ବାଲେଶ୍ୱର

ଆନନ୍ଦପୁର ଭିଆଇପି ରୋଡ ଦୁରବସ୍ଥା: ଯେତେ ଲୁଚେଇଲେ ବି ଲୁଚୁନି ଫାଟ

ଆନନ୍ଦପୁର,୨୨। ୫(ସ୍ବ.ପ୍ର.)-ବର୍ଷାକୁ ଡର ଭିଆଇପି ରୋଡ। ସାମାନ୍ୟ ବର୍ଷା ହେଲେ ଫାଟି ଆଁ କରୁଛି। ଥରେ ନୁହେଁ କି ଅଧେ ନୁହେଁ ତିନି ତିନି ଥର ଠିକାଦାରଙ୍କ ତାଳିପକା ଉଦ୍ୟମ ବ୍ୟର୍ଥ ହେଉଛି। ଏବେ ରାସ୍ତାର ସ୍ଥାୟୀତ୍ୱକୁ ନେଇ ଉଠିଛି ନାନା…

୧୦ ଜୁଆଡି ଗିରଫ

କେନ୍ଦୁଝର, ୨୨ା୫ (ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ପୋଲିସ ମଙ୍ଗଳବାର ଜୁଆ ଖେଳୁଥିବା ୧୦ ଜଣ ଜୁଆଡିଙ୍କୁ ଶିରିପୁର ଅଞ୍ଚଳରୁ ଗିରଫ କରି କୋର୍ଟ ଚାଲାଣ କରିଛି ା ସେମାନଙ୍କ ନାମ ଶାହା ଆଲାମ ସେଖ, ମାନିନ ଉଲ୍ଲା ଶେଖ, ମୁଜିବୁରୁ ସେଖ,…

ଝରଣା ପାଣି ଏକମାତ୍ର ଭରସା

ତେଲକୋଇ, ୨୨।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତ ଅଧୀନରେ ରହିଛି କାଞ୍ଜିଆଝରଣ ବସ୍ତି । ପାହାଡ ଉପରେ ବସବାସ କରୁଥିବା ୩୦ରୁ ଊର୍ଦ୍ଧ୍ୱ ଭୂୟାଁ ଜନଜାତି ପରିବାର ପାଣିପାଇଁ ଡହଳବିକଳ ଅବସ୍ଥାରେ ରହିବାକୁ ବାଧ୍ୟ ହୋଇଛନ୍ତି। ପାହାଡ ଉପରେ ଥିବା…

ଫେରାର କଏଦୀ ଗିରଫ

କେନ୍ଦୁଝର, ୨୨ା୫(ସ୍ବ.ପ୍ର.)-ଗତ ୧ ତାରିଖରେ କୋର୍ଟ ପରିସରରୁ ଫେରାର ହୋଇଯାଇଥିବା ବଳାତ୍କାର ଅଭିଯୁକ୍ତଙ୍କୁ ପୋଲିସ ମଙ୍ଗଳବାର ଗମ୍ବାରିଆ ଅଞ୍ଚଳରୁ ଗିରଫ କରି ଟାଉନ ଥାନା ପୋଲିସ ପୁଣି କୋର୍ଟ ଚାଲାଣ କରିଥିବା ଜଣାପଡିଛି ା ତାଙ୍କ ନାମ କ୍ରିଷ୍ଣା ଲୋହାର ବୋଲି…

ଗଣତି କାର୍ଯ୍ୟ ଶୃଙ୍ଖଳିତ କରିବାକୁ ତତ୍ପରତା

ବାଲେଶ୍ୱର ଅଫିସ, ୨୨।୫-ସାଧାରଣ ନିର୍ବାଚନ ପରେ ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ବଢ଼ି ଚାଲିଥିବା ବେଳେ ଆସନ୍ତା ୨୩ତାରିଖରେ ଗଣତି ହେବ। ବାଲେଶ୍ୱର ଜିଲାର ଲୋକ ସଭା ଏବଂ…

କୁଶଗଡ଼ ଜଙ୍ଗଲରେ ୧୫ରୁ ଊର୍ଦ୍ଧ୍ୱ ହାତୀ

ଜଳେଶ୍ୱର, ୨୨।୫(ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆ ଥାନା କୁଶଗଡ଼ ଫାଣ୍ଡି ଅଧିନ କୁଶଗଡ଼ ଜଙ୍ଗଲରେ ମଙ୍ଗଳବାର ଭୋର୍‌ରୁ ସନ୍ଧ୍ୟା ପର୍ଯ୍ୟନ୍ତ ୧୫ରୁ ଊର୍ଦ୍ଧ୍ୱ ହାତୀ ରହିଥିବା ଜଣାପଡିଛି। ତେବେ ରାତି ସମୟରେ ଉକ୍ତ ହାତୀପଲ ଜଙ୍ଗଲ ପାଖ କଣ୍ଡରାଗଡ଼ିଆ, ସାନହଳଦୀଗୁଣ୍ଡି, ବଡ଼ହଳଦୀଗୁଣ୍ଡି ଗ୍ରାମଗୁଡ଼ିକ…

ଅବ୍ୟବସ୍ଥାରେ ଚାଲିଛି ଖଜୁରିମୁଣ୍ଡି ପ୍ରାଥମିକ ବିଦ୍ୟାଳୟ: ୩୮୦ ଜଣ ବିଦ୍ୟାର୍ଥୀଙ୍କୁ ୬ ଶିକ୍ଷୟିତ୍ରୀଶିକ୍ଷକ, ୪ ବର୍ଷ ହେଲା ଆକାଉଣ୍ଟାଣ୍ଟ ପଦବୀ ଖାଲି

କେନ୍ଦୁଝର, ୨୧ା୫(ସ୍ବ.ପ୍ର.)-ବାଂଶପାଳ ଭଳି ଆଦିବାସୀ ଅଧ୍ୟୁଷିତ ବ୍ଲକରେ ଶିକ୍ଷାର ଆଲୋକ ଶିଖା ଜାଳିବା ପାଇଁ ୧୯୭୨ ମସିହାରେ ଖଜୁରିମୁଣ୍ଡିଠାରେ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ପରେ ଏହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରୂପାନ୍ତରିତ ହୋଇଥିଲା। ବାଳିକା ଶିକ୍ଷାର ପ୍ରୋତ୍ସାହନ ପାଇଁ ଏହି…

ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି

ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି, ଜଙ୍ଗଲଜମି ଏବେ ଚିଙ୍ଗୁଡି ମାଫିଆଙ୍କ କବଳରେ ରହିଛି। ପ୍ରଶାସନ ସବୁ ଜାଣି ମଧ୍ୟ ମାଫିଆଙ୍କ…

ମାଟ୍ରିକ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଛାତ୍ରଙ୍କ ଆତ୍ମହତ୍ୟା

ବସ୍ତା, ୨୧।୫(ସ୍ବ.ପ୍ର.)-ମଙ୍ଗଳବାର ପ୍ରକାଶ ପାଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇ ବାଲେଶ୍ୱର ଜିଲା ବସ୍ତା ଥାନା ପଣ୍ଡରୁଙ୍ଗି ଗ୍ରାମର ଜଣେ ଦଶମ ଶ୍ରେଣୀର ଛାତ୍ର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ଖେଳାଇ…

ପାଟଣା ବଜାରରୁ ସିରିଜ ଚୋରି, ରୁପା କଏନ୍‌ ସହ ନଗଦ ଟଙ୍କା, ଷ୍ଟେସନାରି ଚୋରି କଲେ ଦୁର୍ବୃତ୍ତ

ପାଟଣା,୨୧।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ବଜାର ଦୋକାନରୁ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ସହଦେବ ବେହେରାଙ୍କ ଭେରାଇଟି ଷ୍ଟୋର ଓ ବିଷ୍ଣୁ ପ୍ରସାଦ ବେହେରାଙ୍କ ଭେରାଇଟି ଷ୍ଟୋରର ଟାଇଲ ଓ ସିଲିଂ ଭାଙ୍ଗି ସମାନ ଢଙ୍ଗରେ…

ମାଟ୍ରିକ ପରୀକ୍ଷା ଫଳ: କେନ୍ଦୁଝର ଜିଲାରେ ପାସ ହାର ୭୧.୪୬%

କେନ୍ଦୁଝର, ୨୧ା୫(ସ୍ବ.ପ୍ର.): ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲାରେ ପାସ ହାର ୭୧.୪୬% ରହିଥିବା ଜିଲା ଶିକ୍ଷା ଅଧିକାରୀ କପିଳେନ୍ଦ୍ର ମିଶ୍ର କହିଛନ୍ତି। ସମୁଦାୟ ୪୭୩ ଉଚ୍ଚ ବିଦ୍ୟାଳୟର ୨୩୨୪୩ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିଲେ।…

କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଗିରଫ

କେନ୍ଦୁଝର, ୨୧।୫(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପରିସରରୁ ଫେରାର ଥିବା ବିଚାରାଧୀନ କଏଦୀ ଟାଉନ ଥାନା ପୋଲିସ ହାତରେ ମଙ୍ଗଳବାର ଧରାପିଡ଼ିଛନ୍ତି। ସେ ହେଲେ କ୍ରିଷ୍ଣା ଲୋହାର। ତାଙ୍କ ଘର ଟାଉନ ଥାନା ଗମ୍ଭାରୀଆରେ ବୋଲି ଜଣାପଡିଛି। କ୍ରିଷ୍ଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?