ଶକ୍ତିପ୍ରଦର୍ଶନ କଲା ବିଜେଡି
ଭୁବନ, ୧୭।୪(ଡି.ଏନ୍.ଏ.)-ଭୁବନ ଏନ୍ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପାଇଁ ଭୋଟଭିକ୍ଷା କରିଥିଲେ। ପ୍ରାରମ୍ଭରେ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନୀ ସଭା ହୋଇଥିଲା। ଏହାପରେ…
ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ
ପାଟଣା,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡା ହାଇସ୍କୁଲ ପଡ଼ିଆରେ ବୁଧବାର ପୂର୍ବାହ୍ନରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ୧୫ହଜାର ଊର୍ଦ୍ଧ୍ୱ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହାପରେ ସେ…
କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ : ମୁଖ୍ୟମନ୍ତ୍ରୀ
ଠାକୁରମୁଣ୍ଡା,୧୭ା୪(ଡି.ଏନ୍.ଏ.): କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀର ଠାକୁରମୁଣ୍ଡା ପଣସଡିହା ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍ପି ଓ ବିଧାୟିକା ପ୍ରାର୍ଥତ୍ନୀଙ୍କୁ ଭୋଟ୍ ଦେଇ ବିଜୟୀ କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ବୁଧବାର…
ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ
କପ୍ତିପଦା, ୧୭।୪(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକ ହେଲେ ଟୁନା ବେସ୍ରା। ତାଙ୍କ ଅଭିଯୁକ୍ତ ସ୍ତ୍ରୀ ହେଲେ ଚମ୍ପା।…
ରେଳ ଧାରଣାରୁ ଯୁବକ, ମହିଳାଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର ଅଫିସ,୧୭ା୪-ରେଳବାଇ ପୋଲିସ ସ୍ଥାନୀୟ ନାରୀ ସେବା ସଦନ ନିକଟ ରେଳ ଧାରଣାରୁ ମଙ୍ଗଳବାର ସକାଳେ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଜବତ କରିଥିଲା। ସେଠାରୁ ମିଳିଥିବା ମୋବାଇଲ ଫୋନରୁ ଯୁବକଙ୍କ ପରିବାର ସହ ପୋଲିସ ଯୋଗାଯୋଗ କରିଥିଲା।…
ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ୭ ଗିରଫ
ଗୋପାଳପୁର/କନିଷି,୧୭ା୪(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ସୋମବାର ରାତିରେ ଏକ ବ୍ୟାଙ୍କରୁ ଡକାୟତି ଯୋଜନା କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁନା ବେହେରା, ସୁରଜ ପରିଡା, ତୋଫାନ ଦାସ, ଲିଲୁ ଦଳେଇ, ଅମର କୁମାର ଦଳେଇ, ବିକ୍ରମ ଦାସ ଓ…
କଂଗ୍ରେସ କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ
ହାଟଡିହୀ,୧୭।୪(ଡି.ଏନ.ଏ.): ଆନନ୍ଦପୁର ନିର୍ବାଚନମଣ୍ଡଳୀ ହାଟଡିହୀ ବ୍ଲକ ୩୭ ନଂ ଜୋନ୍ର ସଡ଼ଙ୍ଗଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀ କଂଗ୍ରେସର ବରିଷ୍ଠ ନେତା ଶିଳ୍ପପତି ଅଲେଖ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଆୟୋଜିତ…
ପାହାଡ଼ ଉପରେ ବିତୁଛି ଜୀବନ
ଝୁମ୍ପୁରା, ୧୭।୪(ଡି.ଏନ୍.ଏ.): କେନ୍ଦୁଝର ସଦର ନିର୍ବାଚନମଣ୍ଡଳୀ ତଥା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନିଶ୍ଚିନ୍ତପୁର ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ପାହାଡ଼ ଉପରେ ଥିବା ୩ ଗାଁ କନକନା, ହରିଡ଼ାଯୋଡ଼ି, ଦେଓଝରକୁ ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଏ ନେଇ ଲୋକେ ଚଳିତ ନିର୍ବାଚନରେ…
ବିଦ୍ୟୁତ୍ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ
ଚାନ୍ଦବାଲି,୧୭।୪(ଡି.ଏନ୍.ଏ.)-ଭଦ୍ରକ ନେସ୍କୋ ବିଦ୍ୟୁତ୍ ଡିଭିଜନ, ତିହିଡ଼ି ସବ୍ଡିଭିଜନ ଓ ଚାନ୍ଦବାଲି ସେକ୍ସନ ଅଧୀନ ମତୋ ୩୩/୧୧ କେଭି ବିଦ୍ୟୁତ୍ ଷ୍ଟ୍ରକ୍ଚର କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ହେଉଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ବିଜୁଳି ସମସ୍ୟା ଲାଗିରହିଛି। ଖରାଦିନେ କାଳବୈଶାଖୀ ପ୍ରଭାବରେ ବିଦ୍ୟୁତ୍ ଲାଇନରେ…
ତ୍ରୁଟିପୂର୍ଣ୍ଣ ପରିଚୟପତ୍ର: ଚିନ୍ତାରେ ଭୋଟର
ସିମୁଳିଆ,୧୭।୪(ଡି.ଏନ୍.ଏ.)-ଭୋଟର ତାଲିକା ସଂଶୋଧନ ଓ ନୂଆ ଭୋଟରଙ୍କ ନାମ ସଂଯୋଗ କାର୍ଯ୍ୟ ଠିକ୍ ଭାବେ କରା ନ ଯିବାରୁ ତଥ୍ୟଗତ ତ୍ରୁଟି ଥାଇ ବହୁ ଭୋଟରଙ୍କୁ ନୂଆ ପରିଚୟପତ୍ର ବଣ୍ଟାଯାଇଛି। ଅଭିଯୋଗକଲେ ସଫ୍ଟଓ୍ବେର ଅପ୍ଡେଟ୍ ନ ହେବା କାରଣରୁ ଏଭଳି ତ୍ରୁଟି…
କଂଗ୍ରେସର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ: ହାତରେ ଧରି ଭୋଟରଙ୍କୁ ବୁଝାଉଛନ୍ତି ନେତା
ବାଲେଶ୍ୱର ଅଫିସ,୧୭।୪-ଚଳିତ ନିର୍ବାଚନରେ କଂଗ୍ରେସର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ତଥା ବିଧାନସଭା ପ୍ରାର୍ଥୀମାନଙ୍କର ଭରସା ସାଜିଛି ଗ୍ୟାରେଣ୍ଟି କାର୍ଡ। ଯୁବକ, ମହିଳା ଏବଂ ଚାଷୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାର ଲିଖିତ ପ୍ରତିଶ୍ରୁତି ଦେଉଛି କଂଗ୍ରେସ। ଏହି ପରିପ୍ରେକ୍ଷୀରେ ଭୋଗରାଇ ବ୍ଲକ…
ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର
ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…
Archives


