ଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠଙ୍କୁ ସହାୟତା
ବାଲେଶ୍ୱର ଅଫିସ, ୩୦।୪-ଚଳିତ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଦିବ୍ୟାଙ୍ଗ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ମତଦାନରେ ଛାତ୍ର ସ୍ବେଚ୍ଛାସେବୀମାନେ ସହାୟତା କରିଛନ୍ତି। ପ୍ରତ୍ୟେକ ବୁଥ୍ରେ ୨ଜଣ ଛାତ୍ର ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି। ନବମ ଓ ଦଶମ ଶ୍ରେଣୀର ଛାତ୍ରମାନେ ନିର୍ବାଚନରେ ଦିବ୍ୟାଙ୍ଗ...
ଶାନ୍ତି ଶୃଙ୍ଖଳା ସହିତ ସରିଲା ନିର୍ବାଚନ: ଇଭିଏମରେ ସିଲ୍ ୮୧ ପ୍ରାର୍ଥୀଙ୍କ ଭାଗ୍ୟ
ବାରିପଦା ଅଫିସ, ୩୦।୪- ଚତୁର୍ଥ ପର୍ଯ୍ୟାୟ ମତଦାନ ସୋମବାର ସକାଳୁ ମୟୂରଭଞ୍ଜ ଜିଲାରେ ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଯାଇଛି। କିଛି ବୁଥରେ ଆରମ୍ଭରୁ ଇଭିଏମ ଖରାପ ହେବାରୁ ବିଳମ୍ବରେ ଭୋଟ ଗ୍ରହଣ କରାଯାଇଥିବା ସୂଚନା ମିଳିଛି। ତେବେ ଅନ୍ୟ କିଛି...
ଚାଷୀଙ୍କ ନୂଆ ଆଶା ‘ସୂର୍ଯ୍ୟମୁଖୀ’
କେନ୍ଦୁଝର, ୩୦ା୪(ସ୍ବ.ପ୍ର.): ସରକାର ଚାଷୀଙ୍କ ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଅର୍ଥ ଆମଦାନୀ ଫସଲ ସୂର୍ଯ୍ୟମୁଖୀ, ବିରି, ମୁଗ। ଏହି ଚାଷୀଙ୍କୁ ପ୍ରୋତ୍ସାହନ କରାଯାଉଥିଲା ବେଳେ ଜଳସେଚନର ସୁବିଧା ନ ଥିବାରୁ ଅନେକେ ଉତ୍ସାହୀ ଚାଷୀ ଏହି...
କାଜୁ ଚାରାରୋପଣ ପ୍ରହସନ
କେନ୍ଦୁଝର, ୩୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଜୁ ଚାରାରୋପଣ ଯୋଜନା ପ୍ରହସନରେ ପରିଣତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ପତିତ ଜମିରେ କାଜୁ ଚାରାରୋପଣ କରାଯାଇଥିଲା। ଏଥିପାଇଁ ସରକାରଙ୍କ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଆଶାନୁରୂପ ଭାବେ ଏହି ଯୋଜନା...
ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍ରେ ଭୋଟର
ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା। ବିଭିନ୍ନ ବୁଥ୍ରେ ଇଭିଏମ୍ରେ ତ୍ରୁଟି ଦେଖାଦେବା ଯୋଗୁ ମତଦାନରେ ବିଳମ୍ବ ଘଟିଥିଲା। ଏଥିଲାଗି ରାତି...
ଅଚଳ ଇଭିଏମକୁ ବଦଳାଗଲା
ଚାନ୍ଦବାଲି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍ରେ ଇଭିଏମ୍ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା...
ଇଭିଏମ୍ ଅଚଳ, ବନ୍ଦ ରହିଛି ମତଦାନ
ତିହିଡ଼ି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍ରେ ଇଭିଏମ୍ ଅଚଳ ଯୋଗୁ ମତଦାନ ବନ୍ଦ ରହିଛି। ସୋମବାର ସକାଳ ୭ଟାରେ ମତଦାନ ପୂର୍ବରୁ ଏମ୍ପି ପାଇଁ...
ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ
ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି। ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।
ଇଭିଏମ ଖରାପ : ମତଦାନ ବିଳମ୍ବ
ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ...
ଆତଙ୍କ ଖେଳାଇଛନ୍ତି କୁଲଡ଼ିହା ହାତୀ: ଜଣଙ୍କୁ କଚାଡ଼ି ମାରିଲେ
ନୀଳଗିରି/ସଜନାଗଡ଼, ୨୯।୪(ଡି.ଏନ.ଏ.)-କିଛିମାସ ହେଲା ନୀଳଗିରି ବ୍ଲକ ଅଧୀନ କୁଲଡ଼ିହା ଅଭୟାରଣ୍ୟର ହାତୀପଲ ବନାଞ୍ଚଳ ନିକଟସ୍ଥ ଗ୍ରାମରେ ପଶି ବହୁ ଘର, ବିଭିନ୍ନ ପ୍ରକାର ଫସଲ ନଷ୍ଟ କରିଆସୁଛନ୍ତି। ଏଥିପ୍ରତି ବନବିଭାଗର ଚେତା ପଶୁନି। ରବିବାର ଏକ ହାତୀ ଜଣେ ବ୍ୟକ୍ତିଙ୍କୁ...
ରହସ୍ୟଘେରରେ ଆଦିତ୍ୟଙ୍କ ମୃତ୍ୟୁ
ବାରିପଦା ଅଫିସ,୨୯।୪- ବାରିପଦା ସହର ୨୫ ନମ୍ବର ୱାର୍ଡ ଛାଞ୍ଚ ଅଞ୍ଚଳର ଆଦିତ୍ୟ ନାରାୟଣ ପଣ୍ଡା ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ହରିଶ୍ଚନ୍ଦ୍ର ପଣ୍ଡା ରବିବାର ବାରିପଦା ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ମୃତ...
ନିର୍ବାଚନ ଲାଗି ମୟୂରଭଞ୍ଜରେ ସୁରକ୍ଷା କଡ଼ାକଡ଼ି ; ୫ ଶହରୁ ଊର୍ଦ୍ଧ୍ୱ ବୁଥ୍ରେ ସିସି ଟିଭି କ୍ୟାମେରା
ବାରିପଦା ଅଫିସ,୨୯।୪- ମୟୂରଭଞ୍ଜ ଲୋକ ସଭା ଆସନ ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବାଲେଶ୍ୱର ଲୋକ ସଭା ଆସନରେ ସାମିଲ ହୋଇଥିବା ଏହି ଜିଲାରେ ବଡସାହି ନିର୍ବାଚନମଣ୍ଡଳୀରେ ସୋମବାର ଅନୁଷ୍ଠିତ ହେଉଥିବା ନିର୍ବାଚନ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା...
Archives


