ବାଲେଶ୍ୱର

ଚାଷୀଙ୍କ ନୂଆ ଆଶା ‘ସୂର୍ଯ୍ୟମୁଖୀ’

କେନ୍ଦୁଝର, ୩୦ା୪(ସ୍ବ.ପ୍ର.): ସରକାର ଚାଷୀଙ୍କ ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଅର୍ଥ ଆମଦାନୀ ଫସଲ ସୂର୍ଯ୍ୟମୁଖୀ, ବିରି, ମୁଗ। ଏହି ଚାଷୀଙ୍କୁ ପ୍ରୋତ୍ସାହନ କରାଯାଉଥିଲା ବେଳେ ଜଳସେଚନର ସୁବିଧା ନ ଥିବାରୁ ଅନେକେ ଉତ୍ସାହୀ ଚାଷୀ ଏହି ଚାଷ…

କାଜୁ ଚାରାରୋପଣ ପ୍ରହସନ

କେନ୍ଦୁଝର, ୩୦ା୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଜୁ ଚାରାରୋପଣ ଯୋଜନା ପ୍ରହସନରେ ପରିଣତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ପତିତ ଜମିରେ କାଜୁ ଚାରାରୋପଣ କରାଯାଇଥିଲା। ଏଥିପାଇଁ ସରକାରଙ୍କ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଆଶାନୁରୂପ ଭାବେ ଏହି ଯୋଜନା ସଫଳ…

ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍‌ରେ ଭୋଟର

ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା। ବିଭିନ୍ନ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ଦେଖାଦେବା ଯୋଗୁ ମତଦାନରେ ବିଳମ୍ବ ଘଟିଥିଲା। ଏଥିଲାଗି ରାତି ୯ଟା…

ଅଚଳ ଇଭିଏମକୁ ବଦଳାଗଲା

ଚାନ୍ଦବାଲି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା ଅନ୍ୟ…

ଇଭିଏମ୍‌ ଅଚଳ, ବନ୍ଦ ରହିଛି ମତଦାନ

ତିହିଡ଼ି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ଯୋଗୁ ମତଦାନ ବନ୍ଦ ରହିଛି। ସୋମବାର ସକାଳ ୭ଟାରେ ମତଦାନ ପୂର୍ବରୁ ଏମ୍‌ପି ପାଇଁ ଉଦ୍ଦିଷ୍ଟ…

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି। ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ ବୋଲି…

ଆତଙ୍କ ଖେଳାଇଛନ୍ତି କୁଲଡ଼ିହା ହାତୀ: ଜଣଙ୍କୁ କଚାଡ଼ି ମାରିଲେ

ନୀଳଗିରି/ସଜନାଗଡ଼, ୨୯।୪(ଡି.ଏନ.ଏ.)-କିଛିମାସ ହେଲା ନୀଳଗିରି ବ୍ଲକ ଅଧୀନ କୁଲଡ଼ିହା ଅଭୟାରଣ୍ୟର ହାତୀପଲ ବନାଞ୍ଚଳ ନିକଟସ୍ଥ ଗ୍ରାମରେ ପଶି ବହୁ ଘର, ବିଭିନ୍ନ ପ୍ରକାର ଫସଲ ନଷ୍ଟ କରିଆସୁଛନ୍ତି। ଏଥିପ୍ରତି ବନବିଭାଗର ଚେତା ପଶୁନି। ରବିବାର ଏକ ହାତୀ ଜଣେ ବ୍ୟକ୍ତିଙ୍କୁ କଚାଡ଼ି…

ରହସ୍ୟଘେରରେ ଆଦିତ୍ୟଙ୍କ ମୃତ୍ୟୁ

ବାରିପଦା ଅଫିସ,୨୯।୪- ବାରିପଦା ସହର ୨୫ ନମ୍ବର ୱାର୍ଡ ଛାଞ୍ଚ ଅଞ୍ଚଳର ଆଦିତ୍ୟ ନାରାୟଣ ପଣ୍ଡା ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ହରିଶ୍ଚନ୍ଦ୍ର ପଣ୍ଡା ରବିବାର ବାରିପଦା ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଆଦିତ୍ୟଙ୍କ…

ନିର୍ବାଚନ ଲାଗି ମୟୂରଭଞ୍ଜରେ ସୁରକ୍ଷା କଡ଼ାକଡ଼ି ; ୫ ଶହରୁ ଊର୍ଦ୍ଧ୍ୱ ବୁଥ୍‌ରେ ସିସି ଟିଭି କ୍ୟାମେରା

ବାରିପଦା ଅଫିସ,୨୯।୪- ମୟୂରଭଞ୍ଜ ଲୋକ ସଭା ଆସନ ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବାଲେଶ୍ୱର ଲୋକ ସଭା ଆସନରେ ସାମିଲ ହୋଇଥିବା ଏହି ଜିଲାରେ ବଡସାହି ନିର୍ବାଚନମଣ୍ଡଳୀରେ ସୋମବାର ଅନୁଷ୍ଠିତ ହେଉଥିବା ନିର୍ବାଚନ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ…

ଧୂଳିଧୂଆଁରେ ଲୋକେ ଅତିଷ୍ଠ

ଯୋଡ଼ା, ୨୯।୪(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳର ୨ନଂ ରାଜ୍ୟ ରାଜପଥର ଜୁରୁଡି-ବାମେବାରୀ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ଶତାଧିକ ଟ୍ରକ୍‌ ଓ ଡମ୍ପର ବିଭିନ୍ନ ଖଣି କମ୍ପାନୀର ଖଣିଜ ବୋଝେଇ କରି ପରିବହନ କରୁଛି। ରାସ୍ତାର ବିଭିନ୍ନ…

ଜିଲାରେ ୭୫ ଆଦର୍ଶ ମତଦାନ କେନ୍ଦ୍ର

ଭଦ୍ରକ ଅଫିସ, ୨୯ା୪- ଜିଲାରେ ମୋଟ ୧୨୯୨ଟି ପୋଲିଂ ଷ୍ଟେଶନ ମଧ୍ୟରୁ ୭୫ଟି ମତଦାନ କେନ୍ଦ୍ରକୁ ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ପୋଲିଂ ବୁଥ୍‌) ଭାବେ ଘୋଷଣା କରାଯାଇଛି। ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ ଏହି ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?