ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା
ହାଟଡିହୀ, ୨୦। ୫(ଡି.ଏନ୍.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ଥାଇ ନ ଥିଲା ପରି…
ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ
କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ ଆଶ୍ରୟ ନେଇଥିଲେ। ସ୍ଥାନୀୟ ସାମାଜିକ କର୍ମୀ ପୋଲିସକୁ ସୂଚନା ଦେବା ପରେ ପୋଲିସ ସ୍ଥାନୀୟ…
ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ
ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା ଯୋଗୁଁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି…
୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ
ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ ଶତାଧିକ…
ଓଡ଼ିଆ ସାହିତ୍ୟରେ ଅଳଙ୍କାର ଅତୁଳନୀୟ
ବାଲେଶ୍ୱର ଅଫିସ, ୨୦।୫- ଓଡ଼ିଆ ଭାଷା ସାହିତ୍ୟରେ ଆରମ୍ଭରୁ ଏଯାଏ ଅନେକ ପରୀକ୍ଷା ନିରୀକ୍ଷା ହୋଇଆସିଛି। ସୃଜନଶୀଳ ସ୍ରଷ୍ଟାମାନେ ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନି ଚାଳନାକରି ସାରସ୍ବତ ଭଣ୍ଡାରକୁ ସମୃଦ୍ଧ କରିଛନ୍ତି। ଆଗରୁ ଭାଷାଭିତ୍ତିକ କବିତା ‘ଏକପଦୀ’ ରଚିତ ହେଉଥିଲା। ବର୍ତ୍ତମାନ…
ଚରମ୍ପାରେ ହେବ ଫ୍ଲାଏଓଭର ବ୍ରିଜ୍
ଭଦ୍ରକ ଅଫିସ, ୧୯।୫ – ଭଦ୍ରକ ଜିଲା ଚରମ୍ପାରେ ଫ୍ଲାଏଓଭର ବ୍ରିଜ୍ ନିର୍ମାଣ ହେବ। ଜାତୀୟ ରାଜପଥ ପ୍ରାଧିକରଣର କର୍ତ୍ତୃପକ୍ଷ ନିକଟରେ ଏନେଇ କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ରାଜପଥ ସମ୍ପ୍ରସାରଣ ପ୍ରକଳ୍ପରେ ଚରମ୍ପାଠାରେ ଏହି ପୋଲ ନିର୍ମାଣ ସ୍ଥାନ ଦିଆଯାଇଛି।…
ଖରିଫ ଧାନ ବିହନର ମୂଲ୍ୟ ବଢିଲା:ବିହନ ନିଗମ ଓ ଜିଲାକୃଷି ବିଭାଗ କଥାରେ ରହୁନି ତାଳମେଳ
ଭୋଗରାଇ, ୧୯।୫(ଡି.ଏନ.ଏ.)-ବାଲେଶ୍ୱରସ୍ଥିତ ଓଡ଼ିଶା ବିହନ ନିଗମ ପକ୍ଷରୁ ଏଥର ୨ଶହ ଟଙ୍କା ଦର ବଢାଇ ବିହନ ବିକ୍ରି କରାଯାଉଛି। ରବିବାର କେତେକ ଡିଲର ନିଗମ ଡିପୋରୁ ପୂର୍ବ ନିର୍ଦ୍ଧରିତ ଦର ୧୮ଶହ ଟଙ୍କା ପରିବର୍ତ୍ତେ ୨ହଜାର ଟଙ୍କା ଦେଇ ବିହନ କିଣିଥିବା…
୩ ଦିନ ପରେ ଗଣତି, ବଢୁଛି ଉତ୍କଣ୍ଠା
ବାଲେଶ୍ୱର ଅଫିସ, ୧୯।୫-ଭୋଟ ଗଣତି ଦିନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ସେମାନେ ଆଶା, ଆଶଙ୍କାରେ ରହି ଦିନ ବିତାଉଛନ୍ତି। ଏଥର ସାଧାରଣ ନିର୍ବାଚନର ଫଳାଫଳ ଉଭୟ ରାଜ୍ୟ ଓ କେନ୍ଦ୍ର ପାଇଁ…
ମାଛ ଧରିବାକୁ ଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମ ଉପରସାହିର ଜଣେ ବ୍ୟକ୍ତି ଶନିବାର ପୂର୍ବାହ୍ନରେ ଘର ନିକଟ ବୈତରଣୀ ଘାଟକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ନିଖୋଜ ବ୍ୟକ୍ତି ହେଉଛନ୍ତି ଉକ୍ତ ଗ୍ରାମର ତ୍ରିଲୋଚନ ନାଏକଙ୍କ…
ବିଲ ଭିତରକୁ ଓଲଟି ପଡ଼ିଲା ବୋଲେରୋ
କୋଳିମାଟି,୧୯ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ନଂ ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ରହିଥିବା ଗୋହିରା ଛକ ଉଭରବ୍ରିଜ ପଛକୁ ରବିବାର ପୂର୍ବାହ୍ନରେ ଘଟଗାଁ ପଟରୁ ଆସୁଥିବା ଏକ ବୋଲେରୋ ଭାରସାମ୍ୟ ହରାଇ ବିଲ ଭିତରକୁ ଓଲଟି ପଡ଼ିଛି। ସୂଚନା ଅନୁଯାୟୀ,…
ପାଟଣାର ପୂର୍ବତନ ବିଧାୟକ ରାମରାୟ ଗୁରୁତର
ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା ବାର୍ଦ୍ଧକ୍ୟ ଜନିତ ରୋଗର ଶିକାର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର…
୧୩ ଦିନରେ ହାଟଡ଼ିହୀ ଅଞ୍ଚଳର ୩ଜଣଙ୍କୁ ମାରିଲାଣି ହାତୀ: ଖୋଜିଖୋଜି ନାକେଦମ ହେଲାଣି ବନବିଭାଗ
ହାଟଡ଼ିହୀ,୧୯।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଞ୍ଚଳରେ ୧୩ ଦିନ ମଧ୍ୟରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବନବିଭାଗ ଓ ପ୍ରଶାସନ ଲାଗି ଏହା ଚିନ୍ତାର କାରଣ ପାଲଟିଲାଣି। ହାତୀକୁ…
Archives


