ଅବ୍ୟବସ୍ଥାରେ ଚାଲିଛି ଖଜୁରିମୁଣ୍ଡି ପ୍ରାଥମିକ ବିଦ୍ୟାଳୟ: ୩୮୦ ଜଣ ବିଦ୍ୟାର୍ଥୀଙ୍କୁ ୬ ଶିକ୍ଷୟିତ୍ରୀଶିକ୍ଷକ, ୪ ବର୍ଷ ହେଲା ଆକାଉଣ୍ଟାଣ୍ଟ ପଦବୀ ଖାଲି
କେନ୍ଦୁଝର, ୨୧ା୫(ସ୍ବ.ପ୍ର.)-ବାଂଶପାଳ ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ଶିକ୍ଷାର ଆଲୋକ ଶିଖା ଜାଳିବା ପାଇଁ ୧୯୭୨ ମସିହାରେ ଖଜୁରିମୁଣ୍ଡିଠାରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପରେ ଏହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରୂପାନ୍ତରିତ ହୋଇଥିଲା। ବାଳିକା ଶିକ୍ଷାର ପ୍ରୋତ୍ସାହନ ପାଇଁ ଏହି…
ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି
ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି, ଜଙ୍ଗଲଜମି ଏବେ ଚିଙ୍ଗୁଡି ମାଫିଆଙ୍କ କବଳରେ ରହିଛି। ପ୍ରଶାସନ ସବୁ ଜାଣି ମଧ୍ୟ ମାଫିଆଙ୍କ…
ମାଟ୍ରିକ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଛାତ୍ରଙ୍କ ଆତ୍ମହତ୍ୟା
ବସ୍ତା, ୨୧।୫(ସ୍ବ.ପ୍ର.)-ମଙ୍ଗଳବାର ପ୍ରକାଶ ପାଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇ ବାଲେଶ୍ୱର ଜିଲା ବସ୍ତା ଥାନା ପଣ୍ଡରୁଙ୍ଗି ଗ୍ରାମର ଜଣେ ଦଶମ ଶ୍ରେଣୀର ଛାତ୍ର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ଖେଳାଇ…
ପାଟଣା ବଜାରରୁ ସିରିଜ ଚୋରି, ରୁପା କଏନ୍ ସହ ନଗଦ ଟଙ୍କା, ଷ୍ଟେସନାରି ଚୋରି କଲେ ଦୁର୍ବୃତ୍ତ
ପାଟଣା,୨୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ବଜାର ଦୋକାନରୁ ସୋମବାର ବିଳମ୍ବିତ ରାତିରେ ସିରିଜ୍ ଚୋରି ହୋଇଛି। ସହଦେବ ବେହେରାଙ୍କ ଭେରାଇଟି ଷ୍ଟୋର ଓ ବିଷ୍ଣୁ ପ୍ରସାଦ ବେହେରାଙ୍କ ଭେରାଇଟି ଷ୍ଟୋରର ଟାଇଲ ଓ ସିଲିଂ ଭାଙ୍ଗି ସମାନ ଢଙ୍ଗରେ…
ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%
କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।…
କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଗିରଫ
କେନ୍ଦୁଝର, ୨୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍ କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଟାଉନ ଥାନା ପୋଲିସ ହାତରେ ମଙ୍ଗଳବାର ଧରାପିଡ଼ିଛନ୍ତି। ସେ ହେଲେ କ୍ରିଷ୍ଣା ଲୋହାର। ତାଙ୍କ ଘର ଟାଉନ ଥାନା ଗମ୍ଭାରୀଆରେ ବୋଲି ଜଣାପଡିଛି। କ୍ରିଷ୍ଣା…
ବଜ୍ରପାତରେ ୪ ଗୋରୁ ମୃତ
କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ବ୍ଲକ ରାଇକଳା ପଞ୍ଚାୟତ ସଣ୍ଡିଆପୋଷି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଭଦ୍ରୁ ନାଏକଙ୍କର ୩ଟି ଗାଈ ଏବଂ ଶରତ ନାଏକଙ୍କର ଗୋଟିଏ ବଳଦ ପ୍ରାଣ ହରାଇଛନ୍ତି। ତେବେ ଗାଈ, ବଳଦଙ୍କୁ ହରାଇ ଚାଷୀଙ୍କ ମୁଣ୍ଡରେ…
ସରକାରଙ୍କ ଆଇନକୁ ବେଖାତିର : ଦିନ ୧୧ଟା ପରେ ବି ଚାଲିଛି ନିର୍ମାଣ କାର୍ଯ୍ୟ
ଚମ୍ପୁଆ/ଯୋଡ଼ା, ୨୧ା୫(ଡି.ଏନ୍.ଏ.): ଦିନକୁ ଦିନ ତାପମାତ୍ରା ବଢ଼ି ୪୧ ଡିଗ୍ରୀ ଅତିକ୍ରମ କରିସାରିଲାଣି। ଗୁଳୁଗୁଳି ସାଙ୍ଗକୁ ଟାଣଖରା ଏବେ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଲାଣି। ପାରଦ ବୃଦ୍ଧି ଓ ଅଂଶୁଘାତ ସମ୍ଭାବନାକୁ ଏଡ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମାତ୍ର…
ବଜ୍ରପାତରେ ଜଳିଗଲା ଗଛ
ପାଟଣା, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ଘଟିଛି। ତୁରୁମୁଙ୍ଗା ଅଞ୍ଚଳରେ ପ୍ରବଳ ବେଗରେ ପବନ ବହିବା ସାଙ୍ଗକୁ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ବଡ଼ ବଡ଼ ବହୁ ପୁରାତନ…
ଖରାରେ ସିଝୁଛି ପାଲଟପୁର
ଆରଡ଼ି, ୨୧।୫(ଡି.ଏନ.ଏ.) – ଜାରି ରହିଛି ତାତି। ଅସହ୍ୟ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଲୋକେ ଘରେ ରହିପାରୁ ନାହାନ୍ତି କି ବାହାରକୁ ବାହାରି ପାରୁନାହାନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ନାନ୍ଦପୁର…
ଚାଷୀଙ୍କୁ ଘାରିଛି ଧାନ ବିକ୍ରି ଚିନ୍ତା
ରୂପ୍ସା, ୨୧।୫(ଡି.ଏନ୍.ଏ.)- ବାଲେଶ୍ୱର ଜିଲାର ସଦର, ବାଲିଆପାଳ, ବସ୍ତା, ଭୋଗରାଇ ସମେତ ବିଭିନ୍ନ ବ୍ଲକରେ ଏଯାଏ ଧାନମଣ୍ଡି ଖୋଲି ନ ଥିବାରୁ ଚାଷୀ ମହଲରେ ଅସନ୍ତୋଷ ଦେଖାଦେଇଛି। ପ୍ରତିକୂଳ ପରିସ୍ଥିତିରେ ଚାଷୀ ରବି ଧାନ ଅମଳ କରି ଅଭାବୀ ବିକ୍ରିର ସମ୍ମୁଖୀନ…
ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ
କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ରୋଗୀ ଆସୁଛନ୍ତି। କିନ୍ତୁ ଡାକ୍ତରଙ୍କ ଚାମ୍ବର ରେ…
Archives


