ବାଲେଶ୍ୱର

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ…

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର ଓ ରେକର୍ଡପତ୍ର ଜଳିପୋଡି ପାଉଁଶ ହୋଇଯାଇଛି। କିନ୍ତୁ ସୌଭାଗ୍ୟବଶତଃ ଏହି ଅଘଟଣରୁ କର୍ମଚାରୀ ବର୍ତ୍ତିଯାଇଛନ୍ତି।…

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ପ୍ରାଣୀଙ୍କୁ ନିର୍ଯାତନା ନେଇ ଷଡଙ୍ଗୀ ଆଦର୍ଶ ଆଚରଣ ବିଧି ଉଲ୍ଲଘଂନ କରିଥିବା…

ଚାରୁକୋଳି ମଞ୍ଜି ଦେଇଛି ରୋଜଗାର

ଜଳେଶ୍ୱର, ୧୬।୫(ନବୀନ ସାହୁ)ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଜଙ୍ଗଲ ଘେରା ରାଇବଣିଆ ଅଞ୍ଚଳରେ ଖରାଦିନେ ହେଉଥିବା ଚାରୁକୋଳି ଚାହିଦା ଅଧିକ ରହିଛି। ଏହି କୋଳି ଖଟାମିଠା ପରି ସ୍ବାଦିଷ୍ଟ ଲାଗିଥାଏ। ବିଦେଶରେ ମଧ୍ୟ ଏହାର ଚାହିଦା ରହିଛି। ତେବେ ବିକ୍ରିବଟା ଲାଗି…

ଓଡ଼ିଶାରେ ଓମ୍‌ ବିର୍ଲା : ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି

ଭୁବନେଶ୍ୱର,୧୫।୫: ଲୋକସଭା ବାଚସ୍ପତି ତଥା ଭାଜପା ନେତା ଓମ ପ୍ରକାଶ ବିର୍ଲା ବୁଧବାର ବାଲେଶ୍ୱରରେ ପହଞ୍ଚିଛନ୍ତି। ଦଳୀୟ ସମାବେଶକୁ ସମ୍ବୋଧନ କରି ବାଚସ୍ପତି ଓମ ବିର୍ଲା କହିଛନ୍ତି, ପୂର୍ବର ଭାରତ ଓ ବର୍ତ୍ତମାନର ଭାରତ ମଧ୍ୟରେ ଅନେକ ପରିବର୍ତ୍ତନ ଆସିଛି ।…

ନିର୍ମାଣ ଆରମ୍ଭରୁ ବିଭ୍ରାଟ

ଖଇରା,୧୫।୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଓ ଔପଦା ୨ ବ୍ଲକକୁ ସଂଯୋଗ କରୁଥିବା ଖଇରା-ଭଞ୍ଜପଦା ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ ଆରମ୍ଭ ହୋଇଛି  । ତେବେ ରାସ୍ତା ନିର୍ମାଣକୁ ନେଇ ରାସ୍ତା ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ…

ମହାଦେବଙ୍କୁ ପୂଜାର୍ଚ୍ଚନା ପରେ ନାମାଙ୍କନ ଭରିଲେ ଆଶିଷ

ଭୋଗରାଇ,୧୪l୫(ପ୍ରଦୀପ ଦାସ)-ସାଧାରଣ ନିର୍ବାଚନ ଲାଗି ନାମାଙ୍କନର ଶେଷ ଦିନରେ ବାଲେଶ୍ୱର ଜିଲା ଭୋଗରାଇ ନିର୍ବାଚନମଣ୍ଡଳୀର ଭାଜପା ପ୍ରାର୍ଥୀ ଆଶିଷ କୁମାର ପାତ୍ର ବାଲେଶ୍ୱର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ପୂର୍ବରୁ ବିଜେଡି ପ୍ରାର୍ଥୀ ଗୌତମବୁଦ୍ଧ ଦାସ ଓ କଂଗ୍ରେସର…

ସୋର ରାଜନୀତିରେ ଚହଳ, ଗୋଟିଏ ଆସନରୁ ନାମାଙ୍କନ ଭରିଲେ ରାଜୁ ଦାସ ଓ ପର୍ଶୁରାମ ଧଡ଼ା

ବାଲେଶ୍ୱର,୧୪।୫: ରୋଚକ ହେଉଛି ସୋର ରାଜନୀତି । ଭାରତୀୟ ଜନତା ପାର୍ଟି ସୋରରୁ ପ୍ରଥମେ ରାଜୁ ଦାସଙ୍କ ଟିକେଟ ଘୋଷଣା କରିଥିଲା । ଟିକେଟ୍‌ ଦେବା ପରେ ରାଜୁ ଦାସ ଜୋରଦାର ପ୍ରଚାର ଆରମ୍ଭ କରିଥିଲେ । ହେଲେ ମଙ୍ଗଳବାର ଭାଜପା…

ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୪।୫: ଭାଜପା ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ ପର୍ଶୁରାମ ଧଡ୍ଡା। ଦଳ ତାଙ୍କୁ ଆଜି ସୋର ବିଧାନସଭା…

ଲେଖାଶ୍ରୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ପ୍ରତାପ

ବାଲେଶ୍ୱର,୧୦।୫(ମାନସ ବିଶ୍ୱାଳ): ଓଡ଼ିଶାରେ ଦୀର୍ଘ ୨୫ବର୍ଷ ଧରି ବିଜେଡି ଭ୍ରଷ୍ଟାଚାର ଓ ଦୁର୍ନୀତି କରିଆସୁଥିବା ଅଭିଯୋଗ କରି ବିଜେଡି ସରକାର ଉପରେ ବର୍ଷିଛନ୍ତି ଭାଜପା ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର। ବାଲେଶ୍ୱର ସହର ପାଣିଟାଙ୍କିସ୍ଥିତ ଆତିଥ୍ୟ ଭବନର ସମ୍ମିଳନୀ କକ୍ଷରେ ଭାଜପା…

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ ବାଲେଶ୍ୱର ଜିଲାପାଳ ଅଫିସ ପହଞ୍ଚିଲେ। ଅତିରିକ୍ତ ଜିଲାପାଳଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri