ବାଲେଶ୍ୱର

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୧୫ ହଜାର ଟଙ୍କା ସହ ମୋବାଇଲ ଛଡ଼ାଇନେଲେ ଲୁଟେରା

କେନ୍ଦୁଝର,୨୬ା୪(ସ୍ବ.ପ୍ର.):କେନ୍ଦୁଝର ମାଇନିଂଛକଠାରୁ ଡିମ୍ବୋ ରାସ୍ତା ମଧ୍ୟରେ ଥିବା ସାଇମନ୍ଦିର ନିକଟରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କ ଠାରୁ ବନ୍ଧୁକ ଦେଖାଇ ୧୫ହଜାର ଟଙ୍କା ସହ ମୋବାଇଲ ଲୁଟି ନେଇ ପଳାଇଲେ ଲୁଟେରା। ଖବର ଅନୁଯାୟୀ, ଗୁରୁବାର ରାତିରେ ଡିମ୍ବୋ ଗ୍ରାମର ଦିଲୀପ କୁମାର…

ଯୁବକଙ୍କ ଗୁପ୍ତାଙ୍ଗ କାଟିଲେ ଦୁର୍ବୃତ୍ତ

ପାଟଣା,୨୬ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟସ୍ଥିତ ସଁରାପଶି ଗ୍ରାମରେ ବନ୍ଦ ପଡ଼ିଥିବା ଏକ ଆବାସିକ ଶିଶୁମନ୍ଦିର ପ୍ରକୋଷ୍ଠରୁ ଶୁକ୍ରବାର ସକାଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକଙ୍କୁ ଘର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଯୁବକ…

ବ୍ୟବସାୟୀଙ୍କୁ ଗୁଳିମାଡ଼, ୧୫ହଜାର ଲୁଟ୍‌

କେନ୍ଦୁଝର,୨୬।୪( ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବାଁପାର ଗ୍ରାମ ନିକଟରେ ଗୁରୁବାର ରାତି ପ୍ରାୟ ୧୦ଟାରେ ଦିଲୀପ ବେହେରା ନାମକ ବ୍ୟବସାୟୀଙ୍କୁ ଗୁଳି ମାଡ଼ କରି ୧୫ ହଜାର ଟଙ୍କା ଲୁଟ ହୋଇଛି। ତାଙ୍କୁ ଆହତ ଅବସ୍ଥାରେ ଜିଲା ମୁଖ୍ୟ…

ଫେରାର ଅଭିଯୁକ୍ତ ଗିରଫ

ଯୋଡ଼ା, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ଜେଏମ୍‌ଏଫସି କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ପୋଲିସ କବଳରୁ ଫେରାର ହୋଇଯାଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି| ଯୋଡା ଥାନା ସବଇନ୍ସପେକ୍ଟର ରଞ୍ଜିତ କୁମାର ପଟ୍ଟନାୟକଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଯୋଡା ସହରର…

ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗ ପତ

ରାଇସୁଆଁ,୨୬।୪(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କ ଥାଇଥାନ ପାଇଁ ବହୁ ଯୋଜନା କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ କେତେକ ନେତାଙ୍କ ଦୁର୍ନୀତିଖୋର ମନୋଭାବ ଯୋଗୁଁ ବହୁ ଗରିବ ସରକାରଙ୍କ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଥିବା ଦେଖିବାକୁ ମିଳୁଛି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ସଦର…

ଭଦ୍ରକ ଜିଲାରେ କଂଗ୍ରେସ ରାଜନୀତି: ନୂଆ ମୁହଁକୁ ନେଇ ଆଶା,ଆଶଙ୍କା

ଭଦ୍ରକ ଅଫିସ, ୨୬ା୪-ଭଦ୍ରକ ଜିଲାରେ କଂଗ୍ରେସ ୫ ନୂଆ ପ୍ରାର୍ଥୀଙ୍କୁ ନିର୍ବାଚନ ମଇଦାନକୁ ଛାଡିଛି| ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିଜେ ନିଜ ଜିଲା ଛାଡ଼ି ଭଣ୍ଡାରିପୋଖରୀ ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ଅନ୍ୟ ୪ଜଣ ତାଙ୍କ ଅନୁଗାମୀ ବୋଲି ଚର୍ଚ୍ଚା…

ଭଦ୍ରକରେ ରାଜ୍‌ ବବର୍‌ଙ୍କ ରୋଡ୍‌ ଶୋ

ଭଦ୍ରକ ଅଫିସ, ୨୬।୪ – କଂଗ୍ରେସର ଭଦ୍ରକ ବିଧାନସଭା ପ୍ରାର୍ଥୀ ନଳିନୀକାନ୍ତ ମହାନ୍ତି ଓ ଲୋକ ସଭା ପ୍ରାର୍ଥୀ ମଧୁମିତା ସେଠୀଙ୍କ ପାଇଁ ଗୁରୁବାର ନିର୍ବାଚନ ପ୍ରଚାର କରିଛନ୍ତି ବଲିଉଡ୍‌ ଅଭିନେତା ରାଜ୍‌ ବବର୍‌। ଏଥିପାଇଁ ଭଦ୍ରକ ସହରରେ ବିଶାଳ ରୋଡ୍‌ଶୋ…

‘ମୋ ଭୋଟ୍‌ ମୋ ଅଧିକାର’ ଆଲୋଚନାଚକ୍ର

ବାଲେଶ୍ୱର ଅଫିସ, ୨୬।୪-ସମଗ୍ର ଦେଶରେ ଗଣତନ୍ତ୍ରର ମହାପର୍ବ ନିର୍ବାଚନ-୨୦୧୯ ଚାଲୁଅଛି| ଓଡ଼ିଶାରେ ୩ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଯାଇଥିବା ବେଳେ ଆସନ୍ତା ୨୯ତାରିଖରେ ବାଲେଶ୍ୱର ସମେତ କେତେକ ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସୁନ୍ଦର ତଥା…

ଆଜି ଆସିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ୍‌ ଓରାମ

ଭଦ୍ରକ ଅଫିସ, ୨୬।୪ – ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ୍‌ ଓରାମ ଭଦ୍ରକ ଜିଲା ଗସ୍ତ କରିବେ। ସେମାନଙ୍କ ସହ ଭାଜପାର ବହୁ ହେଭିୱେଟ୍‌ ନେତା, ସିନେତାରକାଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ଭାଜପା ପକ୍ଷରୁ ଖବରଦାତା ସମ୍ମିଳନୀ ମାଧ୍ୟମରେ…

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ ତାହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ହିସାବନିକାଶ ଚାଲିଛି। ଚଳିତଥର ଏହି ନିର୍ବାଚନମଣ୍ଡଳୀରେ…

ବାଇକକୁ ଧକ୍କାଦେଲା ଟ୍ରକ

ଆନନ୍ଦପୁର/କୋଳିମାଟି,୨୫ା୪(ଡି.ଏନ୍‌.ଏ.): ମହୁଲଡିହା ଥାନା ଅଧୀନ ଗୋଡ଼ଭଙ୍ଗା ଘାଟି ଉପରେ ଟ୍ରକ ଧକ୍କା ଦେବାରୁ ଦୁଇ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ଅଗ୍ନିଶମ କର୍ମଚାରୀ ଦାରା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିବାବେଳେ ପରେ କଟକ ସ୍ଥାନାନ୍ତର କରାଯାଇଛି। ଗୁରୁତର…

ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ ଜୀବନ ଯାଇଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିିତ୍ସିତ ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?