ଅଂଶୁଘାତ ପ୍ରତିକାର ପାଇଁ ନାହିଁ କୌଣସି ବ୍ୟବସ୍ଥା
ହାଟଡିହୀ୧୧ା୫(ସ୍ବ.ପ୍ର.): ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିଲାବେଳେ ହାଟଡିହୀ ସରକାରୀ ଡାକ୍ତରଖାନାରେ ଅଂଶୁଘାତ ପ୍ରତିକାର ପାଇଁ କୌଣସି ବ୍ୟବସ୍ଥା ନାହିଁ। ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଇବା ପାଣିର ସୁବିଧା ନାହିଁ କି ବିଦ୍ୟୁତ କଟିଗଲେ ଜେନେରେଟର ନାହିଁ। ଦୁଇ…
ଫନୀ ଉଜାଡ଼ିଦେଲା କଦଳୀ କ୍ଷେତ
ପଦ୍ମପୁର, ୧୧।୫ (ଡି.ଏନ.ଏ.) – ବାତ୍ୟା ‘ଫନୀ’ ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ଗ୍ରାମର ଶଶିଭୂଷଣ ଦାଶଙ୍କର କଦଳୀ କ୍ଷେତ ଉଜୁଡ଼ି ଯାଇଛି। ହଜାର ହଜାର ଗଛ ଧରାଶାୟୀ ହୋଇଛି। ଗଛରେ କଦଳୀ କାନ୍ଦୀ ବାହାରିଥିବା ବେଳେ ବାତ୍ୟାରେ…
ଫନୀ ପରେ ତାତି ଭୟ
ଆରଡ଼ି, ୧୧।୫ (ଡି.ଏନ.ଏ.) – ଫନୀ ପରେ ଏବେ ଖରା ତାତି ଭୟ। ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ। ଗରମରେ ସିଝୁଛନ୍ତି ଲୋକେ। କେହି ଘରୁ ବାହାରୁ ନାହାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଓ ଏହାର…
‘ଫନି’ ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ: ୩୦ହଜାର ଲୋକ ସ୍ଥାନାନ୍ତର ହେବେ; ସମସ୍ତ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ
ଭଦ୍ରକ ଅଫିସ, ୧ା୫- ଭଦ୍ରକ ଜିଲା ଜିଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ସଭାପତିତ୍ୱରେ ବାତ୍ୟା ‘ଫନି’ର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨ ତାରିଖ ସନ୍ଧ୍ୟା କିମ୍ବା ୩…
‘ପରିବେଶ ଓ ପ୍ରକୃତି ଦିଏ ପ୍ରେରଣା’
ସିମୁଳିଆ, ୧ା୫(ଡି.ଏନ.ଏ.)-ଆମ ଚାରିପାଖରେ ନିୟମିତ ଅନେକ ଘଟଣା, ଦୁର୍ଘଟଣା ଘଟୁଛି। ଯାହା ଜୀବନ ଯେତେ ଘଟଣାବହୁଳ ତାହା ଲେଖାଲେଖି କରିବାକୁ ଖୋରାକ ଯୋଗାଇଥାଏ ବୋଲି ସାରସ୍ବତ ସାଧନାରେ ବ୍ରତୀ ରହୁଥିବା ଶିକ୍ଷୟିତ୍ରୀ କାଞ୍ଚନବାଳା ମଲିକ(୪୪) କହିଛନ୍ତି। ସାହିତ୍ୟ ପଠନ ଲାଗି ଆଦର…
ମିଳିଲା ଭୁଷଣ୍ଡେଶ୍ୱରଙ୍କ ମନ୍ଦିର ଭଗ୍ନାବଶେଷର ସନ୍ଧାନ
ବାଲେଶ୍ୱର ଅଫିସ, ୧।୫-ଏସିଆ ମହାଦେଶର ସର୍ବବୃହତ ଶିବଲିଙ୍ଗ ଭାବେ ବାବା ଭୁଷଣ୍ଡେଶ୍ୱର ପରିଚିତ। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କୁମ୍ଭୀରଗଡ଼ି ପଞ୍ଚାୟତରେ ଅବସ୍ଥିତ ଭୁଷଣ୍ଡେଶ୍ୱରଙ୍କ ମନ୍ଦିରର ପ୍ରାଚୀନତା ସମ୍ପର୍କରେ ସମ୍ପ୍ରତି ଆଉ କେତେକ ତଥ୍ୟ ପଦାକୁ ଆସିଛି। ସେଠାରେ ମନ୍ଦିର ପୁନଃ…
ଦିବ୍ୟାଙ୍ଗ, ବୟୋଜ୍ୟେଷ୍ଠଙ୍କୁ ସହାୟତା
ବାଲେଶ୍ୱର ଅଫିସ, ୩୦।୪-ଚଳିତ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଦିବ୍ୟାଙ୍ଗ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କୁ ମତଦାନରେ ଛାତ୍ର ସ୍ବେଚ୍ଛାସେବୀମାନେ ସହାୟତା କରିଛନ୍ତି। ପ୍ରତ୍ୟେକ ବୁଥ୍ରେ ୨ଜଣ ଛାତ୍ର ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯାଇଛି। ନବମ ଓ ଦଶମ ଶ୍ରେଣୀର ଛାତ୍ରମାନେ ନିର୍ବାଚନରେ ଦିବ୍ୟାଙ୍ଗ ଓ…
ଶାନ୍ତି ଶୃଙ୍ଖଳା ସହିତ ସରିଲା ନିର୍ବାଚନ: ଇଭିଏମରେ ସିଲ୍ ୮୧ ପ୍ରାର୍ଥୀଙ୍କ ଭାଗ୍ୟ
ବାରିପଦା ଅଫିସ, ୩୦।୪- ଚତୁର୍ଥ ପର୍ଯ୍ୟାୟ ମତଦାନ ସୋମବାର ସକାଳୁ ମୟୂରଭଞ୍ଜ ଜିଲାରେ ଶାନ୍ତିଶୃଙ୍ଖଳା ସହିତ ଅନୁଷ୍ଠିତ ହୋଇଯାଇଛି। କିଛି ବୁଥରେ ଆରମ୍ଭରୁ ଇଭିଏମ ଖରାପ ହେବାରୁ ବିଳମ୍ବରେ ଭୋଟ ଗ୍ରହଣ କରାଯାଇଥିବା ସୂଚନା ମିଳିଛି। ତେବେ ଅନ୍ୟ କିଛି ବୁଥରେ…
ଚାଷୀଙ୍କ ନୂଆ ଆଶା ‘ସୂର୍ଯ୍ୟମୁଖୀ’
କେନ୍ଦୁଝର, ୩୦ା୪(ସ୍ବ.ପ୍ର.): ସରକାର ଚାଷୀଙ୍କ ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଅର୍ଥ ଆମଦାନୀ ଫସଲ ସୂର୍ଯ୍ୟମୁଖୀ, ବିରି, ମୁଗ। ଏହି ଚାଷୀଙ୍କୁ ପ୍ରୋତ୍ସାହନ କରାଯାଉଥିଲା ବେଳେ ଜଳସେଚନର ସୁବିଧା ନ ଥିବାରୁ ଅନେକେ ଉତ୍ସାହୀ ଚାଷୀ ଏହି ଚାଷ…
କାଜୁ ଚାରାରୋପଣ ପ୍ରହସନ
କେନ୍ଦୁଝର, ୩୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଜୁ ଚାରାରୋପଣ ଯୋଜନା ପ୍ରହସନରେ ପରିଣତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ପତିତ ଜମିରେ କାଜୁ ଚାରାରୋପଣ କରାଯାଇଥିଲା। ଏଥିପାଇଁ ସରକାରଙ୍କ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଆଶାନୁରୂପ ଭାବେ ଏହି ଯୋଜନା ସଫଳ…
ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍ରେ ଭୋଟର
ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା। ବିଭିନ୍ନ ବୁଥ୍ରେ ଇଭିଏମ୍ରେ ତ୍ରୁଟି ଦେଖାଦେବା ଯୋଗୁ ମତଦାନରେ ବିଳମ୍ବ ଘଟିଥିଲା। ଏଥିଲାଗି ରାତି ୯ଟା…
ଅଚଳ ଇଭିଏମକୁ ବଦଳାଗଲା
ଚାନ୍ଦବାଲି,୨୯।୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍ରେ ଇଭିଏମ୍ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା ଅନ୍ୟ…
Archives


