ବାଲେଶ୍ୱର

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର ଜମେ। ୫ ଦିନ ଧରି ଚାଲେ ଏହି ପର୍ବ। ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ…

ପୋଲ ନିର୍ମାଣ କାର୍ଯ୍ୟ ମନ୍ଥର

ଝୁମ୍ପୁରା, ୨୦।୪(ଡି.ଏନ.ଏ.): ଝୁମ୍ପୁରା ବଜାର ତଥା ବ୍ଲକ କାର୍ଯ୍ୟାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ ଆଦିକୁ ଯାତାୟାତ ପାଇଁ ଥିବା ୨ ମୁଖ୍ୟ ରାସ୍ତା ଉପରେ କାନପୁର କେନାଲର ପୋଲ ନିର୍ମାଣାଧୀନ ରହିଛି। ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଅଗ୍ନିଶମ ସେବାକେନ୍ଦ୍ର ପାଖରେ ଏବଂ ଝୁମ୍ପୁରା-କେନ୍ଦୁଝର…

ବିଜେଡି ପାଇଁ ପ୍ରଚାର କଲେ ସନାତନ

ଚମ୍ପୁଆ, ୨୦ା୪ (ଡି.ଏନ.ଏ.): ବିଜେଡିକୁ ବିଜୟ କରିବାକୁ ଶନିବାର ଚମ୍ପୁଆ ଶିରପୁରଠାରେ ବିଧାୟକ ସନାତନ ମହାକୁଡ ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ମୁଁ ବିଜେଡି ନୁହଁ ମାତ୍ର ମୋ ସମର୍ଥିିତ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ତାଙ୍କୁ ଆଗାମୀ ନିର୍ବାଚନରେ ବିପୁଳ…

ରାସ୍ତାରେ ଉନ୍ନତମାନର ମାଙ୍ଗାନିଜ

ଯୋଡ଼ା, ୨୦।୪(ଡି.ଏନ.ଏ.): ଯୋଡ଼ା ମୁଖ୍ୟ ରାସ୍ତାରେ ଥିବା ସରକାରୀ ଡାକ୍ତରଖାନା ସମ୍ମୁଖରେ ଟ୍ରକ୍‌ରୁ ଉନ୍ନତମାନର ମାଙ୍ଗାନିଜ ପଡିବାରୁ ସାଧାରଣ ପଥଚାରୀ ହନ୍ତସନ୍ତ ହେଉଛନ୍ତି। ଶୁକ୍ରବାର ସକାଳେ କୌଣସି ଏକ ଖଣିରୁ ଡ୍ରମ୍ପର ଯୋଗେ ଉନ୍ନତମାନର ମାଙ୍ଗାନିଜ ବୋଝେଇ ହୋଇ ଯୋଡା ଅଭିମୁଖେ…

ଭାଜପାର ବିଜୟ ସଂକଳ୍ପ ସଭା

ଢେଙ୍କିକୋଟ, ୨୦ା୪(ଡି.ଏନ.ଏ.): ଢେଙ୍କିକୋଟ ପଞ୍ଚାୟତ ଟିକିରା ଗ୍ରାମ ପଡ଼ିଆରେ ଶୁକ୍ରବାର ୪ଟା ବେଳେ ଭାଜପାର ଏକ ବିଜୟ ସଂକଳ୍ପ ସଭା ହୋଇଥିଲା। ଏହି ସଭାରେ ଘସିପୁରା ନିର୍ବାଚନ ମଣ୍ଡଳୀରୁ ବିଧାୟକ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିବା ପୃଥ୍ବୀରାଜ କୁଅର ସହ ରାଜ୍ୟ…

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଭଦ୍ରକ ଅଫିସ, ୨୦।୪ – ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ଅଧୀନ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣାରେ ଗିରଫ ଅଭିଯୁକ୍ତ ଗଗନ ବେହେରା(୫୫)ଙ୍କୁ ଶୁକ୍ରବାର କୋର୍ଟ ଚାଲାଣ  କରାଯାଇଥିଲା।…

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି। ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି…

ନିଆରା ବ୍ୟକ୍ତିତ୍ୱ ପଦ୍ମଲୋଚନ: କଳା, ସଂସ୍କୃତିର ପ୍ରଚାରକରୁ ସେବକ

ସିମୁଳିଆ, ୨୦ା୪(ସନ୍ତୋଷ କୁମାର ନାୟକ)-ଦାସକାଠିଆ ବଜାଇ ଲୋକଙ୍କ ମନୋରଞ୍ଜନ କରୁଥିବା ପଦ୍ମଲୋଚନ ଏଯାଏ ଏହି କଳାକୁ ବଞ୍ଚାଇ ରଖିବା ପାଇଁ ଉଦ୍ୟମ ଚଳାଇଛନ୍ତି। ଜରି ଲଗା ପୋଷାକ ପିନ୍ଧି ମଞ୍ଚରେ ଦାସକାଠିଆ ବଜାଇ ସଙ୍ଗୀତ ପରିବେଷଣ କଲା ବେଳେ ସେ ଦର୍ଶକଙ୍କୁ…

କରତକଳ ଉପରେ ଚଢ଼ାଉ: ଯନ୍ତ୍ରାଂଶ ଓପାଡ଼ି ଫିଙ୍ଗିଲା ବନବିଭାଗ

ବସ୍ତା, ୨୦।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ବଇଞ୍ଚା ଗ୍ରାମରେ ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ଚଢାଉ କରି ଜେସିବି ଲଗାଇ ଯନ୍ତ୍ରାଂଶକୁ ଓପାଡ଼ି ଫିଙ୍ଗିଛି। ମୟୂରଭଞ୍ଜ ଜିଲା ପାଞ୍ଚମାଣିଆ ଗ୍ରାମର ବରେନ୍ଦ୍ର ବେହେରା ଏକ କରତକଳ ବଇଞ୍ଚା…

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ସେକଙ୍କ ନାମରେ ବଡବିଲ…

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। ନବମ ଶ୍ରେଣୀ ଛାତ୍ରୀ ଅନୁସ୍କା…

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟୁତ୍‌୍‌ ସେବା ବ୍ୟାହତ ହେବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri