ବାଲେଶ୍ୱର

ମିଳୁନି ପ୍ରୋତ୍ସାହନ ଓ ସହାୟତା ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୨୩ା ୪ (ସ୍ବ.ପ୍ର.)-ଖରା ଦିନ ଆସିଲେ ଟିକେ ଥଣ୍ଡା ପାଣି ପାଇଁ ଖୋଜା ପଡ଼େ ହାଣ୍ଡି, ମାଠିଆ, କଳସୀ। ସେତେବେଳେ କୁମ୍ଭକାରଙ୍କ କଥା ସମସ୍ତଙ୍କର ମନେ ପଡ଼େ। ଆଧୁନିକ ପ୍ଲାଷ୍ଟିକ, ଷ୍ଟିଲ, ସିଲଭର ବାସନ ଯୁଗରେ ଏହି ବେଉସା ବୁଡିଯିବାକୁ…

ପ୍ରଚାର ବେଳେ ଉତ୍ତେଜନା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅଧୀନ ଯଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସୋମବାର ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ସମର୍ଥକଙ୍କ ସହ କୁଦକାନ୍ଥି ନିକଟରୁ ଶୋଭାଯାତ୍ରାରେ ବାହାରି…

ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଆକ୍ରମଣ

ଭଦ୍ରକ ଅଫିସ, ୨୩।୪ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲପୁର ଗ୍ରାମରେ ରବିବାର ନିର୍ଦ୍ଦିଷ୍ଟ ଏକ ଦଳର ପୋଷ୍ଟର ଲଗାଇବାକୁ ବିରୋଧ କରିବାରୁ ଏକ ପରିବାର ଲୋକଙ୍କ ଉପରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏ ନେଇ ଆକ୍ରମଣର ଶିକାର ହୋଇଥିବା…

ଦଳୀୟ ପତାକା ପୋଡ଼ି, ଭଙ୍ଗାରୁଜା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଘଣ୍ଟେଶ୍ୱର ଅଞ୍ଚଳରେ ରାଜନୈତିକ ବିବାଦକୁ ନେଇ ବିଜେଡି ଓ ଭାଜପା ସମର୍ଥକମାନେ ମୁହଁାମୁହିଁ ହେବା ସହ ସୋମବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଯାଇଥିଲା। ଦଳୀୟ ପତାକା ପୋଡ଼ି ସାଙ୍ଗକୁ ଅସ୍ଥାୟୀ ଟୁଙ୍ଗୀକୁ…

ରାଇସୁଆଁରେ ହାତୀ ଉପଦ୍ରବ

କେନ୍ଦୁଝର/ରାଇସୁଆଁ,୨୨ା୪(ସ୍ବ.ପ୍ର./ଡି.ଏନ୍‌.ଏ.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ କାଲା ମହାଦେବ ମନ୍ଦିର ପରିସରରେ ରବିବାର ବିଳମ୍ବିତ ରାତିରେ ୨ଟି ହାତୀ ପଶି ଅନେକ ଗଛ ନଷ୍ଟ କରିବା ସହ ବାଡ଼ ଓ ମଞ୍ଚାକୁ ଭାଙ୍ଗି ଦେଇଛନ୍ତିା ମିଳିଥିବା ସୂଚନା ଅନୁସାରେ, ନୂଆଗାଁ ପଞ୍ଚାୟତ…

ନିର୍ବାଚନ ପାଇଁ ଅବକାରୀ ଚଢ଼ାଉ: ୪୧ ଦିନରେ ୨୦୬ ଗିରଫ

ବାଲେଶ୍ୱର ଅଫିସ, ୨୨।୪-୨୦୧୯ ସାଧାରଣ ନିର୍ବାଚନ ପାଇଁ ବାଲେଶ୍ୱର ଜିଲା ଅବକାରୀ ବିଭାଗ ତତ୍ପର ହୋଇପଡିଛି। ୮ ବିଧାନସଭା ମଣ୍ଡଳୀରେ ଅବକାରୀ ସ୍କ୍ବାଡ ମାଧ୍ୟମରେ ବ୍ୟାପକ ଚଢାଉ କରାଯାଇ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ଜିଲା ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ଜିଲାପାଳ…

ମୌଳିକ ସୁବିଧାରୁ ବଞ୍ଚିତ ୭ ଭୂମିହୀନ ପରିବାର

ବନ୍ତ, ୨୨।୪ (ସ୍ବ.ପ୍ର.) – ଜମିପଟ୍ଟା ଥାଇ ମଧ୍ୟ ଜାଗା ଚିହ୍ନଟ ହୋଇପାରୁ ନ ଥିବାରୁ ଘର କରିପାରୁନାହାନ୍ତି ୭ ଭୂମିହୀନ ପରିବାର। ଏଥିସହ ସେମାନଙ୍କୁ ମୌଳିକ ସୁବିଧା ମଧ୍ୟ ଯୋଗାଇ ଦିଆଯାଉ ନାହିଁ। ଫଳରେ ସେମାନେ ନାନା ସମସ୍ୟା ଦେଇ…

ନିର୍ବାଚନ ପ୍ରସ୍ତୁତି କାର୍ଯ୍ୟରେ ଅବ୍ୟବସ୍ଥା: ପୋଲିଂ ପାର୍ଟି ହଇରାଣ

କେନ୍ଦୁଝର,୨୨ା୪ (ସ୍ବ.ପ୍ର.) ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରବିବାର ଦିନ ସ୍ଥାନୀୟ ମାଇନିଂ ସ୍କୁଲ ପରିସରରେ ପୋଲିଂ ପାର୍ଟିଙ୍କୁ ପଠାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏଠାରେ ସଦର ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ…

ମାଙ୍ଗାନିଜ ଚୋରି ଓ ସୁରକ୍ଷାକର୍ମୀଙ୍କ ମୋବାଇଲ ଲୁଟ୍‌ ଘଟଣା: ଧରାପଡିଲେ ୪ ଅଭିଯୁକ୍ତ

ବଡବିଲ,୨୨ା୪(ସ୍ବ.ପ୍ର.):- କେନ୍ଦୁଝର ଜିଲା ଯୋଡା ଖଣି ସର୍କଲର ବଲାଣୀ ଥାନା ଅର୍ଜୁନଲୋଧା ମାଇନ୍ସରୁ ମାଙ୍ଗାନିଜ ଚୋରି ଓ ମୋବାଇଲ ଲୁଟ୍‌ ଘଟଣାରେ ସଂପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ

କେନ୍ଦୁଝର,୨୧ା୪(ସ୍ବ.ପ୍ର.): ଉପଯୁକ୍ତ ପରିଚାଳନା ଅଭାବରୁ କେନ୍ଦୁଝର ସହରରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହୋଇପଡିଛି। ମାଧପୁର ଓ ଶିରିପୁର ରାସ୍ତାରେ ଶନିବାର ଦୀର୍ଘ ଘଣ୍ଟା ଧରି ରାସ୍ତା ଜାମ ଯୋଗୁ ଯାତାୟାତ ବ୍ୟାହତ ହୋଇଥିଲା। ରାସ୍ତା ନିର୍ମାଣ କାମ ଚାଲିଥିବା ବେଳେ ଦିନ…

ଯୋଡ଼ାରେ କଂଗ୍ରେସର ପ୍ରଚାର

ଯୋଡ଼ା, ୨୧ା୪(ଡି.ଏନ.ଏ.): ଚମ୍ପୁଆ ନିର୍ବାଚନମଣ୍ଡଳୀର ଯୋଡ଼ାଠାରେ ଶନିବାର ନିର୍ବାଚନ ପ୍ରଚାରକୁ କଂଗ୍ରେସ ଜୋରଦାର କରିଛି। ଦଳୀୟ ପ୍ରାର୍ଥୀ ଯଦୁମଣି ବାରିକଙ୍କ ସହିତ କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ନିହାର ରଞ୍ଜନ ରାଉତ ସମର୍ଥକଙ୍କ ଗହଣରେ ଯୋଡ଼ା ମାର୍କେଟ, ମୁସଲିମ୍‌ ବସ୍ତି ଓ…

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ: ୨ ପ୍ରାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?