତଦାରଖର ଅଭାବରୁ ଖଣି ଅଞ୍ଚଳର ରାସ୍ତାଘାଟ ଅସୁରକ୍ଷିତ ହୋଇଥିବାରୁ ଏଭଳି ବାରମ୍ବାର ଦୁର୍ଘଟଣା ଘଟୁଥିବା ଅଭିଯୋଗ...
Archives


