ବାଲେଶ୍ୱର

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ ଭ୍ୟାନ୍‌ରୁ ଜିଞ୍ଜର ଅନ ଲୋଡିଂ ହେଉଥିବା ଖବର ପାଇ ଅବକାରୀ ଅଧୀକ୍ଷକ ମନୋଜ…

ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ

ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ।…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ସୁଚନା…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍ ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି। ଗୁରୁବାର ଅପରାହ୍ନରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି । ଏହାପରେ ତାଙ୍କଠାରୁ ୫୦ ଲକ୍ଷ ଟଙ୍କାର ଗହଣା ଲୁଟ୍ କରି…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏନ୍‌ଏସି ୨ନଂ. ୱାର୍ଡ଼ ଅଧୀନ ଘାଟଘରସାହି ଅଞ୍ଚଳର ଉତ୍ତରା ଜେମାଦେବୀ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ ଏବଂ ଶଳା ନିଆଁରେ ପୋଡ଼ି ଗୁରୁତର ହୋଇଛନ୍ତି। ଅନ୍ୟପଟେ ଅଭିଯୁକ୍ତ ଜ୍ୱାଇଁଙ୍କୁ କାବୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର ମାଲିକ ଗଜେନ୍ଦ୍ର ପଣ୍ଡା (୫୮)ଙ୍କୁ ଏହି ହୋଟେଲ ପରିସରରେ ହତ୍ୟା କରାଯାଇଛି। ତାଙ୍କ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ ଅଦା ବୋଝେଇ ଟ୍ରକ୍‌ ଖସିପଡ଼ିଛି। ଉକ୍ତ ଟ୍ରକ୍‌ଟି ଆସାମରୁ ବିଶାଖାପାଟଣା ଯାଉଥିବାବେଳେ ବ୍ରିଜ୍‌…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ ମଧ୍ୟ ଅନାଦି, ତାଙ୍କର ନା ଆଦି ଅଛି ନା ଅନ୍ତ, ସେ ସାରା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ ବେହେରାଙ୍କ ସ୍ତ୍ରୀ ରଞ୍ଜୁସ୍ମିତା ଗୁରୁତର ହୋଇ ପଡ଼ିଛନ୍ତି। ତାଙ୍କ ଶରୀରର ୪୦ ପ୍ରତିଶତ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି ସ୍ଥିତିରେ ରବିବାର ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri