୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ଚେସ୍ ଚାମ୍ପିୟନଶିପ୍ ଜାତୀୟସ୍ତରକୁ ଗଲେ ସାଇନା, ଅଙ୍କିତା, ଦେବୀପ୍ରସାଦ, ଅନୁବ୍ରତ
ବାଲେଶ୍ୱର ଅଫିସ, ୨୦।୫-ବାଲେଶ୍ୱର ଜିଲା ଚେସ୍ ଆସୋସିଏଶନ ପକ୍ଷରୁ ଆୟୋଜିତ ୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ଚେସ୍ ଚାମ୍ପିୟନଶିପ୍ ସୋମବାର ଉଦ୍ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୮ଟି ଜିଲାରୁ ବାଳିକା ବିଭାଗରେ ୧୬ ଓ ବାଳକ ବିଭାଗରେ ୫୬ ମୋଟ ୭୨ଜଣ ଖେଳାଳି…
ବେଆଇନ ସର୍ଭିସିଂ ସେଣ୍ଟର ଲାଗି ସୁନା ନଦୀ ପ୍ରଦୂଷିତ
ଯୋଡ଼ା, ୨୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଏକ ବେଆଇନ ସର୍ଭିସିଂ ସେଣ୍ଟର କରି ଲକ୍ଷ ଲକ୍ଷ ଲିଟର ପାଣି ନିଜ କାରବାରରେ ବ୍ୟବହାର କରିବା ସହିତ ସୁନା ନଦୀର ଜଳ ପ୍ରଦୂଷିତ କରୁଥିବା ଅଭିଯୋଗ ହୋଇଛି। ଯୋଡ଼ା ପୌରପାଳିକାର ୱାର୍ଡ ନଂ…
ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା
ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ ମହିଳା ସୋମବାର ଏସ୍ପିଙ୍କ ନିକଟରେ ପହଞ୍ଚି ଚୋରାମଦ ବିକ୍ରି ସମ୍ପର୍କରେ ଅଭିଯୋଗ ଜଣାଇଛନ୍ତି। ଗଁାରେ…
ଟିପ୍ପର ଓଲଟିଲା : ଚାଳକ ଗୁରୁତର
କେନ୍ଦୁଝର,୨୦ା୫(ସ୍ବ.ପ୍ର.):ପଳାଶପଙ୍ଗା-ବାମେବାରୀ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଯାତାୟାତ ଅସୁରକ୍ଷିତ ହୋଇପଡୁଛି। ସୋମବାର ଏକ ଟିପ୍ପର ମଲଦା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିବାରୁ ଚାଳକ ଗୁରୁତର ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି। ପୋଲିସ…
ଡମ୍ପର ଧକ୍କାରେ ବ୍ୟାଙ୍କ କର୍ମଚାରୀଙ୍କ ଜୀବନ ଗଲା
ଖଇରା,୨୦।୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁପାରୀ ଷ୍ଟେଟ୍ ବ୍ୟାଙ୍କ ଶାଖାର କର୍ମଚାରୀ ରାଜେଶ ବେହେରା(୩୮)। ରାଜେଶଙ୍କ ଘର…
ନିଖୋଜ ଯୁବକଙ୍କ ଦଗ୍ଧ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର
ବାରିପଦା ଅଫିସ,୨୦।୫: ଗୁରୁବାରଠାରୁ ନିଖୋଜ ଥିବା ରାକେଶ ନାୟକ ନାମକ ଜଣେ ଯୁବକଙ୍କ ଦଗ୍ଧ ମୃତଦେହକୁ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କେନ୍ଦୁମୁଣ୍ଡି ଗ୍ରାମ ନିକଟସ୍ଥ ନାଳ ନିକଟରୁ ରବିବାର ପୋଲିସ ଉଦ୍ଧାର କରିଛି। ସୁପରିକଳ୍ପିତ ଯୋଜନାକ୍ରମେ ତାଙ୍କୁ ନିଆଁରେ…
ଖୋଜିଲେ ମିଳିବ ବାଟ
ପଦ୍ମପୁର, ୨୦।୫(ଡି.ଏନ.ଏ.)- ଜଣେ ଗୃହିଣୀ ହୋଇଥିଲେ ବି ତାଙ୍କ ଇଚ୍ଛାଶକ୍ତି ଓ ଅଧ୍ୟବସାୟ ଆଗରେ ହାର୍ ମାନିଛି ଦାରିଦ୍ର୍ୟ। ପରିଶ୍ରମ ଓ ଚେଷ୍ଟା ତାଙ୍କୁ କରିଛି ସ୍ବାବଲମ୍ବୀ। ଧୂପକାଠି ପ୍ରସ୍ତୁତ କରି ସେ ଜଣେ ଗୃହିଣୀରୁ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। ଅନ୍ୟ…
ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା
ହାଟଡିହୀ, ୨୦। ୫(ଡି.ଏନ୍.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ଥାଇ ନ ଥିଲା ପରି…
ଅନ୍ୟ ଜାତିରେ ବିବାହରୁ ସାମାଜିକ ବାସନ୍ଦ ଘଟଣା: ମେଡିକାଲରେ ବାପାଙ୍କୁ ଜଗିଛି ଝିଅ
କେନ୍ଦୁଝର, ୨୦ା୫(ସ୍ବ.ପ୍ର.)- ଅନ୍ୟ ଜାତିରେ ବିବାହ କରିଥିବାରୁ ବାଇଧର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ସାମଜିକ ବାସନ୍ଦ କରାଯାଇଥିଲା। ଏନେଇ ବାପ, ଝିଅ ଗଛ ତଳେ ଆଶ୍ରୟ ନେଇଥିଲେ। ସ୍ଥାନୀୟ ସାମାଜିକ କର୍ମୀ ପୋଲିସକୁ ସୂଚନା ଦେବା ପରେ ପୋଲିସ ସ୍ଥାନୀୟ…
ଭଙ୍ଗା ଘରେ ଚାଲିଛି ବିଏସଏନଏଲ କାର୍ଯ୍ୟାଳୟ: ଅଫିସ କାର୍ଯ୍ୟ ବାଧାପ୍ରାପ୍ତ
ତେଲକୋଇ, ୨୦।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ଠାରେ ଥିବା ବିଏସଏନଏଲ ସେବା ଦୀର୍ଘ ୨ମାସରୁ ଊର୍ଦ୍ଧ୍ୱ ହେଲାଣି ବନ୍ଦ ଅବସ୍ଥାରେ ରହିଛି । ଏଥିଯୋଗୁଁ ବିଭିନ୍ନ କାର୍ଯ୍ୟାଳୟରେ ଥିବା ବ୍ରଡବ୍ୟାଣ୍ଡ ସେବା ଅଚଳ ହେବା ଯୋଗୁଁ ଉନ୍ନୟନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି…
୧୯ ଦିନ ବିତିଲା, ମଦମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ
ଭଦ୍ରକ ଅଫିସ, ୨୦।୫ – ଭଦ୍ରକ ଜିଲାରେ ମଦମୃତ୍ୟୁ ଘଟଣାକୁ ୧୯ ଦିନ ବିତିଲାଣି। ନିର୍ବାଚନ ସମୟରେ ଭୋଟରଙ୍କୁ ହାତେଇବା ପାଇଁ ଏକ ନିର୍ଦ୍ଦିଷ୍ଟ ଦଳ ପକ୍ଷରୁ ବଣ୍ଟାଯାଇଥିବା ନକଲି ମଦ ପିଇ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ ଶତାଧିକ…
ଓଡ଼ିଆ ସାହିତ୍ୟରେ ଅଳଙ୍କାର ଅତୁଳନୀୟ
ବାଲେଶ୍ୱର ଅଫିସ, ୨୦।୫- ଓଡ଼ିଆ ଭାଷା ସାହିତ୍ୟରେ ଆରମ୍ଭରୁ ଏଯାଏ ଅନେକ ପରୀକ୍ଷା ନିରୀକ୍ଷା ହୋଇଆସିଛି। ସୃଜନଶୀଳ ସ୍ରଷ୍ଟାମାନେ ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନି ଚାଳନାକରି ସାରସ୍ବତ ଭଣ୍ଡାରକୁ ସମୃଦ୍ଧ କରିଛନ୍ତି। ଆଗରୁ ଭାଷାଭିତ୍ତିକ କବିତା ‘ଏକପଦୀ’ ରଚିତ ହେଉଥିଲା। ବର୍ତ୍ତମାନ…
Archives


