ବାଲେଶ୍ୱର

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ ଚମ୍ପୁଆ ଓ ପାଟଣା ନିର୍ବାଚନମଣ୍ଡଳୀର ଇଭିଏମ୍‌ ରଖାଯାଇଥିବାରୁ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କ ଆତଯାତ ରୋକିବା…

ପନିକି ଘାଟିରେ ବରଯାତ୍ରୀ ଗାଡି ଓଲଟି, ୭ ଗୁରୁତର

ତେଲକୋଇ, ୨୮।୪(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ କୁଲାଡେରା ଗ୍ରାମରେ ଝିଅ ବାହାଘର ହୋଇଥିଲା। ଶନିବାର ଗ୍ରାମବାସୀ ମହିଳା ଓ ପୁରୁଷ ମିଶି ଝିଅକୁ ବିଦା ଦେବା ପାଇଁ ଏକ ୪୦୭ ଗାଡିରେ ତାଳପଦା ଦେଇ ହରିଚନ୍ଦନପୁର ବ୍ଲକ ଅଭିମୁଖେ ଯାଉଥିଲେ।…

ଢେଙ୍କିକୋଟରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଢେଙ୍କିକୋଟ, ୨୮ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ ପଦାକୁ ବାହାରି ପାରୁନାହାନ୍ତି। ୧୧ଟା ବେଳକୁ ବଜାର ରାସ୍ତା ଘାଟ ଶୂନ୍‌ଶାନ ହୋଇଯାଉଛି। ତାପମାତ୍ରା…

ଖୁଣ୍ଟ ଅଛି ଜଳୁନି ଲାଇଟ୍‌

କେନ୍ଦୁଝର, ୨୮ା୪(ସ୍ବ.ପ୍ର.)-କେନ୍ଦୁଝର ସହରାଞ୍ଚଳରେ ବିଦ୍ୟୁତ ଯୋଗାଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହେଉଛି। କେଉଁଠି ନିମ୍ନମାନର ବିଦ୍ୟୁତ୍‌ ଖୁଣ୍ଟ ଓ ଲାଇଟ୍‌ ବ୍ୟବହାର ହୋଇଥିବାରୁ ଅଚଳ ହୋଇପଡିଛି ତ କେଉଁଠି ବିଦ୍ୟୁତଖୁଣ୍ଟ ଲାଇଟ ଲଗାଯାଇଥିଲେ ହେଁ ଜଳୁନାହିଁ । କେଉଁଠି…

ବଢୁଛି ତରଭୁଜର ଚାହିଦା

କେନ୍ଦୁଝର, ୨୮ା୪ (ସ୍ବ.ପ୍ର.)-ପ୍ରବଳ ଖରା ଲାଗି ତରଭୂଜର ଚାହିଦା ବଢୁଛି ା ବିଶେଷ କରି ସହରାଞ୍ଚଳରେ ତରଭୂଜ ଖାଇବା ପାଇଁ ଲୋକଙ୍କ ଆଗ୍ରହକୁ ଦେଖି ଚାଷୀ ଓ ବେପାରୀ ତରଭୂଜ ଆଣି ବିଭିନ୍ନ ସ୍ଥାନରେ ବିକ୍ରି କରୁଛନ୍ତି। କିନ୍ତୁ ଚାଷୀଙ୍କର ଆର୍ଥିକ…

ସମୁଦ୍ର ତଟରେ ମୁକୁଳା ପଡ଼ିଛି ୱାଚ୍‌ ଟାୱାର

ବାସୁଦେବପୁର, ୨୮।୪ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଙ୍ଗୋପସାଗର ସଂଲଗ୍ନ ଥିବା ଏକ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ଓ ପୌରପାଳିକାର ୨୩ ୱାର୍ଡ। ସେଥିମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨…

ପୋଲିଂ ବୁଥ୍‌କୁ ଗଲେ ଅଧିକାରୀ, କର୍ମଚାରୀ

ବାଲେଶ୍ୱର ଅଫିସ, ୨୮।୪-ରାଜ୍ୟର ୧୬ତମ ବିଧାନସଭା ନିର୍ବାଚନ ୨୦୧୯ର ଚତୁର୍ଥ ପର୍ଯ୍ୟାୟରେ ବାଲେଶ୍ୱର ଜିଲାରେ ୨୯ତାରିଖରେ ଅନୁଷ୍ଠିତ ହେବ। ଜିଲାର ୧୨ଟି ବ୍ଲକରେ ୧୮୮୭ଟି ପୋଲିଂ ବୁଥ୍‌ ମଧ୍ୟରୁ ୧୦୪ଟି ଅତିସମ୍ବେଦନଶୀଳ ବୁଥ୍‌ ଏବଂ ୨୭୫ଟି ସମ୍ବେଦନଶୀଳ ବୁଥ୍‌ ଥିବା ଜିଲା…

ବଳାତ୍କାରୀଙ୍କୁ ୭ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୪-ଏକ ବଳାତ୍କାର ମାମଲାର ବିଚାର କରି ଶନିବାର ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ ପୋକ୍ସୋ ଅଦାଲତରେ ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ସ୍ପେଶାଲ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।…

ନିର୍ବାଚନ ପାଇଁ ସିଆରପିଏଫ୍‌ର ଫ୍ଲାଗମାର୍ଚ୍ଚ

ବାଲେଶ୍ୱର/ଜଳେଶ୍ୱର, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ସହରରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ସିଆର୍‌ପିଏଫ୍‌ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଫ୍ଲାଗମାର୍ଚ୍ଚ ଅନୁଷ୍ଠିତ ହୋଇଥିଲା। ଜିଲାରେ ଆସନ୍ତା ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଅବାଧ, ଭୟମୁକ୍ତ ଓ ଶାନ୍ତିପୂର୍ଣ୍ଣ ଭାବେ…

ପରିବର୍ତ୍ତନ ସଂକଳ୍ପ ସମାବେଶରେ ରାହୁଲ: ‘ଚୋରଙ୍କୁ ଖସାଇଛନ୍ତି ନିଜେ ଚୌକିଦାର’

ବାଲେଶ୍ୱର ଅଫିସ/ରେମୁଣା, ୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ନରହରିପୁର ପଡ଼ିଆରେ ଶୁକ୍ରବାର ଅପରାହ୍ନରେ ଆୟୋଜିତ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗଦେଇ ଜାତୀୟ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେନ୍ଦ୍ରର ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଥିଲେ, ବର୍ତ୍ତମାନ…

ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଭାଜପା କ୍ଷମତାକୁ ଆସିଲେ ଖଣି, ଚିଟ୍‌ଫଣ୍ଡ ଚୋର ଜେଲ୍‌ ଯିବେ

ଭଦ୍ରକ ଅଫିସ/ପଦ୍ମପୁର/ତିହିଡି, ୨୭।୪ (ଡି.ଏନ.ଏ.) – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଜିଲା ଗସ୍ତରେ ଆସି ଦଳୀୟ ବିଧାୟକ ପ୍ରାର୍ଥୀ ମନମୋହନ ସାମଲ, ମାଧବାନନ୍ଦ ମଲ୍ଲିକ, ବିଷ୍ଣୁ ସେଠୀ ଓ ଡା. ପ୍ରଦୀପ ନାୟକଙ୍କ ସମେତ ଭଦ୍ରକ ଲୋକ ସଭା…

ଧୂଷୁରୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ: ‘ସରକାର ପରିବର୍ତ୍ତନ ନିଶ୍ଚିତ’

ଧାମନଗର, ୨୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ଧୂଷୁରୀ ବାସନ୍ତୀ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇ ରାଜ୍ୟରେ ଅପାରଗ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?