ବାଲେଶ୍ୱର

ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରଥମ ରାଉଣ୍ଡରେ ୧୭୦୬ ଭୋଟରେ ଆଗୁଆ ଥିବା ଜଣାପଡିଛି l ପ୍ରଥମ ରାଉଣ୍ଡରେ ବିଜେଡି ୪୩୪୨ ଭୋଟ ପାଇଥିବା ବେଳେ ଭାଜପା ୨୬୩୬ଭୋଟ ପାଇଥିବା ଜଣାପଡ଼ିଛି। ସେହିପରି କଂଗ୍ରେସ ପାଖକୁ ୫୩୩ ଭୋଟ…

ମୟୂରଭଞ୍ଜ ଲୋକ ସଭାରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଲୋକ ସଭା ଆସନରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ପ୍ରଥମ ରାଉଣ୍ଡ ଗଣତି ପରେ ୧୩୮୭ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ବାଙ୍ଗିରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ୬୬୭ ଭୋଟରେ ଆଗୁଆ ଥିବା…

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୧୫୨୪ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ୧୨୪୧ ଏବଂ ଭାଜପାର ପୃଥ୍ବୀରାଜ…

ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି ବିଦ୍ୟୁତ୍‌…

ମୟୂରଭଞ୍ଜରେ ୯ଟା ସୁଦ୍ଧା ଆରମ୍ଭ ହୋଇନି ଗଣତି : ଜଳଖିଆ ପାଇଁ ଉତ୍ତେଜନା

ବାରିପଦା ଅଫିସ,୨୩ା୫: ମୟୂରଭଞ୍ଜ ଜିଲାର ୪ଟି ଭୋଟ ଗଣତି କେନ୍ଦ୍ରରେ ସକାଳ ୯ ଟା ସୁଦ୍ଧା ଆରମ୍ଭ ହୋଇ ପାରିନି ଭୋଟ ଗଣତି । ସକାଳ ୮ ଟାରେ ଭୋଟ ଗଣତି ପାଇଁ ସମୟ ଧାର୍ଯ୍ୟ କରାଯାଇଥିବାବେଳେ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ…

୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷା

ଭଦ୍ରକ ଅଫିସ,୨୩ା୫: ଗୁରୁବାର ୪୭ ପ୍ରତିଦ୍ୱନ୍ଦୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ନିର୍ଣ୍ଣୟ ହେବ। ୫ ବିଧାନସଭା ଓ ଗୋଟିଏ ଲୋକସଭା ପାଇଁ ପ୍ରାର୍ଥୀ ଚୂଡାନ୍ତ ହେବ। ନିର୍ବାଚନ ମଇଦାନରେ ଓହ୍ଲାଇଥିବା ସମସ୍ତ ୪୭ ପ୍ରତିଦ୍ୱନ୍ଦୀଙ୍କ ହୃଦସ୍ପନ୍ଦନ ବଢିବାରେ ଲାଗିଛି। କାହା ମୁଣ୍ଡରେ…

କଡା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା ସୁରକ୍ଷା ବଳୟ ମଧ୍ୟରେ ଆରମ୍ଭ ହୋଇଛି। ଜିଲା ସଂସ୍କୃୃତି ଭବନ ପରିସରରେ ପ୍ରଥମେ ପୋଷ୍ଟାଲ…

ବୁଡ଼ି ଯାଉଛି ପୁରୁଣା ବୃତ୍ତି

ବନ୍ତ,୨୩।୫(ଡି.ଏନ୍‌.ଏ.) – ପରିଶ୍ରମ ତୁଳନାରେ ପାରିଶ୍ରମିକ ମିଳୁ ନ ଥିଲେ ବି ଅନେକ ଗ୍ରାମୀଣ କଳାକାର ପୁରୁଣା ବୃତ୍ତିକୁ ନେଇ ଜିଇବା ଲାଗି ସଂଘର୍ଷ ଜାରି ରଖିଛନ୍ତି। ଆଗରୁ ଭଦ୍ରକ ଜିଲା ବନ୍ତ ଅଞ୍ଚଳରେ ଅନେକ କୁମ୍ଭକାର ମାଟି ସାମଗ୍ରୀ ପ୍ରସ୍ତୁତ…

ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି: ଥଇଥାନ ହୋଇ ପାରୁନାହାନ୍ତି ୪୦ ବ୍ୟବସାୟୀ

ତିହିଡ଼ି, ୨୩।୫(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧା ପଞ୍ଚାୟତରେ ମାର୍କେଟ କମ୍ପ୍ଲେକ୍ସ ଉଦ୍‌ଘାଟନକୁ ୩ବର୍ଷ ବିତିଲାଣି। ଏଯାଏ ଏହାକୁ ବ୍ୟବହାର ଉପଯୋଗୀ କରାଯାଇ ନାହିଁ। ଏ ନେଇ ବ୍ୟବସାୟୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ପାଳିଆ ହାଟରୁ ଉଚ୍ଛେଦ ହୋଇଥିବା ୪୦…

‘ପିଲାଙ୍କ ମନ ଜିଣିବା ଖୁସି ନିଆରା’

(ଦୀପ୍ତିରଞ୍ଜନ ନାୟକ) ଆରଡି, ୨୩।୫ (ଡି.ଏନ.ଏ.)- ହସହସ ମୁହଁ। ହାତରେ ଡମ୍ବରୁ। ମୁଣ୍ଡରେ ଧଳାଟୋପି ା କମରରେ ଭିଡ଼ା ହୋଇଥିବ ଗାମୁଛା। ଏଭଳି ନିଆରା ବେଶଭୂଷାରେ ୪୦ବର୍ଷ ଧରି ସବୁ ପିଲାଙ୍କ ମନ ଜିଣି ଆଇସକ୍ରିମ ବିକି ପରିବାର ଚଳାଉଛନ୍ତି ନାରାୟଣ…

ପରିତ୍ୟକ୍ତ ସ୍ଲୁଇସ୍‌ ଗେଟ, ନଦୀ ପଡ଼ିଛି ଶୁଖିଲା

ଧାମନଗର, ୨୩।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ନଈନାଳ ଘେରା ଧାମନଗର ବ୍ଲକରେ ଜଳସେଚନ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ଲାଗି ନଦୀରେ ଚେକ୍‌ ଡ୍ୟାମ, ସ୍ଲୁଇସ ଗେଟ ନିର୍ମାଣ କରାଯାଇଥିଲେ ମଧ୍ୟ ଏସବୁ ଯୋଜନା ଫେଲ୍‌ ମାରିଛି। ରକ୍ଷଣାବେକ୍ଷଣ ଅଭାବରୁ ଜଳସେଚନ…

ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ ରହୁଥିବା କିଶୋରଚନ୍ଦ୍ର ପାତ୍ରଙ୍କ ୧୩ବର୍ଷର ନାବାଳିକା ଝିଅ ମୋନାଲିସା ପାତ୍ର ବୁଧବାର ସକାଳ ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri