୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ
ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରତାରଣା କରି ର଼୍ୟାକେଟ୍ରେ ସମ୍ପୃକ୍ତ ଏକ ଦମ୍ପତି ତାଙ୍କୁ ଦିଲ୍ଲୀ ଚାଲାଣ କରିଥିଲେ। ଦୀର୍ଘ…
ଟାଏକୋଣ୍ଡୋରେ ସ୍ବର୍ଣ୍ଣ ଜିତିଲେ ପ୍ରିୟଙ୍କା
ଖଇରା, ୧୫।୫(ଡି.ଏନ.ଏ.)-ଖଇରା କଲେଜ ଯୁକ୍ତ ୩ କଳାର ଦ୍ୱିତୀୟବର୍ଷ ଛାତ୍ରୀ ପ୍ରିୟଙ୍କା ପାତ୍ର ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ୫୦କେଜି ବର୍ଗରେ ଚାମ୍ପିୟନ ହୋଇ ସ୍ବର୍ଣ୍ଣପଦକ ଲାଭ କରି ସମଗ୍ର ଖଇରା ପାଇଁ ଗୌରବ ଆଣି ଦେଇଛନ୍ତି। ଏହି ଅବସରରେ ମଙ୍ଗଳବାର ଖଇରା…
କୃଷିବୀମା ମିଳିବାରେ ବିଳମ୍ବ: ୪ ମାସ ମଧ୍ୟରେ ଫଇସଲା କରିବାକୁ ଜିଲାପାଳଙ୍କୁ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ
କେନ୍ଦୁଝର, ୧୫ା୫ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଚାଷୀମାନେ ୨୦୧୫ରେ ପ୍ରିମିୟମ ଅର୍ଥ ଦେଇଥିଲେ ହେଁ ମରୁଡି ଯୋଗୁ୍ କ୍ଷତିଗ୍ରସ୍ତ ହୋଇଥିବା ବହୁ ଚାଷୀଙ୍କୁ ଅଦ୍ୟାବଧି କୃଷିବୀମା ବାବଦ ଅର୍ଥ ମିଳୁ ନ ଥିବାରୁ ଚିନ୍ତାରେ ରହିଛନ୍ତି। ସରକାର କାଳିଆ ଯୋଜନାରେ ଚାଷୀଙ୍କୁ…
୩୫ରୁ ଊର୍ଦ୍ଧ୍ୱ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଲା, ଛପର ଉଡିଲା
ଜଳେଶ୍ୱର,୧୫।୫(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେସ୍ବର ବ୍ଲକ ଅଧୀନ କୋଟସାହି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ କାଳବୈଶାଖୀ ତାଣ୍ଡବ ରଚିଛି। ଫଳରେ କୋଟସାହି ଗ୍ରାମର ମଣ୍ଟୁ ଦାସମହାପାତ୍ର, ନିତ୍ୟାନନ୍ଦ ସେଣ, ରତନ ବେହେରା, ଅରବିନ୍ଦ ବେହେରାଙ୍କ ଘର ଉପରେ ପୁରାତନ…
ନର୍ସଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ରୋଗୀ ହନ୍ତସନ୍ତ
ବାଲେଶ୍ୱର ଅଫିସ,୧୫।୫-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ନସର୍ର୍ମାନେ ମଙ୍ଗଳବାର ପୂର୍ବାହ୍ନ ସାଢେ ୮ଟା ବେଳେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାରୁ ୱାର୍ଡ଼ରେ ଥିବା ରୋଗୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ୱାର୍ଡ଼ରେ ଭର୍ତ୍ତି ହୋଇଥିବା…
ତିହିଡି, ଚାନ୍ଦବାଲି ମଦମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଗଣଧାରଣା, ପ୍ରତିବାଦ ସଭା
ତିହିଡ଼ି, ୧୪।୫(ଡି.ଏନ୍.ଏ.)- ଭଦ୍ରକ ଜିଲାର ତିହିଡ଼ି ଓ ଚାନ୍ଦବାଲିରେ ବିଷାକ୍ତ ମଦ ପିଇ ୧୦ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପୋଲିସ ଓ ପ୍ରଶାସନ ଏଯାଏ କୌଣସି ପଦକ୍ଷେପ ନେଇ ନାହିଁ । ମଦମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗରିଫ କରିବା…
ନାବାଳିକାଙ୍କ ବିବାହ ରୋକିଲା ଶିଶୁ ସୁରକ୍ଷା କମିଟି
କେନ୍ଦୁଝର, ୧୪ା୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସୁଲେଇଖମାର ଗ୍ରାମରେ ସୋମବାର ଜଣେ ନାବାଳିକାଙ୍କ ବିବାହ ଚାଲିଥିଲା। ଖବର ପାଇ ଶିଶୁ ସୁରକ୍ଷା କମିଟି ପକ୍ଷରୁ ପୋଲିସ ସହାୟତାରେ ବିବାହ ବନ୍ଦକରି କନ୍ୟାକୁ ଉଦ୍ଧାର କରାଯାଇଛି। ଝିଅର ବୟସ ୧୭…
ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା : ନବବଧୂ ଜୀବନ୍ତ ଦଗ୍ଧ
ଭଦ୍ରକ ଅଫିସ୧୩।୫: ଭଦ୍ରକ ସହର ଉପକଣ୍ଠ ଉଗାଳପୁର ମାଝିସାହିରେ ରବିବାର ମଧ୍ୟାହ୍ନରେ ଭୟାଭୟ ଅଗ୍ନିକାଣ୍ଡ ଘଟି ପଙ୍କଜିନୀ ଟୁଡୁ (୨୨) ନାମ୍ନୀ ଜଣେ ନବବଧୂ ଜୀବନ୍ତଦଗ୍ଧ ହୋଇଛନ୍ତି। ୧୮ ଦିନ ପୂର୍ବେ ତାଙ୍କର ବିବାହ ହୋଇଥିଲା। ଘରେ ନିଆଁ ଲାଗିଯିବା ପରେ…
ସଜଡ଼ା ଯାଉନି ଟ୍ରାନ୍ସଫର୍ମର
ଝୁମ୍ପୁରା, ୧୩।୫(ଡି.ଏନ.ଏ.)-ବିଦ୍ୟୁତ ବିତରକ କମ୍ପାନୀ ନେସ୍କୋର ମନମୁଖି ନୀତି ସୀମା ଟପିଗଲାଣି। ମେରିରାୟ ନୀତିରେ ବିଦ୍ୟୁତ ଉପଭୋକ୍ତାଙ୍କୁ ସେବା ଯୋଗାଉଥିବା ନେସ୍କୋ କେବଳ ବିଦ୍ୟୁତ ଦେୟ ଆଦାୟରେ ବ୍ୟସ୍ତ ରହୁଥିବାବେଳେ ବିଦ୍ୟୁତ ଉପଭୋକ୍ତାଙ୍କର ସେବା ପାଇଁ ଆଖି ବୁଜି ଦେଇଛି। ପ୍ରବଳ…
‘ଫନୀ’ ପାଇଁ ଏବିଭିପିର ପାଣ୍ଠି ସଂଗ୍ରହ, ସେବା କାର୍ଯ୍ୟ
ବାଲେଶ୍ୱର ଅଫିସ, ୧୩।୫-ସାମୁଦ୍ରିକ ଝଡ଼ ‘ଫନୀ’ ପ୍ରଭାବରେ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଭୁବନେଶ୍ୱର ଆଦି ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷତି ହୋଇଛି। କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଯୋଗାଇ ଦେବା ପାଇଁ ବାଲେଶ୍ୱର ଜିଲାର ନୀଳଗିରି, ସୋର, ରସାଳପୁର ଓ ବାଲେଶ୍ୱର…
ଗ୍ରାମବାସୀଙ୍କ ଦ୍ବାରା ଚୋରା ଝାଉଁ କାଠ ଜବତ
ବାହାନଗା,୧୨।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବରିପଦା ପଞ୍ଚାୟତର ଅଟାସପୁର ଛକରୁ ରବିବାର ବେଆଇନ ଝାଉଁ କାଠ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ବାରା ଜବତ କରାଯାଇଛି। ଏ ନେଇ ଗ୍ରାମବାସୀ ଫରେଷ୍ଟ ଗାର୍ଡଙ୍କୁ ଖବର ଦେଇଥିଲେ ସୁଦ୍ଧା ଏଯାବତ୍ ଘଟଣାସ୍ଥଳରେ ସେମାନେ…
ମମତା ଆଗରେ ଅସହାୟ ମା’ : ଆଜି ବିଶ୍ୱ ମାତୃ ଦିବସ
କେନ୍ଦୁଝର, ୧୨ା୫ (ସ୍ବ.ପ୍ର.)-ଏ ମହିଳାଙ୍କୁ ଦୁନିଆ କହେ ମା’। ମୁଣ୍ଡରେ ପରିବାରର ବୋଝ। କାନିରେ ବନ୍ଧା ହୋଇଛି ମମତାର ଫୁଲ କଢ଼ି। ଗୋଟିଏ ପଟେ ଦାୟିତ୍ୱ, ଆଉ ଗୋଟିଏ ପଟେ ନିଚ୍ଛକ ମମତା। କହିଲେ ଦେଖି କେଡ଼େ ବିଚିତ୍ର ଏଇ ସମୀକରଣ।…
Archives


