ନଈ ମଝିରେ ଧକ୍କା ଖାଇ ବୁଡ଼ିଗଲା ଇଲିସି ବୋଝେଇ ଡଙ୍ଗା, ପରେ ଘଟିଲା ଏମିତି…
ଭୋଗରାଇ,୧୭ା୧୦(ପ୍ରଦୀପ ଦାସ): ପୂର୍ଣ୍ଣିମା ତିଥିରେ ସମୁଦ୍ର ଅଶାନ୍ତ ରହିଛି। ଏଭଳି ସ୍ଥିତିରେ ମତ୍ସ୍ୟଜୀବୀଙ୍କ ଜାଲରେ ପ୍ରଚୁର ପରିମାଣର ଇଲିସି ଧରା ଦେଉଛନ୍ତି। ଇଲିସି ସନ୍ଧାନରେ ମତ୍ସ୍ୟଜୀବୀମାନେ ଜୀବନକୁ ବାଜି ଲଗାଇଛନ୍ତି। ୨ଟି ଯନ୍ତ୍ର ଚାଳିତ ଡଙ୍ଗା (ଭୁଟୁଭୁଟି)ରେ ବାଲେଶ୍ୱର ଜିଲା ଭୋଗରାଇ…
ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ
ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନାଇଁଦୋଳି ଗାଁରେ। ମଙ୍ଗଳବାର ରାତିରେ ଦୁର୍ଗା ପୂଜା ଉପଲକ୍ଷେ ଯାତ୍ରା ପରିବେଷଣ ହେଉଥିଲା…
ହେଉଥିଲା ଭସାଣୀ: ହଠାତ୍ ପଡ଼ିଲା ପଥର, ପରେ…
ବାଲେଶ୍ୱର,,୧୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ସହର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ବଜାର ନିକଟରେ ସୋମବାର ରାତିରେ ଭସାଣି ଶୋଭାଯାତ୍ରା ବେଳେ ଉତ୍ତେଜନା ଦେଖାଦେଇଥିଲା। ଶୋଭାଯାତ୍ରା ସମୟରେ ଏକ ଗୋଷ୍ଠୀ ପକ୍ଷରୁ ଢ଼େଲା, ପଥର ମାଡ଼ ହେବା ଯୋଗୁ ଉଭୟ ଗୋଷ୍ଠୀର ୬ଜଣ ଆହତ…
୧୭ରୁ ଚକା ଜାମ୍ ଆନ୍ଦୋଳନ
ସୋର,୧୬।୧୦(ଜନ୍ମେଜୟ ମିଶ୍ର)ଛ ୧୬ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ବେଳେ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବରୁ ସୋର ସହରର ପ୍ରବେଶ ଦ୍ୱାର ଉତ୍ତରେଶ୍ୱର ଓ ୟୁଏନ କଲେଜ ଛକରେ ସଂକୀର୍ଣ୍ଣ ଗଳାପୋଲ ନିର୍ମାଣ କରାଯାଇଛି। ଫଳରେ ଦୀର୍ଘ ବର୍ଷ ହେଲା ଲୋକେ ନାହିଁ ନ…
ଷ୍ଟାଇପେଣ୍ଡ ଟଙ୍କା ଖାଇ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ
ସିମୁଳିଆ, ୯।୧୦(ସନ୍ତୋଷ ନାୟକ): ୬୨ ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ଅର୍ଥ ହେରଫେର ଓ ବିଭିନ୍ନ ଅନିୟମିତତାକୁ ନେଇ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଡୁଳି ଖଜୁରେଶ୍ୱର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ମୂରଲୀଧର ମଳିକଙ୍କୁ ସିମୁଳିଆ ବିଇଓ…
ସୁନାମି, ସାମୁଦ୍ରିକ ଝଡ଼ର ଆଗୁଆ ସୂଚନା ଦିଏ ନାଲି କଙ୍କଡ଼ା
ଭୋଗରାଇ,୭।୧୦(ପ୍ରଦୀପ ଦାସ): ନିଃଶବ୍ଦ ଓ ନିଶ୍ଚଳ ଲୁଣା ଜଙ୍ଗଲ ବେଳାଭୂମିରେ ଦେଖାଯାନ୍ତି ବିରଳ ପ୍ରଜାତିର ନାଲି କଙ୍କଡ଼ା। ଏସିଆ, ୟୁରୋପ, ଅଷ୍ଟ୍ରେଲିଆ ଓ ଆମେରିକା ଭଳି କେତେକ ସନ୍ତସନ୍ତିଆ ବେଳାଭୂମି ଏହି ଜଳଜୀବଙ୍କ ଚରାଭୂଇଁ। ୪୫୦ ବର୍ଷ ଧରି ବିରଳ ନୀଳରକ୍ତ…
ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ
ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’ ସ୍କୁଲ ଅଭିଯାନ ଯୋଜନାରେରେ ଉକ୍ତ ସ୍କୁଲ ପାଚେରି, ନୂତନ ସ୍କୁଲ ଗୃହ, ରୋଷେଇ ଗୃହ,…
ଦୋକାନୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା-ସୁନା
ଜଳେଶ୍ବର,୩।୧୦(ନବୀନ ସାହୁ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା। ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତ ରେ ବନ୍ଧୁକ ଲଗାଇ ଗହଣା ଏବଂ…
୧୫୫ ତମ ଗାନ୍ଧୀ ଜୟନ୍ତୀ ସମାରୋହ: ପ୍ରତିମୂର୍ତ୍ତି ଉନ୍ମୋଚନ
ବାଲେଶ୍ୱର, ୨।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ବୁଧବାର ୧୫୫ତମ ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି l ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ…
ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ବାଲେଶ୍ୱର ଜିଲା ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ମାନସ କୁମାର ଦତ୍ତ। ୨୦୨୪ ନିର୍ବାଚନରେ ସେ ବିଜେଡିର ପୂର୍ବତନ ବିଧାୟକ ସ୍ବରୂପ କୁମାର ଦାସଙ୍କୁ ୨୮ହଜାର ୬୨୬ ଖଣ୍ଡ ଭୋଟ୍ ବ୍ୟବଧାନରେ ପରାସ୍ତ କରି ପ୍ରଥମଥର ବିଧାୟକ ହୋଇଛନ୍ତି। ମୋଟ୍…
୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍: ୪ ମୃତ
ବାଲେଶ୍ୱର, ୨୮।୯(ବାଞ୍ଛାନିଧି ଦେ): ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନଏଚ- ୬୦ ନିକଟରେ…
ଭକ୍ତଙ୍କୁ ପଞ୍ଚଲିଙ୍ଗେଶ୍ୱର ମନା
ନୀଳଗିରି,୨୭।୦୯(ପ୍ରଶାନ୍ତ କୁମାର ବିଶ୍ବାଳ): ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷାର ପ୍ରଭାରେ ଧନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାର ପ୍ରଶିଦ୍ଧ ଶୈବପିଠ ନୀଳଗିରି ଉପଖଣ୍ଡର ପଞ୍ଚଲିଙ୍ଗେଶ୍ବର ପୂଜା ମଣ୍ଡପ ଉପରେ ପାହାଡର ଝରଣା…
Archives


