ବାଲେଶ୍ୱର

ନାବାଳିକା ବଳାତ୍କାର ମାମଲା: ଦୋଷୀଙ୍କୁ ୧୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୧୯।୫(ଡି.ଏନ.ଏ.)-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ସ୍ବତନ୍ତ୍ର ବିଚାରପତି ପୋକ୍ସୋ ଅଜନ୍ତା ଷଡଙ୍ଗୀ ଶନିବାର ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦଣ୍ଡସ୍ବରୂପ ଦୋଷୀଙ୍କୁ ୧୦ ବର୍ଷ ଜେଲ୍‌ ସହ ୫ ହଜାର ଟଙ୍କା…

ବାରମ୍ବାର ଘଟୁଛି ଦୁର୍ଘଟଣା, ଅସୁରକ୍ଷିତ ଖଣି ଅଞ୍ଚଳ

କେନ୍ଦୁଝର, ୧୮ା୫ (ସ୍ବ.ପ୍ର.)-ସରକାରଙ୍କ ଓଡିଶା ଖଣି ନିଗମ ଅଧୀନ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏହା ଅସୁରକ୍ଷିତ ହୋଇପଡ଼ିଛି। ଉପଯୁକ୍ତ ତଦାରଖର ଅଭାବରୁ ଖଣି ଅଞ୍ଚଳର ରାସ୍ତାଘାଟ ଅସୁରକ୍ଷିତ ହୋଇଥିବାରୁ ଏଭଳି ବାରମ୍ବାର ଦୁର୍ଘଟଣା ଘଟୁଥିବା ଅଭିଯୋଗ ହେଉଛି…

ଘରୁ ୮୦ ହଜାର ଟଙ୍କା ସହ ସୁନା ଅଳଙ୍କାର ଚୋରି

ଭଣ୍ଡାରିପୋଖରୀ, ୧୮।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ ଫାଣ୍ଡି ଅନ୍ତର୍ଗତ ନାଆଁମୀ ପଞ୍ଚାୟତ ନାୟକସାହିର କିଶୋର ନାୟକଙ୍କ ଘରୁ ଗତ ୧୧ ତାରିଖ ରାତିରେ ନଗଦ ୮୦ ହଜାର ସହ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି ହୋଇଥିବା…

ଦୁଇ ଶିକାରୀ ଗିରଫ: ବନ୍ଧୁକ ଜବତ

ଉଦଳା,୧୮ା୫(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଶିମିଳିପାଳ କୋର ଏରିଆ ଉପର ବାର୍‌ହାକାମୁଡ଼ା ରେଞ୍ଜ ଭଞ୍ଜବସା ଅଞ୍ଚଳରୁ ଏସଟିଆର ଟିମ୍‌ ଦୁଇ ଶିକାରୀଙ୍କୁ ଗିରଫ କରିଛି। ଏଥିସହିତ ଉଭୟଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ସହ ବନ୍ୟଜନ୍ତୁ ମାଂସ ଜବତ କରାଯାଇଛି।

ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସଜନାଗଡ଼,୧୮।୫(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍‌ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍‌ଡ଼ିହା ବିଟ୍‌ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ବର୍ତ୍ତମାନ ବାଲେଶ୍ୱର ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜଙ୍ଗଲରେ…

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବା ବେଳେ ଆନନ୍ଦପୁର ଓ…

ଧରମପୁରରେ ଚଢ଼ାଉ: ପଚାଶ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କାଠ ଜବତ

ହାଟଡ଼ିହୀ,୧୮।୫(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନଖଣ୍ଡ ଅନ୍ତର୍ଗତ ଢେଙ୍କା ପଞ୍ଚାୟତ ଧରମପୁର ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଜବତ ହୋଇଛି। ବନ ବିଭାଗ ରେଞ୍ଜର ସୁରେନ୍ଦ୍ରନାଥ ହେମ୍ବ୍ରମଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ୫୦ ହଜାରରୁ…

ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ

ବାଲେଶ୍ୱର ଅଫିସ,୧୮।୫: ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟା ଅନୁଷ୍ଠାନ କମିଟିର ସାଂଗଠନିକ ସମ୍ମିଳନୀ ଶନିବାର ପୂର୍ବାହ୍ନରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଗୃହ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଅନନ୍ତ ପ୍ରଧାନ ସଭାପତିତ୍ୱ କରି ଜିଲାବାସୀଙ୍କ ସ୍ବାସ୍ଥ୍ୟସେବା ଓ…

ବ୍ରିଜରେ ଝୁଲିରହିଲା ବସ୍‌, ଅଳ୍ପକେ ବର୍ତ୍ତିଲେ ୬୦ ଯାତ୍ରୀ

ସୋର,୧୮।୫(ଡି.ଏନ୍‌.ଏ): ସୋର ୧୬ନମ୍ବର ଜାତୀୟ ରାଜପଥ ଉତ୍ତେରେଶ୍ୱର ନକଟରେ ସଡ଼କ ଦୁର୍ଘଟଣା ଘଟିଛି। ଶୁକ୍ରବାର ବିଳମ୍ବିତ ରାତିରେ ସାହୁ ନାମକ ଏକ ଘରୋଇ ବସ୍‌ ବ୍ରହ୍ମପୁରରୁ ବାଲିଆପାଳ ଯାଉଥିବା ବେଳେ ଉତ୍ତେରେଶ୍ୱର ବସ୍‌ ଷ୍ଟୋପେଜ୍‌ରେ ଛିଡା ହୋଇଥିଲା। ସେହି ସମୟରେ ଏକ…

ହାତୀ ଆକ୍ରମଣରେ ୨ ମୃତ

ହାଟଡିହି,୧୮।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକରେ ହାତୀ ଆକ୍ରମଣରେ ୨୪ ଘଣ୍ଟା ନପୁରୁଣୁ ୨ଜଣଙ୍କ ପ୍ରାଣହାନୀ ଘଟିଛି। ଶନିବାର ସକାଳୁ କାନପୁର-ମରଚାଇପଦା ଗଁ।ର ମରାମଚନ୍ଦ୍ର ରାଉତଙ୍କ ପତ୍ନୀ ସଞ୍ଜୁଲତା (୫୨) ନିଜ ବଗିଚାକୁ ଆମ୍ବ ତୋଳିବାକୁ ଯାଉଥିବା ବେଳେ ହାତୀ ତାଙ୍କୁ…

୨୯୪ ମିଟର ଡ୍ରେନ୍‌ ନିର୍ମାଣକୁ ଲାଗିଲାଣି ୬ ବର୍ଷ

ଭଦ୍ରକ ଅଫିସ, ୧୮।୫ – ଆଉ କିଛି ମାସ ଗଲେ ଭଦ୍ରକ ସହର କୃତ୍ରିମ ବନ୍ୟାରେ ଉବୁଟୁବୁ ହେବ। ସାମାନ୍ୟ ବର୍ଷା ହେଲେ ବର୍ଷାପାଣି ନିଷ୍କାସିତ ହୋଇ ନ ପାରି ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ। ସହରରେ ଡ୍ରେନେଜ୍‌ ବ୍ୟବସ୍ଥା…

ଜିଲାରେ ୫୫୫ ଶିଶୁ ଅପପୁଷ୍ଟିର ଶିକାର

ଭଦ୍ରକ ଅଫିସ, ୧୮।୫ – ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା। ଗର୍ଭବତୀ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟର ବିକାଶ ପାଇଁ ସରକାରଙ୍କ ନାନା ଯୋଜନା କାର୍ଯ୍ୟକାରୀ ହେଉଛି। ଉପଯୁକ୍ତ ତଦାରଖ ଓ ଆନ୍ତରିକତା ଅଭାବରୁ ଯୋଜନା ତା’ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri