ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍ କର୍ମଚାରୀଙ୍କ ଧାରଣା
ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। ବିଦ୍ୟୁତ୍ ବିଭାଗ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ବିଦ୍ୟୁତ୍୍ ସେବା ବ୍ୟାହତ ହେବାର…
କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ
ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଏମ୍ପି ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର କରିଛନ୍ତି। ସେ କେନ୍ଦ୍ରୀୟ ଯୋଜନା…
ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ
ଭଦ୍ରକ ଅଫିସ, ୧୯।୪ – କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲା ନିର୍ବାଚନ ଅଧିକାରୀ ଜ୍ଞାନରଞ୍ଜନ ଦାସ,…
ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର
ଆରଡ଼ି, ୧୯।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ଏହାକୁ କାର୍ଯ୍ୟକ୍ଷମ କରାଯିବା ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ।…
ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର
ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l ନାବାଳିକାଙ୍କ ହୋସ ଆସିବା ପରେ ଅତିରିକ୍ତ ଏସପି କୈଳାସ ଚନ୍ଦ୍ର ପରିଡ଼ା ବୟାନ…
ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ
କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ବିଭିନ୍ନ…
କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ
କେନ୍ଦୁଝର, ୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ ବୁଧବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ବହୁ ଅଞ୍ଚଳରେ କୁଆପଥର ମାଡ଼ ହୋଇଥିଲା। ବ୍ୟାପକ ଫସଲ ନଷ୍ଟ ହୋଇଛି। ସଦର ବ୍ଲକର ଶଙ୍କିରୀ ଗ୍ରାମ ପଞ୍ଚାୟତର ପୋଟଳ ଗଁାରେ ପବନ ଓ କୂଆପଥର…
ବିଦ୍ୟାଳୟରେ ଦୈତାରିଙ୍କୁ ସମ୍ବର୍ଦ୍ଧନା
କେନ୍ଦୁଝର, ୧୮ା୪(ସ୍ବ.ପ୍ର.): ପଦ୍ମଶ୍ରୀ ପ୍ରାପ୍ତ ଦୈତାରୀ ନାଏକଙ୍କୁ ସଦର ବ୍ଲକ ଅନ୍ତର୍ଗତ ବନାଯୋଡ଼ିସ୍ଥିତ ଆନନ୍ଦାଶ୍ରମ ଓ ସାଇଆନନ୍ଦ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଛି। ଜୀବନରେ କର୍ମର ମୂଲ୍ୟ ଓ ଜଣେ ମଣିଷ ସମାଜ ପାଇଁ କିଛି କରିବାର ପ୍ରୟାସ କିପରି ଶୀର୍ଷକୁ…
ମରାମତି ଅପେକ୍ଷାରେ ୮୪ ବିଦ୍ୟାଳୟ
ବାସୁଦେବପୁର, ୧୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଥିବା ବିଭିନ୍ନ ବିଦ୍ୟାଳୟ ଅବହେଳିତ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କେଉଁଠି ବିଦ୍ୟାଳୟର କାନ୍ଥ ଫାଟି ଆଁ କରିଛି ତ ଆଉ କେଉଁଠି ଆଜବେଷ୍ଟସ ଭାଙ୍ଗିଯାଇଛି। ଅଧିକାଂଶ ବିଦ୍ୟାଳୟର ଆବଶ୍ୟକ…
ପୋଖରୀରେ ପଡ଼ି ଶିଶୁପୁତ୍ର ମୃତ
ସୋର,୧୮।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ମଧୁସୂଦନପୁର ପଞ୍ଚାୟତର କୁରୁଣିଆ ଗ୍ରାମର ମାମୁଁ ରମାକାନ୍ତ ମହାକୁଡ଼ଙ୍କ ଘରକୁ ବୁଲିବାକୁ ଆସି ୩ବର୍ଷର ଶିଶୁପୁତ୍ର ପୋଖରୀରେ ପଡ଼ି ମୃତ୍ୟୁ ଘଟିଛି। ସୋର ଥାନା ଅନ୍ତର୍ଗତ ସାଉଡ଼ ଗ୍ରାମର ନିରାକାର ନାୟକଙ୍କ ପୁଅ ଜଗନ।…
କୁପାରୀରେ ମିଶନଶକ୍ତି ସମାବେଶ
ଖଇରା,୧୮।୪(ଡି.ଏନ.ଏ.)- ନବୀନ ସରକାର କ୍ଷମତାକୁ ଆସିବା ପରେ ସ୍ବୟଂସହାୟିକା ଗୋଷ୍ଠୀ ମାଧ୍ୟମରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛନ୍ତି। ସେମାନଙ୍କ ଆର୍ଥୀକ ଓ ସାମାଜିକ ବିକାଶ ହେବା ସହିତ ଦେଶର ଅଭିବୃଦ୍ଧିରେ ସେମାନଙ୍କର ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ। ଓଡିଶା ଜୀବିକା ମିଶନ ମାଧ୍ୟମରେ ସରକାର…
ଏଥର ଟୁସୁ କନିଆ, ଶଙ୍କର ବର: ମେ ୨୯ରୁ ଜୁନ ୨ ତାରିଖ ଯାଏ ବାହାଘର
ବାଲେଶ୍ୱର ଅଫିସ,୧୮।୪- ବାଲେଶ୍ୱରରେ ପ୍ରତିବର୍ଷ ପାଳିତ ହେଉଥିବା ଜଉକଣ୍ଢେଇ ବାହାଘର ଲୋକକଳା ଓ ସଂସ୍କୃତି, ଲୋକକଥା, ଲୋକସାହିତ୍ୟ ପରମ୍ପରାରେ ଏକ ଅଦ୍ୱିତୀୟ ଲୋକପର୍ବର ମାନ୍ୟତା ଲାଭ କରିଛି। । କେବଳ ଓଡି଼ଶାରେ ନୁହେଁ, ସାରା ଭାରତରେ ଏଭଳି ଉତ୍ସବ ପାଳନ ବିରଳ।…
Archives


