ବାଲେଶ୍ୱର

ଗୋଚର ଜମିରେ ପୋଖରୀ ଖନନ

ରୂପସା, ୬।୨(ଡି.ଏନ.ଏ.):ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଚଷାଖଣ୍ଡ ପଞ୍ଚାୟତ ପଦାବଡ଼ଗଁା ଗ୍ରାମରେ ବେଆଇନ ପୋଖରୀ ଖନନ ଯୋଗୁ ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ହାଇସ୍କୁଲ ନିକଟରେ ଥିବା ଗୋଚର ଜମି ଓ ସର୍ବସାଧାରଣ ରାସ୍ତାରେ ହେଉଥିବା ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ...

ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ଇଟାଭାଟି

ନୀଳଗିରି, ୬।୨(ସ୍ବ.ପ୍ର.):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଇକୋ ସେନସିଟିଭ୍‌ ଜୋନ୍‌ (ଜୈବ ସମ୍ବେଦନଶୀଳ ଅଞ୍ଚଳ) ଭିତରେ ଏକାଧିକ ବେଆଇନ ଇଟାଭାଟି ଚାଲିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡ଼ିହା ଅଭୟାରଣ୍ୟ...

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଛୁଆ ସହ ମା’ ଭାଲୁର ଜୀବନ

ନୀଳଗିରି,୫।୨(ସ୍ବ ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଅଧୀନ ଅଯୋଧ୍ୟା ମିତ୍ରପୁର ରାସ୍ତା ପାଟଣାଠାରେ ରବିବାର ଅଜଣା ଗାଡି ଧକ୍କାରେ ୨ ଛୁଆ ସହ ମା’ ଭାଲୁର ମୃତ୍ୟୁ ଘଟିଛି। ଭୋର ସମୟରେ ୨ ଛୁଆ ସହ ମା’...

ଧାରଣାରେ ବସିଲେ ବିଧାୟକ

ନୀଳଗିରି, ୫।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଦେଇଯାଇଥିବା ସେରଗଡ଼-ନୀଳଗିରି-ଝରଣାଘାଟି ୧୯ନଂ. ରାଜ୍ୟ ରାଜପଥ ଖାଲଖମାପୂର୍ଣ୍ଣ ହୋଇଥିବାରୁ ଯାତାୟାତ କରିବା ବିପଦପୂର୍ଣ୍ଣ ହୋଇପଡ଼ିଛି ା ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ପାଇଁ ୮୦କୋଟି ଟଙ୍କା ଅର୍ଥ ମଞ୍ଜୁର କରାଯାଇଥିବା ବେଳେ ବାଲେଶ୍ୱର ପୂର୍ତ୍ତ...

ଉପଜିଲାପାଳଙ୍କୁ ଆକ୍ରମଣ ଘଟଣା: ୩ ମହିଳାଙ୍କ ସମେତ ୧୧ ଗିରଫ

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଶୁକ୍ରବାର ଉପଜିଲାପାଳ କୁନାଲ ମୋତିରାମ ଚଭନ ଓ ତାଙ୍କ ଡ୍ରାଇଭର ଗଗନ ବିହାରୀ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ମହିଳାଙ୍କ ସମେତ ୧୧...

ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିରାମ ଚଭନଙ୍କୁ ଆକ୍ରମଣ ପରେ ବାଲି ଚୋରା ଚାଲାଣକାରୀଙ୍କୁ ସାବାଡ୍‌ କରିବା ଲାଗି ଆକ୍ସନ ମୁଡ୍‌ରେ ଉଭୟ ପ୍ରଶାସନ ଓ ପୋଲିସ। ମୋରମ, ପଥର, ବାଲି ଓ ମାଟି ଚୋରା ଚାଲାଣକାରୀଙ୍କ...

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୪।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି...

ଜମି ଅଧିଗ୍ରହଣରେ ଚଞ୍ଚକତା

ବାଲିଆପାଳ,୪।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ରେଳ ରାସ୍ତା ପାଇଁ ଚଞ୍ଚକତା କରାଯାଇ ଜମି ଅଧିଗ୍ରହଣ କରାଯାଇଥିବା ନେଇ ଶୁକ୍ରବାର ପୂର୍ବାହ୍ନରେ ବାଲିଆପାଳ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କେତେଜଣ ଜମି...

ଟିପିଏନ୍‌ଓଡିଏଲ୍‌କୁ ଏକ୍ସଲେନ୍ସ ଇନ୍‌ ଚେଞ୍ଜ ମ୍ୟାନେଜ୍‌ମେଣ୍ଟରେ ଗୋଲ୍ଡ ପୁରସ୍କାର

ବାଲେଶ୍ୱର ଅଫିସ,୪।୨: ବାଲେଶ୍ୱର ଜିଲା ରେମୁଣା ଜାନୁଗଞ୍ଜ ଗୋଲେଇ ସ୍ଥିତ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌)କୁ ମିଳିଛି ସଫଳତା। ଗତ ଗୁରୁବାର ଗୁରୁଗ୍ରାମର ହାୟାତ ରିଜେନ୍ସିରେ ଇକୋନମିକ୍‌ ଟାଇମ୍‌ସ ହ୍ୟୁମାନ୍‌ କ୍ୟାପିଟାଲ୍‌ ଆୱାଡର୍ର୍ସ୍‌ ସମାରୋହର ଦ୍ୱିତୀୟ ସଂସ୍କରଣ...

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ସୋର,୪ା୨(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅଧୀନ ବାଲେଶ୍ୱର ଗ୍ରାମରେ ଥିବା ମିଶ୍ର ନର୍ସିିଂହୋମ୍‌ରେ ଜଣେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ମହିଳାଙ୍କ ସମ୍ପର୍କୀୟମାନେ ନର୍ସିିଂହୋମ୍‌ରେ ବ୍ୟାପକ ଭଙ୍ଗାରୁଜା କରିଥିବା ଦେଖିବାକୁ ମିଳିଥିଲା।...

ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା...

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୩।୨(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri