ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ
ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍ଫଣ୍ଡ ଘୋଟାଲା ହେଲା,…
ଭୋଗରାଇ ରାଜନୀତିରେ ବଡ଼ ହଲଚଲ, ବିଜେଡି ଛାଡିଲେ ବଡ଼ ନେତା
ବାଲେଶ୍ୱର,୨୪।୫: ରୋଚକ ମୋଡରେ ଭୋଗରାଇ ରାଜନୀତି। ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଦଳଡିଆଁ କାର୍ଯ୍ୟକ୍ରମ ଏବେ ବି ଜାରି ରହିଛି। ଏହି କ୍ରମରେ ଶୁକ୍ରବାର ବିଜେଡି ଛାଡିଛନ୍ତି ଦଳର ଭେଟେରାନ ନେତା ତଥା ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଡାହାଣ…
ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC
ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…
ବାତ୍ୟା ‘ରେମଲ’ର ପ୍ରଭାବ: ଆରମ୍ଭ ହେଲାଣି ବର୍ଷା-ପବନ
ଭୁବନେଶ୍ୱର,୨୪।୫: ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା ,ପବନ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲାରେ। ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି । ଅବପାତ…
ରବୀନ୍ଦ୍ରଙ୍କ ଘରେ ରଘୁନାଥ:ବିଜେଡିକୁ ପୁଣି ଫେରିବା ନେଇ ଚର୍ଚ୍ଚା
ଲଙ୍ଗଳେଶ୍ୱର, ୨୪।୫(କମଳାକାନ୍ତ ଦାସ):ବାଲେଶ୍ୱର ଜିଲା ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥିନୀ ସୁବାସିନୀ ଜେନାଙ୍କ ଲଙ୍ଗଳେଶ୍ୱରସ୍ଥିତ ବାସଭବନରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ତାଙ୍କ ସହଧର୍ମିଣୀ ପ୍ରୀତିଲତା ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ପୂର୍ବତନ ଏମ୍ପି ରବୀନ୍ଦ୍ର…
ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ
ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି। ଲେଖାଶ୍ରୀଙ୍କୁ ତାଙ୍କ…
ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ
ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି। ଏଥିପାଇଁ ଦଳ ପକ୍ଷରୁ ତାଙ୍କୁ ପୁରସ୍କାର ସ୍ୱରୂପ ବାଲେଶ୍ୱର ଜିଲା ସଭାପତି ଏବଂ ବିଜେଡିର…
ଆଭାସୀ ମାଧ୍ୟମରେ ସମୀକ୍ଷାକଲେ ଜିଲାପାଳ
ବାଲେଶ୍ୱର, ୨୩।୫(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ଆଭାସୀ ମାଧ୍ୟମରେ ଜିଲାପାଳ ଆଶିଷ ଠାକରେଙ୍କ…
ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା
ଭୁବନେଶ୍ୱର,୨୨।୫: ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ଏ ନେଇ ସୂଚନା ଦେଇଛନ୍ତି। ଜ୍ୟୋତିପ୍ରକାଶ ପୂର୍ବରୁ ମନ୍ତ୍ରୀ…
ଦୁର୍ଘଟଣାରେ ଇସ୍ରୋ ଛାତ୍ରଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ସୋର, ୨୨ା୫(ଜନ୍ମେଜୟ ମିଶ୍ର):ଇସ୍ରୋରେ ପାଠ ପଢୁଥିବା ସୋର ପୌରାଞ୍ଚଳ ୧ ନମ୍ବର ୱାର୍ଡ ବାରପଡା ଗ୍ରାମର ଶ୍ରବଣ କୁମାର ଦାସ(୨୧)ଙ୍କ ସୋମବାର କାର୍ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…
ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍
ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର ପ୍ରଚାରକ ସଚିନ ପାଇଲଟ ଏହା କହିଛନ୍ତି। ବାଲେଶ୍ୱର ମିଶନପଡିଆଠାରେ ଜିଲା କଂଗ୍ରେସ ସଭାପତି…
‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର
ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଖୁବ ବର୍ଷିଛନ୍ତି। ”ଜଣେ ଭଡ଼ାଟିଆକୁ ଆଣି ଓଡ଼ିଶାରେ…
Archives


