ବାଲେଶ୍ୱର

ଧୂଳିଧୂଆଁରେ ଲୋକେ ଅତିଷ୍ଠ

ଯୋଡ଼ା, ୨୯।୪(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳର ୨ନଂ ରାଜ୍ୟ ରାଜପଥର ଜୁରୁଡି-ବାମେବାରୀ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ଶତାଧିକ ଟ୍ରକ୍‌ ଓ ଡମ୍ପର ବିଭିନ୍ନ ଖଣି କମ୍ପାନୀର ଖଣିଜ ବୋଝେଇ କରି ପରିବହନ କରୁଛି। ରାସ୍ତାର...

ଜିଲାରେ ୭୫ ଆଦର୍ଶ ମତଦାନ କେନ୍ଦ୍ର

ଭଦ୍ରକ ଅଫିସ, ୨୯ା୪- ଜିଲାରେ ମୋଟ ୧୨୯୨ଟି ପୋଲିଂ ଷ୍ଟେଶନ ମଧ୍ୟରୁ ୭୫ଟି ମତଦାନ କେନ୍ଦ୍ରକୁ ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ପୋଲିଂ ବୁଥ୍‌) ଭାବେ ଘୋଷଣା କରାଯାଇଛି। ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି...

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ ଚମ୍ପୁଆ ଓ ପାଟଣା ନିର୍ବାଚନମଣ୍ଡଳୀର ଇଭିଏମ୍‌ ରଖାଯାଇଥିବାରୁ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆତଯାତ...

ପନିକି ଘାଟିରେ ବରଯାତ୍ରୀ ଗାଡି ଓଲଟି, ୭ ଗୁରୁତର

ତେଲକୋଇ, ୨୮।୪(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ କୁଲାଡେରା ଗ୍ରାମରେ ଝିଅ ବାହାଘର ହୋଇଥିଲା। ଶନିବାର ଗ୍ରାମବାସୀ ମହିଳା ଓ ପୁରୁଷ ମିଶି ଝିଅକୁ ବିଦା ଦେବା ପାଇଁ ଏକ ୪୦୭ ଗାଡିରେ ତାଳପଦା ଦେଇ ହରିଚନ୍ଦନପୁର ବ୍ଲକ ଅଭିମୁଖେ...

ଢେଙ୍କିକୋଟରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଢେଙ୍କିକୋଟ, ୨୮ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ ପଦାକୁ ବାହାରି ପାରୁନାହାନ୍ତି। ୧୧ଟା ବେଳକୁ ବଜାର ରାସ୍ତା ଘାଟ ଶୂନ୍‌ଶାନ ହୋଇଯାଉଛି।...

ଖୁଣ୍ଟ ଅଛି ଜଳୁନି ଲାଇଟ୍‌

କେନ୍ଦୁଝର, ୨୮ା୪(ସ୍ବ.ପ୍ର.)-କେନ୍ଦୁଝର ସହରାଞ୍ଚଳରେ ବିଦ୍ୟୁତ ଯୋଗାଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହେଉଛି। କେଉଁଠି ନିମ୍ନମାନର ବିଦ୍ୟୁତ୍‌ ଖୁଣ୍ଟ ଓ ଲାଇଟ୍‌ ବ୍ୟବହାର ହୋଇଥିବାରୁ ଅଚଳ ହୋଇପଡିଛି ତ କେଉଁଠି ବିଦ୍ୟୁତଖୁଣ୍ଟ ଲାଇଟ ଲଗାଯାଇଥିଲେ ହେଁ ଜଳୁନାହିଁ । କେଉଁଠି...

ବଢୁଛି ତରଭୁଜର ଚାହିଦା

କେନ୍ଦୁଝର, ୨୮ା୪ (ସ୍ବ.ପ୍ର.)-ପ୍ରବଳ ଖରା ଲାଗି ତରଭୂଜର ଚାହିଦା ବଢୁଛି ା ବିଶେଷ କରି ସହରାଞ୍ଚଳରେ ତରଭୂଜ ଖାଇବା ପାଇଁ ଲୋକଙ୍କ ଆଗ୍ରହକୁ ଦେଖି ଚାଷୀ ଓ ବେପାରୀ ତରଭୂଜ ଆଣି ବିଭିନ୍ନ ସ୍ଥାନରେ ବିକ୍ରି କରୁଛନ୍ତି। କିନ୍ତୁ ଚାଷୀଙ୍କର...

ସମୁଦ୍ର ତଟରେ ମୁକୁଳା ପଡ଼ିଛି ୱାଚ୍‌ ଟାୱାର

ବାସୁଦେବପୁର, ୨୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ  ବଙ୍ଗୋପସାଗର ସଂଲଗ୍ନ ଥିବା ଏକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ଓ ପୌରପାଳିକାର ୨୩ ୱାର୍ଡ। ସେଥିମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର...

ପୋଲିଂ ବୁଥ୍‌କୁ ଗଲେ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୨୮।୪-ରାଜ୍ୟର ୧୬ତମ ବିଧାନସଭା ନିର୍ବାଚନ ୨୦୧୯ର ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର ଜିଲାରେ ୨୯ତାରିଖରେ ଅନୁଷ୍ଠିତ ହେବ। ଜିଲାର ୧୨ଟି ବ୍ଲକରେ ୧୮୮୭ଟି ପୋଲିଂ ବୁଥ୍‌ ମଧ୍ୟରୁ ୧୦୪ଟି ଅତିସମ୍ବେଦନଶୀଳ ବୁଥ୍‌ ଏବଂ ୨୭୫ଟି ସମ୍ବେଦନଶୀଳ ବୁଥ୍‌ ଥିବା...

ବଳାତ୍କାରୀଙ୍କୁ ୭ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୪-ଏକ ବଳାତ୍କାର ମାମଲାର ବିଚାର କରି ଶନିବାର ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ ପୋକ୍ସୋ ଅଦାଲତରେ ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ...

ନିର୍ବାଚନ ପାଇଁ ସିଆରପିଏଫ୍‌ର ଫ୍ଲାଗମାର୍ଚ୍ଚ

ବାଲେଶ୍ୱର/ଜଳେଶ୍ୱର, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ସହରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସିଆର୍‌ପିଏଫ୍‌ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଜିଲାରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ...

ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ: ‘ଚୋରଙ୍କୁ ଖସାଇଛନ୍ତି ନିଜେ ଚୌକିଦାର’

ବାଲେଶ୍ୱର ଅଫିସ/ରେମୁଣା, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନରହରିପୁର ପଡ଼ିଆରେ ଶୁକ୍ରବାର ଅପରାହ୍ନରେ ଆୟୋଜିତ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗଦେଇ ଜାତୀୟ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେନ୍ଦ୍ରର ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।  ସେ କହିଥିଲେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri