ବାଲେଶ୍ୱର

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ ଛାତ୍ରଛାତ୍ରୀ। ଏପରିକି ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଜଣେ ନର୍ସିଂ ଛାତ୍ରୀଙ୍କୁ ମାଡ଼ ମାରିଥିବା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ ଏକ ମାଛ ଧାରା ଟ୍ରଲର ରବିବାର ୧୫ ଜଣ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା ଘଟିଛି। ଆଗରେ ଛିଡ଼ା ହୋଇଥିବା କଣ୍ଟେନର ପଛରୁ ଧକ୍କା ଦେଲା ମିନିବସ୍‌…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶୁକ୍ରବାର ବିଳମ୍ବିତ ରାତିରେ ଏହି ସଶସ୍ତ୍ର ଲୁଟ୍‌କାଣ୍ଡ ଘଟିଥିବା ବେଳେ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ ଲୁଟ ହୋଇଛି । ଦୁଇଜଣ ଦୁର୍ୱୁତ୍ତ ବୁଲେଟରେ ଆସି ବନ୍ଧୁକ ମୁନରେ ପେଟ୍ରୋଲ…

ଋଣ ଟଙ୍କା ଦେଉନ, ଆତ୍ମହତ୍ୟା କରିବି: ବିଷ ବୋତଲ ଧରି ବ୍ୟାଙ୍କ ମ୍ୟାନଜର୍‌ଙ୍କ ଆଗରେ…

ଭୋଗରାଇ,୪ା୭(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଚନ୍ଦନେଶ୍ୱର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ୟାଙ୍କ ମ୍ୟାନେଜର ଋଣ ଟଙ୍କା ଓ ସବ୍‌ସିଡି ଟଙ୍କା ଦେଉ ନ ଥିବା ଅଭିଯୋଗ କରିଥିଲେ।…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ପରିବାର ଲୋକେ ତାଙ୍କୁ ଫାଶୀରେ ଝୁଲିଥିବା ଦେଖି…

ବାହାଘର ଭୋଜିରେ ମଟନ ଦେଲେନି ବୋଲି କ୍ୟାଟରିଂ ପିଲାର ବେକ କାଟିଦେଲେ, ୪ ଜଣଙ୍କୁ ଅଟକ ରଖି…

ବାଲେଶ୍ୱର,୨୮ା୬(ବାଞ୍ଛାନିଧି ଦେ): ଜଣେ ନାବାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ୪ ନାବାଳକ। ରେମୁଣା ଥାନା ମନ୍ଦିର ଛକରେ ନାବାଳକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏକ ବିବାହ ଭୋଜିରେ କ୍ୟାଟରିଂରେ ଯାଇଥିବା ନାବାଳକଙ୍କୁ ସଂଘବଦ୍ଧ ଆକ୍ରମଣ କରିଛନ୍ତି। ଭୋଜିରେ ମଟନ ନ…

ବୋହୂର ପନିକି ଆକ୍ରମଣରେ ଶାଶୁ ଲହୁଲୁହାଣ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ, ୨୮।୬ (ପ୍ରଦୀପ ଦାସ): ପାରିବାରିକ କଳହକୁ କେନ୍ଦ୍ର କରି ବୋହୂର ପନିକି ଆକ୍ରମଣରେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପ୍ରଥମେ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ପରେ ବାଲେଶ୍ୱର ଜିଳା ମୁଖ୍ୟ ଚିକିତ୍ସାଳୟ ଏବଂ ସେଠାରୁ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି l ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ଗୁରୁବାର ଅପରାହ୍ନରେ ଫୁଟିଲା ଗୁଳି । ଏକ କାର…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଅଭିଯୋଗକ୍ରମେ କମର୍ଦ୍ଦା ପୋଲିସ ବୁଧବାର ମାମଲା(ନଂ. ୧୫୪/୨୬) ରୁଜୁ କରି ଅଭିଯୁକ୍ତ ଟ୍ୟୁଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?