ବାଲେଶ୍ୱର

ବାସୁଦେବପୁର ବ୍ଲକ ଜିଆର୍‌ଏସ୍‌ଙ୍କୁ ମରଣାନ୍ତକ ଆକ୍ରମଣ: ଆକ୍ରମଣକାରୀ ମହିଳାଙ୍କୁ ପିଟିଲେ ଗ୍ରାମବାସୀ

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ କାର୍ଯ୍ୟରତ ଜିଆର୍‌ଏସ୍‌ ଲମ୍ବୋଦର ଦାସଙ୍କୁ ମଙ୍ଗଳବାର ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କର ଜଣେ ପଡୋଶୀ ମହିଳା ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଗୁୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲକୁ ପଠାଯାଇଛି।…

ଯୋଗାଣ ସାମଗ୍ରୀରେ ଅନିୟମିତତା, ତଦନ୍ତ ଦାବି

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳି ପଞ୍ଚାୟତରେ ଯୋଗାଣ ସାମଗ୍ରୀ ବଣ୍ଟନରେ ଅନିୟମିତତା ହେଉଥିବା କେତେକ ହିତାଧିକାରୀ ଅଭିଯୋଗ ଆଣିଛନ୍ତି। ଏହି ପଞ୍ଚାୟତରେ ସ୍ବୟଂସହାୟକ ଗୋଷ୍ଠୀ ମାଧ୍ୟମରେ ହିତାଧିକାରୀଙ୍କୁ ଯୋଗାଣ ସାମଗ୍ରୀ ବଣ୍ଟନ ହୋଇଥାଏ। ମାତ୍ର କେତେକ ହିତାଧିକାରୀଙ୍କୁ ଯୋଗାଣ…

ହିତାଧିକାରୀଙ୍କୁ ଅନୁଦାନ ମିଳିବାରେ ବିଳମ୍ବ: ଅସନ୍ତୋଷ ପ୍ରକାଶ କଲେ ହାଟଡ଼ିହୀ ବିଡିଓ

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଓରାଳୀ ପଞ୍ଚାୟତରେ ପାଇଖାନା ନିର୍ମାଣ କରିସାରିବା ପରେ ସରକାରୀ ଯୋଜନାରେ ହିତାଧିକାରୀଙ୍କୁ ଧାର୍ଯ୍ୟ ଅନୁଦାନ ପ୍ରଦାନ କରିବାରେ ବିଳମ୍ବ ଘଟୁଥିବାରୁ ବିଡିଓ ସୁଶାନ୍ତ କୁମାର ବାରିକଙ୍କ ନିକଟରେ ଅଭିଯୋଗ ହୋଇଛି । ସମ୍ପୃକ୍ତ ବିଭାଗୀୟ…

ସବର୍ଣ୍ଣ, ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଦିନ ବିତିଥିଲେ ସୁଦ୍ଧା ଗିରଫ ହୋଇପାରିଲେନି ଅଭିଯୁକ୍ତ, ଚଢ଼ାଉ ଜାରି

ହାଟଡିହୀ,୨୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସବର୍ଣ୍ଣ ଓ ଅସବର୍ଣ୍ଣଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା ଏଥିରେ ସବର୍ଣ୍ଣ ସାହିର ପ୍ରସନ୍ନ ନାୟକ ଗୁରୁତର ଆହତ ହୋଇ କଟକରେ ଚିକିତ୍ସିତ ହେଉଛନ୍ତି । ଘଟଣାକୁ…

ଡମ୍ପର ଧକ୍କାରେ ଅଙ୍ଗନଓ୍ବାଡି ଛାତ୍ରୀଙ୍କ ଜୀବନଗଲା

ବନ୍ତ,୨୯ା୫(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ଆଗରପଡ଼ା-କୁପାରୀ ରାସ୍ତାର କାଣ୍ଡବା ପୋଲ ନିକଟସ୍ଥ ପେଟ୍ରୋଲ ଟାଙ୍କି ଛକ ନିକଟରେ ବୁଧବାର ସକାଳ ସାଢ଼େ ୬ଟାରେ ଏକ ଡମ୍ପର ଧକ୍କାରେ ଜଣେ ଅଙ୍ଗନଓ୍ବାଡି ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ବେଉସା ପରିବା ବିକ୍ରି, ନିଶା ପାଲା ଗାୟକ

କେନ୍ଦୁଝର, ୩୦ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ)-ପାଲା ଗାୟକ ଭାବେ ସ୍ଥାନୀୟ ଗମ୍ଭାରିଆ ଗ୍ରାମର ଉମାକାନ୍ତ ପାତ୍ର ବେଶ୍‌ ପରିଚିତ। ପାଲା ହେଉଛି ତାଙ୍କର କଳା, କିନ୍ତୁ ବେଉସା ପରିବା ବିକିବା। ବୟସ ପ୍ରାୟ ୫୨ ହେବ। ୧୯୮୭ ମସିହାରୁ ପାଲା ଗାୟକ…

ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ: ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୯।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇ କାରବାରର ମୁଖ୍ୟ ଅଭିଯୁକ୍ତ ତିହିଡ଼ି ଆରସା ଗ୍ରାମର ଦେବୀପ୍ରସାଦ ପଣ୍ଡା ଓରଫ୍‌…

ବେଆଇନ ବାଲି ଚାଲାଣ:ଜେସିବି ସମେତ ୭ ଟ୍ରାକ୍ଟର ଜବତ

ଜଳେଶ୍ୱର, ୨୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଶିଖରପୁର, ଅଗ୍ରୱାଲାଛକ, ତେଗଡ଼ିଆ, ପଢ଼ିଆରିପୁର ଓ ପଞ୍ଚୁଘଣ୍ଟା ଆଦି ସୁବର୍ଣ୍ଣରେଖା ନଦୀର ବିଭିନ୍ନ ବାଲି ଉତ୍ସରୁ ବେଆଇନ ଭାବେ ବାଲି ଉତ୍ତୋଳନ କରାଯାଇ ଡମ୍ପଂ କରି ରଖାଯାଉଛି। ଉକ୍ତ ସ୍ଥାନରୁ ଦୈନିକ ଶହ…

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାଲେଶ୍ୱର ଅଫିସ, ୨୯।୫(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଦୀର୍ଘ ଦୁଇ ଦଶନ୍ଧି ଧରି ଗତିପଥ ବଦଳାଉଥିବାରୁ ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତର କାଠପାଳ, ଜଗନ୍ନାଥପୁର, ମାଣିକୁଲା ଓ ନଲକୁଲ ଗ୍ରାମ ପ୍ରତି ବିପଦ ଦେଖାଦେଇଛି। ଜନବସତି…

କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ

କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ ସେଲସିୟସ…

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଞ୍ଜଦତ୍ତ ପତି ଏହି ସୂଚନା…

ସରିଲା ଲଗ୍ନଧରା,କନ୍ୟା ଘରକୁ ଗଲା ଚିଟାଉ

ତିହିଡ଼ି, ୨୮।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାରେ ଶୀତଳଷଷ୍ଠୀ ପର୍ବ ପାଳନ ସାଂସ୍କୃତିକ ଜୀନଧାରାରେ ଏକ ଅବିଚ୍ଛେଦ ଅଙ୍ଗ ପାଲଟିଛି। ଏହି ପର୍ବ ଲାଗି ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଜୋର ଧରିଛି। ତିହିଡ଼ର ପ୍ରସିଦ୍ଧ ବାବା ସ୍ବପ୍ନେଶ୍ୱର ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?