ଗୃହିଣୀ ହାତରେ ବନ୍ଧୁକ
ଭଦ୍ରକ ଅଫିସ, ୨୬।୫ – ଯେଉଁ ନାରୀ ହାତରେ ରୋଷେଇ କରି ଚାରିକାନ୍ଥ ମଧ୍ୟରେ ସୀମିତ ରହେ ସେହି ନାରୀ ବି ବନ୍ଧୁକ ଚାଳନା କରି ପ୍ରତିଭା ଦେଖାଇଥାଏ। ଏଭଳି ଜଣେ ଅନନ୍ୟ ପ୍ରତିଭା ହେଉଛନ୍ତି ରୁକ୍ମିଣୀ ଲାହା(୩୬)। ଘର ଭଦ୍ରକ…
ମଡେଲିଂରୁ ଅଭିନୟ : ଯୁବପ୍ରତିଭା ସୌମ୍ୟରଞ୍ଜନ
ବାରିପଦା ଅଫିସ,୨୬।୫- ପାଠପଢ଼ା ସହିତ ଜଣେ ସଫଳ ଅଭିନେତା ହେବାକୁ ପିଲାଦିନୁ ସେ ସ୍ବପ୍ନ ଦେଖିଥିଲେ। ଏହି ସ୍ବପ୍ନକୁ ସାକାର କରିବା ଲାଗି ସେ ନିରନ୍ତର ପ୍ରୟାସ କରି ଆସିଥିଲେ। ପାଠ ପଢା ପରେ ପ୍ରଥମେ କ୍ୟାମେରାରେ ନିଜ ଫଟୋ ଉଠାଇ…
ବଡ଼ସାହିରେ କାଳବୈଶାଖୀ: ବଜ୍ରପାତରେ ୨ମୃତ
ବଡ଼ସାହି, ୨୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡସାହି ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଖେଳାଇଛି। ଝଡବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ୨ଜଣଙ୍କର ମୃତ୍ୟୁ ଘଟିଛି । ମୃତକମାନେ ହେଲେ ବେଲପାଳ ଗ୍ରାମର ମାର୍କଣ୍ଡ ଓରଫ ନିରଞ୍ଜନ ବିଶୋଇ(୩୫) ଓ ମୁନା ଓରଫ ବଳରାମ…
ମୁଖ୍ୟ ରାସ୍ତା ବନ୍ଦ, ଲୋକେ ହଇରାଣ: କାର୍ଯ୍ୟରେ ମନ୍ଥରତା ନେଇ ଅସନ୍ତୋଷ
ବସ୍ତା, ୨୬।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ବସ୍ତା, ଗାନ୍ଧୀଛକ, ବାହାର୍ଦ୍ଦାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ତିନି ପଟୁ ରାସ୍ତା ବନ୍ଦ କରାଯାଇଛି। ଫଳରେ ଯାତାୟାତରେ ସମସ୍ୟା ଦେଖାଦେଇଛି। ଏଥିସହିତ ଠିକାଦାରମାନେ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ କରୁଥିବାରୁ…
ଭୋଟ ହରଣଚାଳ ଅଭିଯୋଗ ଆଣିଲେ ଜୟନାରାୟଣ
ଜଳେଶ୍ୱର, ୨୬।୫(ଡି.ଏନ.ଏ.)-ସରକାରୀ କଳ ଜରିଆରେ ଇଭିଏମ୍ରେ ହେରଫେର କରାଯାଇଥିବାରୁ ଭାଜପା ଓଡ଼ିଶାରେ ପରାଜୟର ମୁହଁ ଦେଖିଛି। ଦଳର ନିଶ୍ଚିତ ଭୋଟ୍କୁ ହରଣଚାଳ କରାଯାଇଛି ବୋଲି ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ଲଢି ପରାଜୟ ବରଣ କରିଥିବା ଭାଜପା ପ୍ରାର୍ଥୀ…
ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ
ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ ଥାନାରେ ମାମଲା (ନଂ. ୧୪୩/୧୯) ରୁଜୁ କରି ଶନିବାର ସମ୍ପୃକ୍ତ ୩ଜଣ ଯୁବକଙ୍କୁ…
ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ
ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଏବଂ ଭାଜପା ମଧ୍ୟରେ କଡା ଟକ୍କର ହୋଇଥିଲା । ୨୫…
ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ
ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାରିପଦା ସଦର ଥାନା ଅଧିକାରୀ ସ୍ବର୍ଣ୍ଣଲତା ମିଞ୍ଜ…
ନିରାଶ ହେଲେ ଭାଜପା ଏମ୍ପି ଅନନ୍ତ ନାୟକଙ୍କ ସମର୍ଥକ
ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ଆନନ୍ଦପୁରର ଭାଜପା ସମର୍ଥକ ଓ ଦଳୀୟ ନେତା।…
ଦାଦନ ଖଟିବାକୁ ଯାଇ ଜୁଆଙ୍ଗ ଯୁବକଙ୍କ ଜୀବନ ଗଲା : ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ
କେନ୍ଦୁଝର,୨୫ା୫(ସ୍ବ.ପ୍ର.): ଜିଲାରେ କାମଧନ୍ଦା ମିଳୁ ନ ଥିବାରୁ ଜୁଆଙ୍ଗ ଓ ଭୂୟାଁ ପୀଢ଼ ଅଞ୍ଚଳର ବହୁ ଲୋକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ନାନା ହଇରାଣ ହରକତ ହେଉଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ଉଚିତ୍ ପଦକ୍ଷେପ ନିଆଯାଉ ନ ଥିବାରୁ…
ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ
ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଟେମ୍ପୋ ଡ୍ରାଇଭର ବଡ଼ବିଲ…
ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ
ତିହିଡ଼ି,୨୫ା୫(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି ଜବତ…

